Yearly Archives: 2019

୩୭ ବର୍ଷ ପରେ ନାଗାଲାଣ୍ଡରେ ବରଫପାତ

କୋହିମା, ୩୦।୧୨:ଉତ୍ତର ଭାରତରେ ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନେକ ସ୍ଥାନରେ ପାରଦ ୩ ଡିଗ୍ରୀ ତଳକୁ ଖସିଛି। ଲୋକେ ଘରୁ ବାହାରିବା ଅସମ୍ଭବ ହୋଇପଡିଛି। ପ୍ରବଳ ଥଣ୍ଡା ଯୋଗୁ ଅନେକ ସ୍ଥାନରେ ବରଫପାତ ହୋଇଛି। ଦୀର୍ଘ...

ଘୋଡ଼ାହାଡ଼ ନଦୀଗଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୩୦।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମ ନିକଟସ୍ଥ ଘୋଡ଼ାହାଡ଼ ନଦୀଗଣ୍ଡରୁ ସୋମବାର ପୂର୍ବାହ୍ନରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ନୂଆଗଡ଼ ଗ୍ରାମର ଜୟନ୍ତୀ ଗୌଡ଼(୪୮)। ସେ ଆଜି ସକାଳେ...

ପାଣ୍ଠି ହେର୍‌ଫେର୍‌ ଅଭିଯୋଗ: ଅଷ୍ଟ୍ରିଆରେ ଅବସ୍ଥାପିତ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିଲେ ଭାରତ ସରକାର

ନୂଆଦିଲ୍ଲୀ,୩୦।୧୨: ପାଣ୍ଠି ହେର୍‌ଫେର୍‌ ଅଭିଯୋଗ ଆସିବା ପରେ ଭାରତ ସରକାର ଅଷ୍ଟ୍ରିଆରେ ଅବସ୍ଥାପିତ ଥିବା ରାଷ୍ଟ୍ରଦୂତ ରେନୁପାଲଙ୍କୁ ଫେରାଇ ଆଣିଛନ୍ତିି। ରେନୁଙ୍କ କାର୍ଯ୍ୟକାଳ ପୂରଣ ହେବାର ଏକ ମାସ ପୂର୍ବରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ୧୯୮୮ ବ୍ୟାଚ୍‌ ଏହି...

ମହିଳା ଖବରଦାତାଙ୍କୁ ଆକ୍ରମଣ ପ୍ରତିବାଦ: ଭବାନୀପାଟଣାସ୍ଥିତ ଗାନ୍ଧୀଛକଠାରେ ବିକ୍ଷୋଭ

ଭବାନୀପାଟଣା, ୩୦।୧୨(ଡି.ଏନ୍‌.ଏ.): ଭୁବନେଶ୍ୱରର ରସୁଲଗଡ଼ଠାରେ ଥିବା ଏସ୍‌ପ୍ଲାନେଡ୍‌ ମଲ୍‌ରେ ମହିଳା ଖବରଦାତାଙ୍କୁ ଆକ୍ରମଣ ଏବଂ ଅସଦାଚରଣ ଘଟଣାକୁ ନେଇ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ଏହି ଘଟଣାରେ କଳାହାଣ୍ଡି ସାମ୍ବାଦିକ ସଂଘ ପକ୍ଷରୁ...

କଳାହାଣ୍ଡି ପୋଲିସ ବିଭାଗରେ ଅଦଳବଦଳ

ଭବାନୀପାଟଣା, ୩୦।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପୋଲିସ ବିଭାଗରେ ବଡ଼ଧରଣର ଅଦଳବଦଳ କରାଯାଇଛି। ଗୋଲାମୁଣ୍ଡା ଥାନା ଅଧିକାରୀ ରଶ୍ମିତା ପ୍ରଧାନଙ୍କୁ ଜୟପାଟଣା ଥାନାକୁ ବଦଳି କରାଯାଇଥିବା ବେଳେ ଭବାନୀପାଟଣା ଟାଉନ ଥାନା ଆଇଆଇସି ବାସୁଦେବ ଛତ୍ରିଆଙ୍କୁ କୋକସରା ଆଇଆଇସି ଭାବେ ନିଯୁକ୍ତି...

ଧାନ ଉଠାଣ ବିଳମ୍ବ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ: ଧାନ ବସ୍ତା ରଖି ରାସ୍ତା ଅବରୋଧ

ଧର୍ମଗଡ଼, ୩୦।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ କୁଟୁରୁ ମଣ୍ଡିରେ ଧାନ ଉଠାଣ ଅବ୍ୟବସ୍ଥାକୁ ନେଇ ଚଷୀମାନେ ସୋମବାର ୨୬ନଂ. ଜାତୀୟ ରାଜପଥର କୁଟୁରୁ ଛକଠାରେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ଉକ୍ତ ମଣ୍ଡିରେ ପାତରଅନ୍ତର ଓ ବ୍ୟାପକ...

ଯୋଗୀ ସରକାରଙ୍କ ଶାସନରେ ପୋଲିସ ହୋଇଉଠିଛି ପ୍ରତିଶୋଧ ପରାୟଣ: ପ୍ରିୟଙ୍କା

ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଡ଼ା ସମାଲୋଚନା କରିଛନ୍ତି। ଯୋଗୀ ସରକାରଙ୍କ ଶାସନରେ ପୋଲିସ ପ୍ରତିଶୋଧ ପରାୟଣ ହୋଇଉଠିଛି ବୋଲି ସେ ଅଭିଯୋଗ କରିଛନ୍ତି। ସୋମବାର ଲକ୍ଷ୍ନୌରେ ଆୟୋଜିତ ଏକ...

ଯେଉଁଠି ପଞ୍ଜୁରିରେ ରୁହନ୍ତି ମଣିଷ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ବିଶ୍ୱରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠି ମଣିଷ ପଶୁପକ୍ଷୀଙ୍କ ପରି ପଞ୍ଜୁରି ଭିତରେ ରହିଥା’ନ୍ତି। କାରଣ ବି ସେତିକି ଦୁଃଖଦାୟକ। ଜାଣନ୍ତୁ ଏ ସମ୍ପର୍କରେ… ହଂକଂରେ ଏପରି ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଲୋକମାନେ ଲୁହାରେ ତିଆରି...

ଏକାଠି ହୁଅ ଭାଜପାକୁ ଏକଘରିଆ କର: ମମତା ବାନାର୍ଜୀ

କୋଲକାତା,୩୦।୧୨: ଏକାଠି ହୋଇ ଭାଜପାକୁ ଏକଘରିଆ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଏକ ରାଲିରେ ସମବେତ ଲୋକଙ୍କୁ ଆହ୍ବାନ ଜଣାଇଛନ୍ତି। ସିଏଏକୁ ବିରୋଧ କରି ଏହି ରାଲି କରାଯାଇଥିଲା। ଭାରତ ମାତା ଆମ ସମସ୍ତଙ୍କର। ଆମେ ଯେଉଁଠି...

ଅଲିମ୍ପିକ୍‌ କ୍ୱାଲିଫାୟର୍ସ: ଭାରତୀୟ ଦଳରେ ବକ୍ସର ବିକାଶ

ବେଙ୍ଗାଲୁରୁ, ୩୦।୧୨(ପି.ଟି.)- ପ୍ରତ୍ୟାବର୍ତ୍ତନରେ ଭାରତୀୟ ବକ୍ସର ବିକାଶ କ୍ରିଷନ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଫାଇନାଲ ଟ୍ରାଏଲ ବାଉଟ୍‌ରେ ବିଜୟୀ ହୋଇ ବିକାଶ ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ପାଇଁ ଭାରତୀୟ ବକ୍ସିଂ...

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ନବରଙ୍ଗପୁର,୩୦।୧୨(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ନିରଞ୍ଜନ ଜେନା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଯନ୍ତ୍ରୀଙ୍କ ଭୁବନେଶ୍ୱରସ୍ଥିତ କଳାରାହାଙ୍ଗ, କଳିଙ୍ଗବିହାର ବାସଭବନ...

ସାମ୍ନାକୁ ଆସିଲା ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ

ମୁମ୍ବାଇ: ଭାଇ ଉଉଣୀଙ୍କ ଭଲପାଇବାର କାହାଣୀ ଅନେକ ଥର ଶୁଣିଥିବେ ଓ ଦେଖିଥିବେ ମଧ୍ୟ। କିନ୍ତୁ ବଲିଉଡ୍‌ର ଭାଇଜାନ କୁହାଯାଉଥିବା ସଲମାନ ଖାଁ ଓ ଭଉଣୀ ଅର୍ପିତାଙ୍କ ଭଲପାଇବା ସମସ୍ତଙ୍କ ପାଇଁ ଏବେ ଏକ ଉଦାହରଣ ସୃଷ୍ଟି କରିଛି। ଭାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri