Yearly Archives: 2019

ବ୍ଲିଜ୍‌ ପ୍ରତିଯୋଗିତା: ହମ୍ପିଙ୍କୁ ଦ୍ୱାଦଶ ସ୍ଥାନ

ମସ୍କୋ, ୩୧ା୧୨ (ପି.ଟି.)-ଗତ ତିନୋଟି ରାଉଣ୍ଡରେ ହ୍ୟାଟ୍ରିକ୍‌ ପରାଜୟ ଦ୍ୱାରା ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ଏଠାରେ ଚାଲିଥିବା ମହିଳା ଓ୍ବାଲର୍‌ଡ ରାପିଡ୍‌ ଏବଂ ବ୍ଲିଜ୍‌ ଚାମ୍ପିୟନଶିପ୍‌ରେ ଦ୍ୱିତୀୟ ଟାଇଟଲ ଜିତିବାରେ ସଫଳ ହୋଇପାରି ନାହାନ୍ତି। ଦୁଇ ଦିନିଆ ବ୍ଲିଜ୍‌...

ବିହାର ରଣ୍‌ଜୀ ଦଳରେ ଆଦିତ୍ୟ ବର୍ମାଙ୍କ ପୁଅ

ନୂଆଦିଲ୍ଲୀ, ୩୧ା୧୨ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ସ୍ପଟ୍‌ଫିକ୍ସିଂ ମାମଲାର ଅନ୍ୟତମ ଚର୍ଚ୍ଚିତ ବ୍ୟକ୍ତି ଆଦିତ୍ୟ ବର୍ମାଙ୍କ ପୁଅ ବିହାର ରଣଜୀ ଦଳରେ ସ୍ଥାନ ପାଇଛନ୍ତି। ୨୦୧୩ରେ ବର୍ମା ବିହାରର ଅନଧିକୃତ କ୍ରିକେଟ ଅସୋସିଏଶନ ଅଫ୍‌ ବିହାର (ସିଏବି)ର ସମ୍ପାଦକ...

ଖେଳପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିକିଟି,୩୧ା୧୨(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଗ୍ରାମ ନିକଟରେ ଥିବା ଖେଳପଡ଼ିଆ ପରିସରରୁ ମଙ୍ଗଳବାର ନୂଆପଡା ଫାଣ୍ଡି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଆମ୍ବଗାଁର ପରିକ୍ଷିତ ନାୟକ (୩୫)। ଏ ନେଇ କେ.ନୂଆଗାଁ ପୋଲିସ...

ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି

କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ...

ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ

ଫୁଲବାଣୀ ଅଫିସ, ୩୧ା୧୨- ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ ତାରିଖରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ...

କରାତଳି ଗାଁରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଛତ୍ରପୁର,୩୧ା୧୨(ଡି.ଏନ୍‌.ଏ.): ଛତ୍ରପୁର ଥାନା କରାତଳି ଗାଁର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଝିଲି ଖୁଣ୍ଟିଆ। ଏ ନେଇ ଝିଲ୍ଲିଙ୍କ ସ୍ବାମୀଙ୍କଠାରୁ ଖବରପାଇ ଛତ୍ରପୁର ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ...

ମାଟିତଳୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ, ହତ୍ୟା ପରେ ପୋତି ଦିଆଯାଇଥିବା ସନ୍ଦେହ

ଦଶମନ୍ତପୁର,୩୧ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଞ୍ଚଳରୁ ମାଟିତଳୁ ଜଣେ ନିଖୋଜ ଯୁବକଙ୍କ ଅସ୍ଥି କଙ୍କାଳ ମିଳିଛି। ପଞ୍ଚାୟତର ବୋନାସିଲ ଓ ଧର୍ମଗୁଡ଼ା ଗ୍ରାମର ଟିଟିଝୋଲା ନିକଟରୁ ଏହି କଙ୍କାଳ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା ପରେ...

ରଶି ଲଗାଇ ବୃଦ୍ଧଙ୍କ ଆତ୍ମହତ୍ୟା

ବନ୍ତ,୩୧ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ତଥା କେନ୍ଦୁଆପଦା ଫାଣ୍ଡି ଅଧୀନ ରତନପୁର ଗ୍ରାମର ଜଣେ ବୃଦ୍ଧ ସୋମବାର ରାତିରେ ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ପୋଲିସ ସୂଚନା ଅନୁଯାୟୀ ଉକ୍ତ...

ସଫା କରିବା ବାହାନାରେ ଚେନ୍‌, କାନଫୁଲ ଲୁଟ୍‌

ଭଣ୍ଡାରିପୋଖରୀ, ୩୧ା୧୨(ଡି.ଏନ୍‌.ଏ.)- ଭଣ୍ଡାରିପୋଖରୀ ଥାନା ଦକ୍ଷିଣବାଡ଼ ପଞ୍ଚାୟତ ଫତେପୁର ଗ୍ରାମରେ ସୁନା, ରୁପା ସଫା କରିଦେବା କହି ଜଣେ ମହିଳାଙ୍କଠାରୁ ଦୁଇଜଣ ଯୁବକ ସୁନାହାର ଓ କାନଫୁଲ ନେଇ ଚମ୍ପଟ ମାରିଛନ୍ତି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଦୁଇ...

ମା’ ତାରିଣୀଙ୍କ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଘଟଗାଁ, ୩୧ା୧୨- ମା’ ତାରିଣୀଙ୍କୁ ୨୦୧୯ ବର୍ଷ ଶେଷଦିନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଗଲା ଓ ତାଙ୍କ ପୁତ୍ର ଚୈତନ୍ୟ ବାଗ୍‌ଲା ମଙ୍ଗଳବାର ଆସି ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାଗଲା ଘଟଗାଁ ମିନି ଷ୍ଟାଡିୟମଠାରେ ଦିନ ୧୨ଟା...

ବରୁଣଗଡ଼ିଆ ଛକ ନିକଟରେ ଦୁର୍ଘଟଣା, ଶ୍ରମିକ ମୃତ

ରୂପ୍‌ସା, ୩୧।୧୨(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବରୁଣଗଡ଼ିଆ ଛକ ନିକଟରେ ସୋମବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ହେଲେ ରୂପ୍‌ସା ଥାନା...

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ସଜନାଗଡ଼, ୩୧।୧୨(ଡି.ଏନ.ଏ.)-ନୀଳଗିରି ଉପଖଣ୍ଡର ଅଯୋଧ୍ୟା ଅଞ୍ଚଳରେ ୨ଟି ଭାଲୁ ଆତଙ୍କ ଖେଳାଇଛନ୍ତି। ଗୋଟାଏ ଭାଲୁ ଜଣେ ବୃଦ୍ଧଙ୍କୁ ଆକ୍ରମଣ କରି ଗୁରୁତର କରିଥିବା ବେଳେ ଅନ୍ୟ ଏକ ଭାଲୁ ଅଯୋଧ୍ୟା ବଜାରସ୍ଥିତ ଗାଁରେ ପଶି ଆତଙ୍କ ସୃଷ୍ଟି କରିଛି। ଅଯୋଧ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri