Odisha Elections 2024

Yearly Archives: 2019

ଆର୍‌ଆଇ ଧରିଲେ ପଥର ଟ୍ରକ୍‌

ଖୁଣ୍ଟୁଣୀ,୨୯ା୧୨(ଡି.ଏନ.ଏ): ରବିବାର ରାତି ପ୍ରାୟ ୯ଟା ବେଳେ ଗୁରୁଡ଼ଝାଟିଆ ରାଜସ୍ବ ନିରୀକ୍ଷକ ସୁଚନ୍ଦ୍ର ମହାନ୍ତି ୪ଟି ଚୋରା ମାଙ୍କଡ଼ା ପଥର ଟ୍ରକ ଧରିଥିଲେ। ଏହି ଟ୍ରକ୍‌ଗୁଡ଼ିକ ଢ଼େଙ୍କାନାଳ ଜିଲା ବଳଦିଆବନ୍ଧରୁ ଆସୁଥିବା ଖବର ପାଇ ରାଜସ୍ବ ନିରୀକ୍ଷକ ମହାନ୍ତି ନିଜେ...

ପେଟ୍ରୋଲ୍‌ ପମ୍ପ ମାଲିକଙ୍କୁ ଗୁଳିମାଡ଼

ବ୍ରହ୍ମଗିରି,୩୦।୧୨(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ଅର୍ନ୍ତଗତ ସାକ୍ଷୀଗୋପାଳ-ଅଳଗୁମା ରାସ୍ତାର ପୁରୁଣା ସୋମେଶ୍ୱରପୁର ଛକ ନିକଟରେ ସୁଜାତା ପେଟ୍ରୋଲ୍‌ ପମ୍ପରେ ରବିବାର ରାତିରେ ଗୁଳିକାଣ୍ଡ ଘଟିଛି।  ଲୁଟ୍‌ ଉଦ୍ଧେଶ୍ୟରେ ଦୁର୍ବୃତ୍ତମାନେ ପମ୍ପ ମାଲିକ ଶ୍ରୀକାନ୍ତରଥଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି। ପେଟରେ...

ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା: ରୋଗୀ, ପର୍ଯ୍ୟଟକ ସମସ୍ତେ ଅଟକ

ନିମାପଡ଼ା,୩୦।୧୨(ଡି.ଏନ୍‌.ଏ): ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା ବଢ଼ିବାରେ ଲାଗିଛି। ନିତି ବହୁ ସଂଖ୍ୟାରେ ଯାନବାହାନ ଟ୍ରାଫିକ ଜାମ୍‌ ଯୋଗୁ ଅଟକି ରହୁଛି। ପର୍ଯ୍ୟଟକବାହୀ ଯାନ ହେଉ ଅବା ଆମ୍ବୁଲାନ୍ସ, ସମସ୍ତେ ଏହି ଟ୍ରାଫିକ୍‌ରେ ଫଶିରହୁଛନ୍ତି। କୋଣାର୍କ, ଅସ୍ତରଙ୍ଗ ଏବଂ କାକଟପୁର ଯିବା...

ଜିରୋ ଆଓ୍ବାର ପାଳନ ପ୍ରସ୍ତୁତି ଜୋର୍‌ଦାର: ବଲିଉଡ ଗାୟକଙ୍କ ସହ ରସିଆନ୍‌ ବେଲି ଡ୍ୟାନ୍ସ

କଟକ ଅଫିସ, ୩୦।୧୨- ବୁଧବାର ନୂଆବର୍ଷ। ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ଧୁମ୍‌ଧାମ୍‌ରେ ସ୍ବାଗତ କରିବେ ସହରବାସୀ। ଏଥିପାଇଁ କଟକର ବିଭିନ୍ନ କ୍ଲବରେ ଜୋର୍‌ଦାର୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଭିନ୍ନ କ୍ଲବ୍‌ରେ ବଲିଉଡ ଗାୟକଙ୍କ ସଙ୍ଗୀତ...

ଶିଳ୍ପ ଜଗତର ଆଶା;୨୦୨୦ରେ ଅର୍ଥ ବ୍ୟବସ୍ଥାରେ ଆସିପାରେ ସୁଧାର

ନୂଆଦିଲ୍ଲୀ,୩୦-୧୨: ୨୦୨୦ରେ ଦେଶର ଅର୍ଥ ବ୍ୟବସ୍ଥାରେ ସୁଧାର ଆସିପାରେ। ସରକାର ଏବଂ ରିଜର୍ଭ ବ୍ୟାଙ୍କ ଗ୍ରହଣ କରିଥିବା ପଦକ୍ଷେପ ସହ ବିଶ୍ୱ ସ୍ତରର ବାଣିଜ୍ୟ ସମସ୍ୟା ସମାଧାନ ହେବାର ଆଶା ରହିଥିବାରୁ ଦେଶର ଅର୍ଥ ବ୍ୟବସ୍ଥାରେ ଉନ୍ନତି ଆସିବାର ସମ୍ଭାବନା...

ଭାରତର ସବୁଠାରୁ ଭୟଙ୍କର କିଲ୍ଲା

ଭାରତର ବିଭିନ୍ନ ସ୍ଥାନରେ କେତେ ଗୁଡିଏ କିଲ୍ଲା ରହିଛି। ଯାହାକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ ଜମିଥାଏ। ହେଲେ ମହାରାଷ୍ଟ୍ରର ମାଥୋରାନ ଓ ପନଭେଲ ମଧ୍ୟରେ ଏମିତି ଏକ କିଲ୍ଲା ରହିଛି ଯାହା ସବୁଠାରୁ ଭୟଙ୍କର କିଲ୍ଲା ବୋଲି କୁହାଯାଏ।...

ରାଜ୍ୟ ସଂଗ୍ରହାଳୟର ପ୍ରତିଷ୍ଠା ଉତ୍ସବ ପାଳିତ ଅତୀତର ସଂରକ୍ଷଣ ଏକାନ୍ତ ଆବଶ୍ୟକ: ରାଜ୍ୟପାଳ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ଓଡ଼ିଶାର ଇତିହାସ ଓ ଐତିହ୍ୟ ବେଶ୍‌ ସମୃଦ୍ଧ। ଏହା ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଭବିଷ୍ୟତର ପଥ ନକ୍ସା ପ୍ରସ୍ତୁତିରେ ଅତୀତର ବିଶେଷ ଭୂମିକା ରହିଛି। କାଳଜୟୀ ସଂସ୍କୃତି ଓ ପରମ୍ପରା ଆମ ଅସ୍ମିତା ଓ...

ଶୀତରେ ଥରୁଛି ସାରା ଓଡ଼ିଶା; ନୂଆବର୍ଷରେ ବର୍ଷା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ଅସହ୍ୟ ଶୀତରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ ବି ଶୀତ ଦାଉରୁ ଲୋକଙ୍କୁ ନିସ୍ତାର ମିଳୁନାହିଁ। ତେବେ ଏହିଭଳି ଶୀତର ଲହରୀ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଲାଗିରହିବ। ଅନ୍ୟପଟେ ନୂଆବର୍ଷରେ...

ଖୋଲିବ ୭୦୦ ନୂଆ ଆଧାର ସେବା କେନ୍ଦ୍ର

ନୂଆଦିଲ୍ଲୀ,୩୦-୧୨: ଆଧାର ସେବା ଯୋଗାଣକୁ ତ୍ୱରାନ୍ବିତ କରିବା ଲାଗି ସାରା ଦେଶରେ କମନ ସର୍ଭିସ ସେଣ୍ଟର (ସିଏସ୍‌ସି) ପକ୍ଷରୁ ୭୦୦ ନୂଆ ଆଧାର କେନ୍ଦ୍ର ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସେଣ୍ଟରଗୁଡିକ ଆସନ୍ତା ଗୋଟିଏ ବର୍ଷ ମଧ୍ୟରେ ଖୋଲିବ।...

୬୫,୨୧୦ଟଙ୍କା ଆଦାୟ କରି ରେକର୍ଡ କଲା ପ୍ଲାନେଟାରିୟମ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ପଠାଣି ସାମନ୍ତ ପ୍ଲାନେଟାରିୟମ ପୁଣି ଏକ ରେକର୍ଡ ସୃଷ୍ଟି କରିଛି। ଗତ ୨୨ ତାରିଖରେ ପ୍ଲାନେଟାରିୟମ ଗୋଟିଏ ଦିନରେ ସର୍ବାଧିକ ୫୫ହଜାର ୩୩୦ ଟଙ୍କା ସଂଗ୍ରହ କରି ରେକର୍ଡ ସୃଷ୍ଟି କରିଥିଲା। କିନ୍ତୁ ରବିବାର ପ୍ଲାନେଟାରିୟମ ପୁଣି...

୨୬୧୩ କୋଟି ନିବେଶ କଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୩୦-୧୨: ଦେଶର ପୁଞ୍ଜି ବଜାରରେ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର୍ସ(ଏଫ୍‌ପିଆଇ) ମାନେ ଡିସେମ୍ବରରେ ୨୬୧୩ କୋଟି ଟଙ୍କାର ନିବେଶ କରିଛନ୍ତି। କର୍ପୋରେଟଗୁଡିକର ଲାଭ ଆଶା ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାର କରି ନିବେଶକମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ଷ୍ଟକ ବଜାର ଡିପୋଜିଟୋରୀ...

ଆଇଟିଏଫ ସିନିୟର ଗ୍ରେଡ୍‌-୩: ଟେନିସ ଦିଲୀପଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ଭିଲାଇଠାରେ ଅନୁଷ୍ଠିତ ସେଲ୍‌ ଆଇଟଇଏଫ ସିନିୟର ଗ୍ରେଡ୍‌-୩ ଟେନିସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଦିଲୀପ ମହାନ୍ତି ଡବଲ ଟାଇଟଲ ହାସଲ କରିଛନ୍ତି। ଏହା ଛଡ଼ା ସେ ଗୋଟିଏ ବିଭାଗରେ ରନର୍ସଅପ୍‌ ମଧ୍ୟ ହୋଇ ମୋଟ ୩ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri