Yearly Archives: 2019

ମୁଖ୍ୟମନ୍ତ୍ରୀ ପଦ ପ୍ରତ୍ୟେକ ଦିନ ମୋ ପାଇଁ ଶେଷଦିନ, ଏମିତି କହି କାନ୍ଦିଲେ କୁମାରସ୍ବାମୀ

ମାଣ୍ଡ୍ୟା,୧୬।୪: ନିର୍ବାଚନ ପ୍ରଚାର ସମୟରେ ନେତାମାନେ ଭାବୁକ ହୋଇ ଭୋଟରଙ୍କ ସମର୍ଥନ ଲୋଡ଼ିବା କୌଣସି ବଡ଼ କଥା ନୁହେଁ। ବହୁଥର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରିଥାନ୍ତି। ସେହିପରି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଥର କୁମ୍ଭୀର...

ରଣବୀରଙ୍କ ପ୍ରେମରେ ଉବୁଟୁବୁ ଆଲିଆ, ବରୁଣଙ୍କୁ ଭାବିଲେ ରଣବୀର

ମୁମ୍ବାଇ,୧୬।୪: ରଣବୀରଙ୍କ ପ୍ରେମରେ ଉବୁଟୁବୁ ଆଲିଆ। ବରୁଣଙ୍କୁ ରଣବୀର ଭାବିଲେ ଆଲିଆ। ବି-ଟାଉନର ଲଭ୍‌ବାର୍ଡ ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ ଏବେ ଚର୍ଚ୍ଚାରେ। ରଣବୀରଙ୍କ ପ୍ରତି ଆଲିଆଙ୍କ କ୍ରସ ଥିବା ନେଇ ବହୁଥର ସେ ଇଣ୍ଟରଭ୍ୟୁରେ ମଧ୍ୟ...

ଭାରତୀୟ ଦଳ ସହ ଗସ୍ତ କରିବେ ୪ ନେଟ୍‌ ବୋଲର

ନୂଆଦିଲ୍ଲୀ, ୧୬।୪- ଆଇସିସି ବିଶ୍ୱକପ୍‌ ଲାଗି ସୋମବାର ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା। ତେବେ ବିଶ୍ୱକପ୍‌ ସମୟରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ନେଟ୍ସରେ ବୋଲିଂ ସହାୟତା କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ...

ଏପ୍ରିଲ ୧୮ରୁ ଖରାଛୁଟି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର...

ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଖୋର୍ଦ୍ଧା ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା। ଏହି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛନ୍ତି ଭାରପ୍ରାପ୍ତ ଡିଜି ବିକେ ଶର୍ମା। କ୍ରାଇମବ୍ରାଞ୍ଚ ଡିଏସ୍‌ପି ପ୍ରମୋଦ ରଥଙ୍କୁ ଏହି ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଥିବା...

ହେଲିକେପ୍ଟରରେ ୟଦୁରୁପ୍ପା ଯାଉଥିବା ବେଳେ ଇସିଙ୍କ ଚଢ଼ାଉ

ଶିଭମ୍‌ଗଗା,୧୬।୪: ଲୋକ ସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ସବୁ ସ୍ଥାନରେ ଅଚାନକ ଚଢ଼ାଉ କରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏହି କ୍ରମରେ ମଙ୍ଗଳବାର ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍ବାଡ ଟିମ୍‌ ଶିଭମ୍‌ଗଗା ହେଲିପ୍ୟାଡ ଉପରେ ଅଚାନକ୍‌ ଚଢ଼ାଉ...

ମୋଣ୍ଟେ-କାର୍ଲୋରୁ ଜୋକୋଭିଚ୍‌ ଭ୍ରାତାଙ୍କ ବିଦାୟ

ମୋନାକୋ (ଫ୍ରାନ୍ସ), ୧୬।୪- ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ଓ ତାଙ୍କ ଭ୍ରାତା ମାର୍କୋ ଏଠାରେ ଚାଲିଥିବା ମୋଣ୍ଟେ-କାର୍ଲୋ ମାଷ୍ଟର୍ସ ପ୍ରତିଯୋଗିତାର ପୁରୁଷ ଡବଲ୍ସ ଇଭେଣ୍ଟରୁ ବିଦାୟ ନେଇଛନ୍ତି। ପୁରୁଷ ଡବଲ୍ସ ପ୍ରଥମ ରାଉଣ୍ଡର ଏକ...

ପିତା-ଭଉଣୀ କଂଗ୍ରେସ, ସ୍ତ୍ରୀ ଭାଜପା: ଜାଡେଜା କହିଲେ, ‘ମୁଁ ଭାଜପାକୁ ସମର୍ଥନ କରୁଛି’

ନୂଆଦିଲ୍ଲୀ, ୧୬।୪: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଭାଜପାକୁ ସମର୍ଥନ କରି ଏକ ଟୁଇଟ କରିଛନ୍ତି। ବିଶ୍ୱକପ୍‌ ଦଳରେ ଚୟନ ହେବାର କିଛି ଘଣ୍ଟା ପରେ ସେ ନିଜ ଟୁଇଟର ଆକାଉଣ୍ଟରେ ଭାଜପାର ଦଳୀୟ ଚିହ୍ନ ‘ପଦ୍ମ’...

ଆଇସିସି ବିଶ୍ୱକପ୍‌: ଶାକିବ୍‌ଙ୍କୁ ଉପଅଧିନାୟକ ଦାୟିତ୍ୱ

ଢାକା, ୧୬।୪- ଆସନ୍ତା ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଲାଗି ମଙ୍ଗଳବାର ବାଂଲାଦେଶ ଦଳ ଘୋଷଣା କରାଯାଇଛି। ଅଭିଜ୍ଞ ଦ୍ରୁତ ବୋଲର ମାଶ୍ରାଫି ମୋର୍ତାଜାଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ...

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌ ଛକ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ମୋଦି ରାଜ୍ୟ ସରକାରଙ୍କୁ...

ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଞ୍ଜେସକର

ମୁମ୍ବାଇ, ୧୬।୪: ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ଯବାନଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଞ୍ଜେସକର। ଶହିଦ ଯବାନଙ୍କ ପରିବାର ୧କୋଟି ଟଙ୍କା ସହାୟତା ରାଶି ‘ଭାରତ କେ ବୀର’ ଆପ୍‌ ଜରିଆରେ ଦେବେ ବୋଲି...

ଜଣେ ପତ୍ନୀଙ୍କ ସହ ଦିନରେ ଜଣେ ପତ୍ନୀଙ୍କ ସହ ରାତିରେ ରହୁଥିଲେ ସ୍ବାମୀ: ମାମଲା ରୁଜୁ

ଗାନ୍ଧିନଗର,୧୬।୪: ଗୁଜରାଟର ଜଣେ ବ୍ୟକ୍ତି ଦୁଇଟି ବିବାହ କରିଥିଲେ ସୁଦ୍ଧା ଏକଥା କାହାକୁ ଜଣା ନ ଥିଲା। କାରଣ ସେ ଦିନରେ ଜଣେ ସ୍ତ୍ରୀଙ୍କ ପାଖେ ରହୁଥିବା ବେଳେ ରାତିରେ ଅନ୍ୟ ଜଣଙ୍କ ପାଖେ ରହୁଥିଲେ। ଦ୍ୱିତୀୟ ସ୍ତ୍ରୀଙ୍କୁ ଏହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri