Odisha Elections 2024

Yearly Archives: 2019

ଜିଏସ୍‌ଟି ଅଡିଟ ରିପୋର୍ଟ ଲାଗି ଜାରି ହେଲା ଫର୍ମ

ନୂଆଦିଲ୍ଲୀ,୧୭-୪: ଆର୍ଥିକ ବର୍ଷ ୨୦୧୭-୧୮ ଲାଗି ୨ କୋଟି ଟଙ୍କାରୁ ଅଧିକ ବାର୍ଷିକ କାରବାର କରୁଥିବା କମ୍ପାନୀଗୁଡ଼ିକୁ ଜିଏସ୍‌ଟି ଅଡିଟ ରିପୋର୍ଟ ଦାଖଲ କରିବାକୁ ହେବ। ଏଥିପାଇଁ ଜିଏସ୍‌ଟି ନେଟ୍‌ଓ୍ବାର୍କ(ଜିଏସ୍‌ଟିଏନ୍‌) ନିଜର ପୋର୍ଟାଲରେ ଫର୍ମ ଜାରି କରିଛି। ଅଡିଟ ରିପୋର୍ଟ...

ସେନସେକ୍ସ, ନିଫ୍ଟିରେ ନୂଆ ରେକର୍ଡ

ମୁମ୍ବାଇ,୧୭-୪: ଭାରତୀୟ ଶେୟାର ବଜାରରେ ମଙ୍ଗଳବାର ନିବେଶକଙ୍କ ଆଗ୍ରହ ବୃଦ୍ଧି ଯୋଗୁ ଉଭୟ ସେନସେକ୍ସ ଓ ନିଫ୍ଟିରେ ନୂଆ ରେକର୍ଡ ହୋଇପାରିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ୩୦ ଶେୟାର ବିଶିଷ୍ଟ ସୂଚକାଙ୍କ ୩୯,୩୬୪.୩୪ର ସର୍ବକାଳୀନ ଉଚ୍ଚସ୍ତରରେ ପହଞ୍ଚତ୍ଥିବା ବେଳେ ନ୍ୟାଶନାଲ...

ନ୍ୟୁୟର୍କ ଟାଇମ୍ସ, ଓ୍ବାଲଷ୍ଟ୍ରିଟ୍‌ ଜର୍ନାଲକୁ ପୁଲିଜର ପୁରସ୍କାର

ନ୍ୟୁୟର୍କ,୧୭ା୪(ଏଏଫ୍‌ପି): ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପରିବାର ସମ୍ପର୍କରେ ପୃଥକ୍‌ ଅନୁସନ୍ଧାନମୂଳକ ରିପୋର୍ଟ ପ୍ରସ୍ତୁତ କରିଥିବାରୁ ‘ଦି ନ୍ୟୁୟର୍କ ଟାଇମ୍ସ’ ଏବଂ ‘ଦି ଓ୍ବାଲ୍‌ଷ୍ଟ୍ରିଟ୍‌ ଜର୍ନାଲ’କୁ ମଙ୍ଗଳବାର ପୁଲିଜର ପୁରସ୍କାର ପ୍ରଦାନ କରାଯାଇଛି। ନ୍ୟୁୟର୍କ ଟାଇମ୍ସ ଟ୍ରମ୍ପ୍‌ଙ୍କ ପାରିବାରିକ...

ପ୍ରଶ୍ନର କାଠଗଡ଼ାରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୪(ପି.ଟି.): ସାଧାରଣ ନିର୍ବାଚନ ପାଇଁ ଉଭୟ ଶାସକ ଓ ବିରୋଧୀ ପ୍ରସଙ୍ଗ ଖୋଜୁଥିବାବେଳେ କଂଗ୍ରେସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମିଳିଯାଇଛି ଏକ ‘ବ୍ରହ୍ମାସ୍ତ୍ର’। ମୋଦି ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ପ୍ଲଟ୍‌କୁ ନେଇ ନିର୍ବାଚନ କମିଶନ(ଇସି)ଙ୍କୁ ଭୁଲ୍‌ ତଥ୍ୟ ପ୍ରଦାନ...

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌…

ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍‌ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। ଏହା କୋଲେଷ୍ଟ୍ରରଲସ୍ତରକୁ କମାଇଥାଏ। ଡାଳିମ୍ବ ରସ ପିଇବା ଦ୍ୱାରା ରକ୍ତ ସଞ୍ଚାଳନ ଠିକ୍‌ ହୁଏ।...

ସମ୍ପାଦକୀୟ/ସବୁଆଡ଼େ କ୍ଷତି

୧୯୯୧ରେ ଭାରତୀୟ ଅର୍ଥନୀତିରେ ବିରାଟ ପରିବର୍ତ୍ତନ ଆସିଥିଲା। ଉଦାରୀକରଣ ନୀତି ଅବଲମ୍ବନ କରାଯିବା ପରେ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଆସିବା ସହ ଘରୋଇ କ୍ଷେତ୍ର ବ୍ୟାପକ ହୋଇଥିଲା। ଭାରତରେ ପୁଞ୍ଜିନିବେଶ ପାଇଁ ବିଦେଶୀଙ୍କୁ ଅନୁମତି ଦିଆଯାଇଥିଲା। ମୁକ୍ତ ଅର୍ଥନୀତି ଯୋଗୁ...

ନିର୍ବାଚନ ଓ ଦେଶଭାବନା

ଡ. ଶରତଚନ୍ଦ୍ର ରଥ କିଛି ଲୋକ ଅଛନ୍ତି ଯାହାଙ୍କର କେବଳ ନୋଟ ପାଇଁ ଚିନ୍ତା। ଶୟନେ ସ୍ବପନେ ଜାଗରଣେ କେବଳ ସେଇ ନୋଟ କଥା ହିଁ ଭାବୁଥାଆନ୍ତି। ଭୋଟ ବେଳ ଆସିଗଲେ ନୋଟ ଚିନ୍ତାଟା ଟିକିଏ ଦାନା ବାନ୍ଧିଲାପରି ଲାଗେ।...

ଜୈନ ଦର୍ଶନ ଓ କର୍ମବାଦ

ଡ. ଭାଗ୍ୟଲିପି ମଲ୍ଲ ବସନ୍ତର ମହୋତ୍ସବ। ଚତୁର୍ଦ୍ଦିଗରେ ବର୍ଣ୍ଣିଳ ସମାବେଶ। ପ୍ରକୃତିର ଅଙ୍ଗେ ଅଙ୍ଗେ ନବ ଉନ୍ମାଦନାର ଶିହରଣ। ଏହିଭଳି ଏକ କମନୀୟ ସକାଳରେ ପୃଥିବୀ ପୃଷ୍ଠରେ ଅବତୀର୍ଣ୍ଣ ହେଲେ ଭଗବାନ ମହାବୀର। ବୈଶାଳୀ ରାଜକନ୍ୟା ତ୍ରିଶଳା ଏବଂ ରାଜା...

ଏଇ ଭାରତରେ

ବିଭିନ୍ନ ଲୋକଙ୍କର ଭିନ୍ନ ଭିନ୍ନ ଅଭ୍ୟାସ ରହିଥାଏ। କେତେକ ଲୋକଙ୍କର ନିର୍ବାଚନ ଲଢ଼ିବା ମଧ୍ୟ ଏକ ରୁଚି। ସେହିଭଳି ଜଣେ ବ୍ୟକ୍ତି ହେଉଛନ୍ତି ଡାକ୍ତର ପଦ୍ମରାଜନ୍‌। ସେ ପଞ୍ଚାୟତଠାରୁ ଆରମ୍ଭ କରି ଲୋକ ସଭା ପର୍ଯ୍ୟନ୍ତ ଇତିମଧ୍ୟରେ ୨୦୦ ଥର...

ଗୋଲଡେନ୍‌ ବ୍ଲଡ୍‌ ଗ୍ରୁପ୍‌ ଅତି ବିରଳ: ପୃଥିବୀରେ ରହିଛନ୍ତି ମାତ୍ର ୪୩ ଜଣ

ସାଧାରଣତଃ ୪ ଟି ବ୍ଲଡ୍‌ ଗ୍ରୁପ୍‌ର ଲୋକ ପୃଥିବୀରେ ରହିଥାନ୍ତି। ସେଥି ମଧ୍ୟରେ ଏ, ବି, ଏବି ତଥା ଓ ବ୍ରୁପ୍‌ ରହିଥାଏ। ଏହା ସହିତ ଅନ୍ୟ ଏକ ବିରଳ ଗ୍ରୁପ୍‌ ରହିଛି ତାହା ହେଉଛି ଆର୍‌ ଏଚ୍‌ ନଲ୍‌...

ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ

ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ ପ୍ରଥମେ ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ଏହାପରେ ଲକ୍ଷ୍ନୌରେ ଥିବା ଭାଜପା...

ବହୁଦିନର ସ୍ବପ୍ନ ପୂରଣ ହୋଇଛି: କାର୍ତ୍ତିକ

କୋଲକାତା, ୧୬।୪(ପି.ଟି.)- ଯୁବ ଉଇକେଟ୍‌ କିପର ରିଷଭ ପନ୍ତଙ୍କୁ ପଛରେ ପକାଇ ଭେଟେରାନ ଦୀନେଶ କାର୍ତ୍ତିକ ଆସନ୍ତା ଆଇସିସି ବିଶ୍ୱକପ୍‌ ଲାଗି ଭାରତୀୟ ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। ନିଜର ଉଇକେଟ୍‌-କିପିଂ ଦକ୍ଷତା ବଳରେ ବିରାଟ କୋହଲିଙ୍କ ନେତୃତ୍ୱରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri