Yearly Archives: 2019

ଜାତୀୟ ସିନିୟର ଭଲିବଲ: ଓଡ଼ିଶା ପୁରୁଷ ଦଳର ଚତୁର୍ଥ ବିଜୟ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶା ଚତୁର୍ଥ ବିଜୟ ହାସଲ କରିଛି। ପୂର୍ବ ମ୍ୟାଚରେ ଛତିଶଗଡ଼ଠାରୁ ୦-୩ରେ ହାରିଥିବା ହାରିଥିବା ଓଡ଼ିଶା...

କଟାଗଲା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ

ବନ୍ତଳା, ୩୦।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ବେଆଇନ ଭାବେ ଚାଲିଛି ଗଞ୍ଜେଇ ଚାଷ। କୌଣସି ସୂତ୍ରରୁ ଏସ୍‌ପି ଜଗମୋହନ ମୀନା ଖବରପାଇ ଜିଲା ଭଲ୍ୟୁଣ୍ଟାରି ଫୋର୍ସ ଓ ପୁରୁଣାକୋଟ ପୋଲିସ ସହାୟତାରେ ବଲଙ୍ଗ ପଞ୍ଚାୟତର...

ରାଜ୍ୟ ଆଥଲେଟିକ୍‌ ମିଟ୍‌: ଦ୍ୱିତୀୟ ଦିବସରେ ୫ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ୬୭ତମ ରାଜ୍ୟ ଆଥଲେଟିକ୍‌ ମିଟ୍‌ର ଦ୍ୱିତୀୟ ଦିବସରେ ୫ଟି ମିଟ୍‌ ରେକର୍ଡ ସ୍ଥାପନ ହୋଇଛି। ମହିଳା ୨୦ କିଲୋମିଟର ଚାଲିରେ କଟକର ପ୍ରିୟଙ୍କା ମହାଳିକ...

ବଢ଼ୁଛି କିଡ୍‌ନୀ ରୋଗୀଙ୍କ ସଂଖ୍ୟା: ବର୍ଷକରେ ଗଲାଣି ୬ ଜୀବନ

ବଅଁରପାଳ, ୩୦।୧୨ (ଡି.ଏନ୍‌.ଏ.) – ବଅଁରପାଳ ବ୍ଲକ ବଳରାମପ୍ରସାଦ ବଡ଼ତଇଳା ସାହିରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ଷକ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ୧୦ରୁ ଊର୍ଦ୍ଧ୍ୱ ଏହି ରୋଗରେ ଚିକିତ୍ସାଧୀନ ଅଛନ୍ତି। ତେବେ...

କପିଳାସ ନାଟ୍ୟ ମହୋତ୍ସବ ଉଦ୍‌ଯାପିତ: ଅଭିଜ୍ଞତାର ବନ୍ଧନ କଥା ‘ଚରନ୍‌ ଏ ସୋମୋୟେ’

ଢେଙ୍କାନାଳ ଅଫିସ,୩୦ା୧୨ – ଢେଙ୍କାନାଳ କଳାପରିଷଦ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମସ୍ଥିତ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ୫ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ କଲିକତାର ବିଭବ ନାଟ୍ୟ...

ଫୁଲବାଣୀରେ ୫, ଦାରିଙ୍ଗବାଡ଼ିରେ ୫.୫ ଡିଗ୍ରୀ ତାପମାତ୍ରା

ଫୁଲବାଣୀ ଅଫିସ, ୩୦ା୧୨-କନ୍ଧମାଳ ଜିଲାରେ ଅଥୟ ହେଲାଣି ଶୀତ। ସକାଳଠୁ ରାତି ପର୍ଯ୍ୟନ୍ତ ଶୀତ ପ୍ରକୋପରେ ଲୋକେ ନାହିଁ ନ ଥିବା ଯନ୍ତ୍ରଣା ଭୋଗୁଛନ୍ତି। ଗତ ଦୁଇଦିନ ଧରି ଶୀତ ପ୍ରକୋପ ଏତେ ବଢ଼ିଛି ଯେ, ରାସ୍ତାରେ ଗଲେ ମୁହଁ,...

ସୂଚନା କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ମାଷ୍ଟରମାଇଣ୍ଡଙ୍କ ସହ ୫ ଗିରଫ

ଫୁଲବାଣୀ ଅଫିସ, ୩୦ା୧୨- କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ଫର୍ଦ୍ଦାଫାସ କରିଛି ପୋଲିସ। ପୂର୍ବ ଶତ୍ରୁତା ହିଁ ହତ୍ୟାକାଣ୍ଡରେ ମୁଖ୍ୟ କାରଣ ବୋଲି ରବିବାର ଏସ୍‌ପି ପ୍ରତୀକ ଗୀତା ସିଂ...

ଓଡ଼ିଶା ଭାରୋତ୍ତୋଳନ ଚାମ୍ପିୟନଶିପ

ବ୍ରହ୍ମପୁର ଅଫିସ,୩୦ା୧୨-ଗଞ୍ଜାମ ଜିଲା ଭାରୋତ୍ତଳନ ସଂଘ ପକ୍ଷରୁ ୬୭ତମ ବରିଷ୍ଠ ପୁରୁଷ ଓ ୩୫ତମ ବରିଷ୍ଠ ମହିଳା ଓଡିଶା ଭାରୋତ୍ତୋଳନ ଚାମ୍ପିୟନଶିପ ରବିବାର ଅନୁଷ୍ଠିତ ହୋଇଯାଇଛି ା ଖାସ୍ପା ସାହିସ୍ଥିିତ କନ୍ୟକା ପରମେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ଏହି ପ୍ରତିଯୋଗିତାକୁ...

ବାଇକ୍‌ରୁ ଖସି ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦ା୧୨-ବାଇକ୍‌ରୁ ଖସିପଡ଼ି ଗୁରୁତର ଆହତ ହୋଇଥିବା ଜଣେ ଯୁବତୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅନ୍ତର୍ଗତ ରାଇବନ୍ଧ ଗ୍ରାମର ରାଜଲଷ୍ମୀ ଗୌଡ଼। ମେଡିକାଲ ଫାଣ୍ଡି ପୋଲିସ...

୨୪ ବୁଡ଼ାଜାହାଜ ନିର୍ମାଣ କରିବ ନୌସେନା: ୬ଟିରେ ରହିବ ଆଣବିକ ଆକ୍ରମଣ କ୍ଷମତା

ନୂଆଦିଲ୍ଲୀ,୩୦।୧୨(ପି.ଟି.): ଭାରତୀୟ ନୌସେନା ସମୁଦ୍ରର ଗଭୀର ଜଳରାଶି ମଧ୍ୟରେ ନିଜ କ୍ଷମତା ବୃଦ୍ଧି ପାଇଁ ୨୪ଟି ବୁଡ଼ାଜାହାଜ ନିର୍ମାଣ କରିବାକୁ ଯାଉଛି। ସେଥିମଧ୍ୟରୁ ୬ଟି ବୁଡ଼ାଜାହାଜର ଆଣବିକ ଆକ୍ରମଣ କ୍ଷମତା ରହିବ ବୋଲି ଏକ ପାର୍ଲାମେଣ୍ଟାରି କମିଟି ପକ୍ଷରୁ ରବିବାର...

ଏଲ୍‌ଓସିରେ ବ୍ୟାଟ୍‌ ଆକ୍ରମଣକୁ ପଣ୍ଡ କଲା ଭାରତୀୟ ସେନା

ଜମ୍ମୁ,୩୦।୧୨(ଆଇଏଏନ୍‌ଏସ୍‌):ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅନ୍ତର୍ଗତ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ରବିବାର ପାକିସ୍ତାନୀ ସେନାର ସୀମାନ୍ତ କାର୍ଯ୍ୟାନୁଷ୍ଠାନ ଟିମ୍‌ (ବ୍ୟାଟ୍‌)ର ଆକ୍ରମଣ ଯୋଜନାକୁ ଭାରତୀୟ ଯବାନମାନେ ପଣ୍ଡ କରିଦେଇଛନ୍ତି। ବ୍ୟାଟ୍‌ ଆକ୍ରମଣ ପାଇଁ ସୁଯୋଗ ସୃଷ୍ଟି କରିବା ନିମନ୍ତେ ପାକିସ୍ତାନୀ ସୈନ୍ୟମାନେ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ: ବ୍ରାହ୍ମଣୀଗାଁ ଫରେଷ୍ଟର ଗିରଫ

ବ୍ରହ୍ମପୁର ଅଫିସ,୩୦ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ରବିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। କୈଳାସଙ୍କ ସ୍ତ୍ରୀ ଶ୍ରଦ୍ଧାଞ୍ଜଳିଙ୍କ ନାମରେ ପ୍ରାୟ ସମସ୍ତ ସମ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri