Yearly Archives: 2019

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍‌ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ...

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି...

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ...

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ ଦଳଗୁଡ଼ିକ ମଧ୍ୟରେ ନୈରାଶ୍ୟ ଭରିରହିଥିବାବେଳେ ୧୭ରୁ ୧୬ ଲୋକ ସଭା ଆସନ ଦଖଲ...

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ହିଜବୁଲ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ୩ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀମାନେ ହେଉଛନ୍ତି ଆକିବ୍‌ ଅହମ୍ମଦ, ବଶରତ୍‌ ଅହମ୍ମଦ ଏବଂ ସଞ୍ଜୟ ଖାଣ୍ଡେ। ଆକିବ୍‌ ଓ ବଶରତ୍‌ ପୁଲଓ୍ବାମାର ବାସିନ୍ଦା ଥିବାବେଳେ ସଞ୍ଜୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri