Yearly Archives: 2019

୧୬ରେ ଆସୁଛନ୍ତି ମୋଦି, ଭୁବନେଶ୍ୱରରେ କରିବେ ରୋଡ ଶୋ’

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆସନ୍ତା ୧୬ରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଯୋଗ ଦେବେ। ଏଥିସହ ସେ ଏକ ରୋଡ୍‌...

ଭାରତରେ ୧୦ ହଜାର ଲୋକଙ୍କ ପାଇଁ ମାତ୍ର ଜଣେ ଡାକ୍ତର: ରିପୋର୍ଟ

ଓ୍ବାଶିଂଟନ,୧୬।୪: ଭାରତରେ ଏବେ ୬ ଲକ୍ଷ ଡାକ୍ତର ଓ ୨୦ ଲକ୍ଷ ନର୍ସ କମ୍‌ ଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ଗବେଷକଙ୍କ କହିବା କଥା ହେଲା ଆଣ୍ଟିବାୟୋଟିକ୍ସ ଦେବାପାଇଁ ଭାରତରେ ପ୍ରଶିକ୍ଷିତ ଡାକ୍ତରଙ୍କ ସଂଖ୍ୟା କମ୍‌ ରହିଛି। ଯେଉଁଥିପାଇଁ ରୋଗୀଙ୍କୁ...

ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ

ନୂଆଦିଲ୍ଲୀ,୧୬।୪; ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ବିଏସ୍‌ପି ନେତା ଗୁଡ୍ଡୁ ପଣ୍ଡିତଙ୍କର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ କଂଗ୍ରେସ ନେତା ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ ଦେଇଛନ୍ତି। କେବଳ ସେତିକି ନୁହେଁ ଫତେପୁର...

ଭେଣ୍ଡିଂ ମେସିନରେ କାର ବିକ୍ରି କରି ଅରବପତି ହେଲେ ବାପପୁଅ

ଓ୍ବାଶିଂଟନ୍‌,୧୬।୪: ଆମେରିକାର ଭେଣ୍ଡିଂ ମେସିନରେ କାର ବିକ୍ରି କରି କୋଟିପତି ହେଲେ ବାପପୁଅ। ବର୍ତ୍ତମାନ ସମୟରେ ଦୁଇଜଣ ୪୭ହଜାର କୋଟିର ମାଲିକ ବୋଲି ଜଣାପଡିଛି। କାରଭାନ ହେଉଛି ପୁରୁଣା କାର ବିକ୍ର କରୁଥିବା ଆମେରିକାର ଜଣାଶୁଣା ଏକ କମ୍ପାନୀ। ଏହାକୁ...

କରୁଣାନିଧି- ଜୟାଲଳିଥାଙ୍କ ବିନା ତାମିଲନାଡୁ ରାଜନୀତି ଉପରେ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୧୬।୪: ତାମିଲନାଡୁ ରାଜନୀତିରେ ପ୍ରଥମଥର ଲାଗି ଦ୍ରାବିଡ ଆନ୍ଦୋଳନର ମହତ୍ୱପୂର୍ଣ୍ଣ ଚେହେରା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ମୁଖ୍ୟ ଏମ୍‌ କରୁଣାନିଧି ଓ ଜେ ଜୟାଲଳିଥାଙ୍କ ବିନା ଏଥର ଦଳ ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଦେଢ ବର୍ଷ ହେବ ଡିଏମ୍‌କେର...

ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ସେବା କରୁଥିବି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବରଗଡ଼ ଅଫିସ୍‌,୧୬।୪: କାଳିଆ ଯୋଜନାରେ ୪୦ଲକ୍ଷ ଚାଷୀ ଉପକୃତ ହେଲେଣି। ମାତ୍ର କେନ୍ଦ୍ରର ଭାଜପା ସରକାର ଏହି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରିଛି। କିନ୍ତୁ ମୁଁ ଥିବା ପର୍ଯ୍ୟନ୍ତ କାଳିଆ ଯୋଜନାକୁ କେହି ବନ୍ଦ କରି  ପାରିବେ ନାହିଁ।...

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୬।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବା ବେଳେ ଏବେ ଅଧିକାଂଶ ନେତା ପରସ୍ପର ଉପରକୁ କାଦୁଅ ଫିଙ୍ଗୁଥିବା ଦେଖିବାକୁ ମିଳିଛି। କିଛିଦିନ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ।...

ନିର୍ବାଚନ ପ୍ରଚାର କରିବାକୁ ବାରଣ ପରେ ହନୁମାନଙ୍କ ଶରଣ ନେଲେ ଯୋଗୀ

ଲକ୍ଷ୍ନୌ,୧୬।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିର୍ବାଚନ କମିଶନ (ଇସି) ୭୨ ଘଣ୍ଟା ପାଇଁ ନିର୍ବାଚନ ପ୍ରଚାର କରିବାକୁ ବାରଣ କରିବା ପରେ ସେ ଲକ୍ଷ୍ନୌର ଏକ ହନୁମାନ ମନ୍ଦିର ଯାଇଥିବା ଦେଖିବାକୁ ମିଳିଛି। ସେଠାରେ ସେ ନିରବ...

ଭାଜପା ସପକ୍ଷରେ ପ୍ରଚାର କଲେ ପ୍ରବାସୀ ଭାରତୀୟ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନକୁ ଦେଖି ପ୍ରାୟ ୧୭ଶହ ପ୍ରବାସୀ ଭାରତୀୟ ଭାଜପା ସପକ୍ଷରେ ଘର ଘର ବୁଲି ପ୍ରଚାର କରିଥିବା ଦେଖିବାକୁ ମିଳିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ଯନ୍ତ୍ରୀ, ବ୍ୟବସାୟୀ ଓ ଆଇଟି ପ୍ରଫେସନାଲ। ମୋଦିଙ୍କୁ ଆଉଥରେ ଶାସନ...

ଜିଲାପାଳଙ୍କ ଅଫିସରୁ ନୂଆ ଭୋଟରଙ୍କ ପାଖକୁ ଯାଉଛି ପୋଷ୍ଟକାର୍ଡ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନରେ ଅଧିକରୁ ଅଧିକ ଭୋଟ ଦେବାକୁ ଭୋଟରଙ୍କୁ ଉତ୍ସାହିତ କରିବା ଲାଗି ଗୁଜରାଟ ଅହମ୍ମଦାବାଦର ଜିଲାପାଳ ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଭାରତୀୟ ଡାକ ବିଭାଗ ସହଯୋଗରେ ଜିଲାପାଳଙ୍କ ଅଫିସରୁ ପ୍ରାୟ ୧ଲକ୍ଷ ନୂଆ...

ରେଲଓ୍ବେ ଟିକେଟରେ ମୋଦିଙ୍କ ଫଟୋ:୨ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୧୬।୪: ନିର୍ବାଚନ ପ୍ରଚାରକୁ ନେଇ ନିର୍ବାଚନ ଆୟୋଗ କଠୋର ହେଉଥିବା ବେଳେ ସୋମବାର କେତେଜଣ ନେତାଙ୍କ ପ୍ରଚାର ଉପରେ କଟକଣା ଲଗାଇଛନ୍ତି। ଇତିମଧ୍ୟରେ ଭାରତୀୟ ରେଳ ବିଭାଗର ଟିକେଟରେ ଦେଖିବାକୁ ମିଳିଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ। ଏହାପରେ ରେଲଓ୍ବେର ୨...

ୟୁଟ୍ୟୁବରୁ ହଟିଲା ‘ପିଏମ୍‌ ନରେନ୍ଦ୍ର ମୋଦି’ ଫିଲ୍ମ ଗୀତ, ଟ୍ରେଲର

ନୂଆଦିଲ୍ଲୀ, ୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନୀ ଉପରେ ଆଧାରିତ ବାୟୋପିକ୍‌ ଫିଲ୍ମ ‘ପିଏମ୍‌ ନରେନ୍ଦ୍ର ମୋଦି’ର ଟ୍ରେଲର ଓ ଗୀତ ୟୁଟ୍ୟୁବରୁ ହଟାଇଦିଆଯାଇଛି। ଫିଲ୍ମକୁ ନେଇ ଲାଗିଥିବା ଝଡର ସମାଧାନ ନ ହେବା ଯାଏଁ ଗୀତ ଓ ଟ୍ରେଲର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri