Odisha Elections 2024

Yearly Archives: 2019

ଜାତୀୟ ଜୁନିୟର ବାଳିକା ଫୁଟବଲ: ସଙ୍ଗୀତା ଓଡ଼ିଶା ଦଳର ନେତୃତ୍ୱ ନେବେ

ଭୁବନେଶ୍ୱର, ୧୭।୪(କ୍ରୀଡ଼ା ପ୍ରତିନିଧି)- ମହାରାଷ୍ଟ୍ରର କୋହ୍ଲାପୁରଠାରେ ଜାତୀୟ ଜୁନିୟର ବାଳିକା ଫୁଟବଲ ଚାମ୍ପିୟନଶିପ୍‌ ଚଳିତମାସ ୨୦ରୁ ମେ ୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ମଙ୍ଗଳବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଭୁବନେଶ୍ୱର ସ୍ପୋଟର୍‌ସ ହଷ୍ଟେଲର ସଙ୍ଗୀତା...

ଏଏଫସି କପ୍‌ ଉପରେ ଚେନ୍ନାଇନ୍‌ର ନଜର

ଅହମ୍ମଦାବାଦ, ୧୭।୪(ପି.ଟି.)- ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ସୁପର କପ୍‌ ଫୁଟବଲ ଟାଇଟଲକୁ ଅଳ୍ପକେ ହାତଛଡ଼ା କରିଥିବା ଚେନ୍ନାଇନ୍‌ ଏଫସି ଏବେ ଏଏଫସି କପ୍‌ ଉପରେ ନଜର ପକାଇଛି ।ଦଳ  ବୁଧବାର ଏଠାରେ ନିଜର ଦ୍ୱିତୀୟ ଗ୍ରୁପ୍‌ ମ୍ୟାଚରେ ନେପାଳି...

ଆଇପିଏଲ୍‌: ପଞ୍ଜାବ ୧୨ ରନରେ ବିଜୟୀ

ମୋହାଲି,୧୭।୪(ପି.ଟି.)- ଘରୋଇ ପରିବେଶରୁ ଫାଇଦା ଉଠାଇ କିଙ୍ଗ୍ସ ଇଭେଭେନ ପଞ୍ଜାବ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୨ତମ ମ୍ୟାଚ୍‌ରେ  ରାଜସ୍ଥାନ ରୟାଲ୍ସକୁ ୧୨ ରନରେ ପରାସ୍ତ କରିଛି। ଏଥିସହିତ ପଞ୍ଜାବ ୯ଟି ମ୍ୟାଚ୍‌ ଖେଳି ୫ ବିଜୟ...

ହେନେରିକ୍ସ ଆହତ

ମୋହଲି,୧୭।୪(ପି.ଟି.)- ଅଷ୍ଟ୍ରେଲିଆ ଅଲରାଉଣ୍ଡର ମୋଇସେସ୍‌ ହେନେରିକ୍ସ ଇଞ୍ଜୁରିର ଶିକାର ହୋଇଛନ୍ତି। ଫଳରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ କିଙ୍ଗ୍ସ ଏକାଦଶ ପଞ୍ଜାବ ପାଇଁ ତାଙ୍କର ପଦାର୍ପଣ ବିଳମ୍ବିତ ହୋଇଛି। ସେ ଗୋଇଠିରେ ଆଘାତ ପାଇଛନ୍ତି। ମଙ୍ଗଳବାର ସେ ରାଜସ୍ଥାନ ରୟାଲ୍ସ...

ମିଥାଲି ଭାରତୀୟ ଦଳ ଗୁଡଓ୍ବିଲ୍‌ ଆମ୍ବାସାଡର

ନୂଆଦିଲ୍ଲୀ, ୧୭।୪(ପି.ଟି.)- ଅଭିଜ୍ଞ ମହିଳା କ୍ରିକେଟର ମିଥାଲି ରାଜ ଷ୍ଟ୍ରିଟ୍‌ ଚାଇଲ୍ଡ ଓ୍ବାଲର୍‌ଡ କପ୍‌ ପାଇଁ ଭାରତୀୟ ଦଳର ଗୁଡଓ୍ବିଲ ଆମ୍ବାସାଡର ବା ସଦ୍‌ଭାବନା ରାଜଦୂତ ନିଯୁକ୍ତ ହୋଇଛନ୍ତି। ଭାରତୀୟ ମହିଳା ଦିନିକିଆ ଦଳ ଅଧିନାୟିକା ମିଥାଲି ଓ ପୂର୍ବତନ...

ରେଳଷ୍ଟେଶନରୁ ଧରାପଡ଼ିଲା ପକେଟମାର୍‌ ଗ୍ୟାଙ୍ଗ୍‌

ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ଭୁବନେଶ୍ୱର ରେଳ ଷ୍ଟେଶନରେ ବାରମ୍ବାର ପକେଟମାର୍‌ ସହ ଚୋରି ଓ ଲୁଟ୍‌ ହେଉଛି। ସୋମବାର ରାତିରେ ଜିଆର୍‌ପି ହାତରେ ଏକ ପକେଟମାର ଗ୍ୟାଙ୍ଗ୍‌ର ୩ଜଣ ସଦସ୍ୟ ଧରାପଡିଛନ୍ତି। ସେମାନେ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ଥାନାଞ୍ଚଳର ଚିରଞ୍ଜିବ...

କୁଶଭଦ୍ରା ଗଣ୍ଡରେ ବୁଡ଼ିଗଲେ ୩ କଲେଜ ଛାତ୍ର: ନିମାପଡ଼ାରେ ପ୍ରବଳ ଉତ୍ତେଜନା, ରାସ୍ତାରୋକୋ

ନିମାପଡ଼ା,୧୭।୪(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ କୁଶଭଦ୍ରା ନଦୀର ଧୀରପୁର ବାଲିଘାଟ ଗଣ୍ଡରେ ଗାଧୋଉଥିବାବେଳେ ୩ଜଣ କଲେଜ ଛାତ୍ର ବୁଡି ଯାଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଛି ଏହି ଘଟଣା। ବୁଡି ଯାଇଥିବା ଛାତ୍ରମାନେହେଲେ ସ୍ଥାନୀୟ ଶ୍ୟାମସୁନ୍ଦରପୁରର ଜ୍ୟୋତିରଞ୍ଜନ ସାହୁ...

କିଙ୍ଗଫିଶର ଦଶା ଭୋଗିପାରେ ଜେଟ୍‌; ଉଡାଣ ସାମୟିକ ବନ୍ଦ ଲାଗି ମ୍ୟାନେଜମେଣ୍ଟର ପ୍ରସ୍ତାବ

ନୂଆଦିଲ୍ଲୀ,୧୭-୪: କିଙ୍ଗଫିଶର ଏୟାରଲାଇନ୍ସ ଭଳି ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯିବାର ସମ୍ଭାବନା ସୃଷ୍ଟି ହୋଇଛି। ଯାହା ଜଣାପଡୁଛି ବିଜୟ ମାଲ୍ୟାଙ୍କ କମ୍ପାନୀ ଭଳି ନରେଶ ଗୋୟଲଙ୍କ କମ୍ପାନୀ ମଧ୍ୟ ବନ୍ଦ ହେବାକୁ ଯାଉଛି। କାରଣ ଜେଟ୍‌ର ଅଂଶଧନ ବିକ୍ରି ପ୍ରୟାସ...

ଶକ୍ତିକାନ୍ତଙ୍କ ସ୍ବାକ୍ଷରରେ ଜାରି ହେବ ନୂଆ ୫୦ ଟଙ୍କିଆ ନୋଟ୍‌

ମୁମ୍ବାଇ,୧୭-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ନୂଆ ୫୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ମହାତ୍ମା ଗାନ୍ଧୀ ସିରିଜରେ ଜାରି ହେବାକୁ ଥିବା ନୂଆ ନୋଟ୍‌ରେ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ସ୍ବାକ୍ଷର ରହିବ। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ...

ଟିଡିଏସ୍‌ ସାର୍ଟିଫିକେଟ ଫର୍ମାଟରେ ସଂଶୋଧନ

ନୂଆଦିଲ୍ଲୀ,୧୭-୪: ଆୟକର ବିଭାଗ ଟିଡିଏସ୍‌ ସାର୍ଟିଫିକେଟ ଅର୍ଥାତ୍‌ ଫର୍ମ ୧୬ରେ ସଂଶୋଧନ କରିଛି। ଏଥିରେ ଘରଭଡ଼ାରୁ ହେଉଥିବା ଆୟ ତଥା ଅନ୍ୟ ନିଯୁକ୍ତିଦାତାଙ୍କଠାରୁ ପ୍ରାପ୍ତ ଦରମା ସମେତ ବିଭିନ୍ନ କ୍ଷେତ୍ର ସମ୍ପର୍କରେ ତଥ୍ୟ ଦାଖଲ କରିବାକୁ ହେବ। ଏହାକୁ ଅଧିକ...

ଭେଲୋର ଆସନରେ ନିର୍ବାଚନ ବାତିଲ

ନୂଆଦିଲ୍ଲୀ,୧୭ା୪: ତାମିଲନାଡୁର ଭେଲୋର ଲୋକ ସଭା ଆସନରେ ନିର୍ବାଚନ ବାତିଲ କରିଦିଆଯାଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ମାସ ପ୍ରାରମ୍ଭରେ ଜଣେ ଡିଏମ୍‌କେ ପ୍ରାର୍ଥୀଙ୍କ ଗୋଦାମଘରୁ ୧୧.୫କୋଟି ଟଙ୍କା ଜବତ ହେବା ପରେ ନିର୍ବାଚନ ପାଇଁ ବିପୁଳ...

ବିମାନ ଯାତ୍ରା ଭଡ଼ା ଉପରେ ନଜର ରଖିବ ଡିଜିଟିଏ

ନୂଆଦିଲ୍ଲୀ,୧୭-୪: ଜେଟ୍‌ ଏୟାରଓ୍ବେଜରେ ସଙ୍କଟ ଦେଖାଦେବା ପରେ ବିମାନ କ୍ଷେତ୍ରରେ ଟିକେଟ ମୂଲ୍ୟ ଆକାଶଛୁଆଁ ହେଲାଣି। ଏହାଦ୍ୱାରା ଯାତ୍ରୀମାନେ ସିଧାସଳଖ ପ୍ରଭାବିତ ହେବା ସହିତ ସରକାରଙ୍କ ରାଜସ୍ବ କମିବାରେ ଲାଗିଛି। ଏଣୁ ଦୈନିକ ଭିତ୍ତିରେ ବିମାନ ଭଡା ଉପରେ ନଜର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri