Yearly Archives: 2019

ଆରପାରିରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆଙ୍କ ପରଲୋକ ଘଟିଛି। ସୋମବାର ଭୋର ୩ଟା ସମୟରେ ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ...

ଦଶନ୍ଧିର ଓ୍ବିସ୍‌ଡେନ ଟି୨୦ ଦଳରେ କୋହଲି, ବୁମ୍‌ରା

ଲଣ୍ଡନ, ୩୦।୧୨(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଦଶନ୍ଧିର ଓ୍ବିସ୍‌ଡେନ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ତେବେ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଅନ୍ୟ କୌଣସି ଭାରତୀୟ ଖେଳାଳି ଏହି ଦଳରେ ସ୍ଥାନ...

ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ

ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସମୟରେ ମୋଟ ୩୬ଜଣଙ୍କୁ ମନ୍ତ୍ରୀ ପଦ ମିଳିଛି। ସୂଚନାଯୋଗ୍ୟ, ନଭେମ୍ବର ୨୮ରେ ମହାରାଷ୍ଟ୍ରରେ...

ପାକିସ୍ତାନର ଏହି କ୍ରିକେଟର କହିଲେ ‘ଜୟ ଶ୍ରୀରାମ’

ଇସ୍‌ଲାମାବାଦ, ୩୦।୧୨: ହିନ୍ଦୁ ହୋଇଥିବାରୁ ପୂର୍ବତନ ପାକିସ୍ତାନ ଖେଳାଳି ଡାନିସ କନେରିଆଙ୍କୁ ଜାତୀୟ କ୍ରିକେଟ ଟିମରେ ବିରୋଧ କରାଯାଉଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏବେ ଡାନିସ୍‌ ନିଜ ୟୁଟ୍ୟୁବ୍‌ ଚ୍ୟାନେଲରେ ଏକ...

ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ କରାଯାଉ: ତାରାପ୍ରସାଦ ବାହିନୀପତି

ଗୁଣପୁର, ୩୦।୧୨(ଡି.ଏନ.ଏ)- ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ଦୁର୍ଘଟଣାରେ ମୁତ୍ୟୁ ହୋଇଥିଲା l ଗୁଣପୁର ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଦୁର୍ଘଟଣାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ ତାରାପ୍ରସାଦ ବାହିନୀପତି।...

ନଦୀରେ ବୁଡି ଜଣଙ୍କ ଜୀବନ ଗଲା

ଜଗନ୍ନାଥ ପ୍ରସାଦ,୩୦।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦସ୍ଥିତ ବୋଡା ନଦୀରୁ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି l ମୃତକ ହେଲେ ଜଗନ୍ନାଥ ପ୍ରସାଦ ଲକ୍ଷ୍ମୀବଜାରର ପଞ୍ଚୁ ସାହୁ(୬୧)। ପୂର୍ବରୁ ସେ ବାତଜନିତ ରୋଗରେ ପୀଡିତ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ...

ବିଶ୍ୱ ମହିଳା ବ୍ଲିଜ୍‌ ଚେସ୍‌ ଚାମ୍ପିୟନଶିପ୍‌: ଦ୍ୱିତୀୟ ସ୍ଥାନରେ ହମ୍ପି

ମସ୍କୋ,୩୦।୧୨(ପି.ଟି.): ଏଠାରେ ଚାଲିଥିବା ମହିଳା ବିଶ୍ୱ ରାପିଡ୍‌ ଓ ବ୍ଲିଜ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ଗ୍ରାଣ୍ଡ ମାଷ୍ଟର କୋନେରୁ ହମ୍ପି ଦ୍ୱିତୀୟ ଟାଇଟଲ ଦୌଡ଼ରେ ରହିଛନ୍ତି। ପ୍ରଥମ ଦିବସରେ ସେ ଅନ୍ୟ ୩ ଖେଳାଳିଙ୍କ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।...

ପ୍ରଶାନ୍ତ ଜେଡିୟୁକୁ ବଡ ଦଳ କହିବାରୁ ଜବାବ ଦେଲା ଭାଜପା

ପାଟନା,୩୦।୧୨: ବିହାର ବିଧାନସଭା ନିର୍ବାଚନ ଆସନ୍ତା ବର୍ଷ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ଏହି ନିର୍ବାଚନକୁ ନେଇ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରଶାନ୍ତ କିଶୋର ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି...

ବାପାଙ୍କୁ ‘ହିରୋ’ ବୋଲି ସମ୍ବୋଧନ କଲେ ଅଭିଷେକ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କୁ ଭାରତୀୟ ସିନେମାର ସର୍ବଶ୍ରେଷ୍ଠ ପୁରସ୍କାର ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନୀତ କରାଯାଇଛି। ରବିବାର ନୂଆଦିଲ୍ଲୀରେ ଆୟାଜିତ ସ୍ବତନ୍ତ୍ର ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଗ୍‌ ବିଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ...

ସିଏଏ, ଏନ୍‌ଆର୍‌ସି କାର୍ଯ୍ୟକାରୀ ଦାବି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା କୁଆଁସ ଯୁବ ସଙ୍ଗଠନ ସଦସ୍ୟଙ୍କ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସି କାର୍ଯ୍ୟକାରୀ ନେଇ ଦାବି ହୋଇଛି। ପୂର୍ବାହ୍ନରେ ସଦସ୍ୟମାନେ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟରେ...

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌: ଜଣେ ମୃତ

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚରମ୍ପା ମହିନ୍ଦ୍ରା ଶୋ’ରୁମ୍‌ ସମ୍ମୁଖରେ ସୋମବାର ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ ଟ୍ରକ୍‌ ଚଢ଼ିଯିବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚରମ୍ପା ନିବାସୀ...

ବେଆଇନ ଲାଇସେନ୍ସ୍‌ ପ୍ରଦାନ ମାମଲା: ୧୩ଟି ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୦।୧୨: ମାରଣାସ୍ତ୍ର ରଖିବା ପାଇଁ ବେଆଇନ ଭାବେ ଦିଆଯାଇଥିବା ୨ ଲକ୍ଷ ଲାଇସେନ୍ସ୍‌ ମାମଲାରେ ସିବିଆଇ ପକ୍ଷରୁ ଦେଶର ୧୩ଟି ସ୍ଥାନରେ ସୋମବାର ଚଢ଼ାଉ ଆରମ୍ଭ କରାଯାଇଛି। ଶ୍ରୀନଗର, ଜମ୍ମୁ, ଗୁରୁଗାଓଁ ଏବଂ ନୋଏଡ଼ା ଆଦିଠାରେ ଚଢ଼ାଉ ଜାରି ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri