Posted inଜାତୀୟ

୬ ବର୍ଷରେ ବିହାରରେ ୨୦୨ ବିଷାକ୍ତ ମଦ୍ୟପାନ ମୃତ୍ୟୁ, ଦେଶରେ ୬,୧୭୨…

ନୂଆଦିଲ୍ଲୀ,୧୫।୧୨ : ବିହାରର ଛପରା ଜିଲାରେ ବିଷାକ୍ତ ମଦ୍ୟପାନ କରି ୩୯ ଜଣଙ୍କର ମୃତ୍ୟୁ ଘଟିଛି। ମଦ ମୃତ୍ୟୁକୁ ନେଇ ବିରୋଧୀ ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଇସ୍ତଫା ଦାବି କରାଯାଉଛି।
୨୦୧୬ ଠାରୁ ବିହାରରେ ମଦ ନିଷେଧ ଆଇନ ବଳବତ୍ତର ରହିଛି। ଏହା ସତ୍ତ୍ୱେ ମଦମୃତ୍ୟୁ ଜାରି ରହିଛି। ଗତ ୬ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ୨୦୨ ଜଣଙ୍କର ଏହି କାରଣରୁ ମୃତ୍ୟୁ ଘଟିଛି।

୨୦୨୧ମସିହାରେ ସର୍ବାଧିକ ୯୦ ଜଣଙ୍କର ମୃତ୍ୟୁ ଘଟିଥିଲା। ୨୦୨୦ ଏବହ ୨୦୧୯େୀ ୯ ଜଣ ଲେଖାଏଁ ଲୋକଙ୍କର ମୃତ୍ୟୁ ବିଷାକ୍ତ ମଦ୍ୟପାନ ଯୋଗୁ ଘଟିଥିଲା। ୨୦୧୮ରେ ୯, ୨୦୧୭ ରେ ୮ ଏବଂ ୨୦୧୬ ରେ ୧୩ଜଣଙ୍କର ମୃତ୍ୟୁ ହୋଇଥିଲା । ୨୦୨୨ ମସିହାରେ, ଏପର୍ଯ୍ୟନ୍ତ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାଂଶ ମୃତ୍ୟୁ ଗୋପାଳଗଞ୍ଜ, ଛପରା, ବେଟିୟା ଏବଂ ମୁଜାଫରପୁର ଜିଲାରେ ଘଟିଛି।

କେନ୍ଦ୍ର ସରକାରଙ୍କ ଅନୁଯାୟୀ, ୨୦୧୬ ରୁ ୨୦୨୨ ପର୍ଯ୍ୟନ୍ତ ଗତ ୬ବର୍ଷରେ ଦେଶରେ ବିଷାକ୍ତ ମଦ ପିଇ ୬,୧୭୨ ଜଣଙ୍କର ମୃତ୍ୟୁ ଘଟିଛି। ଲୋକସଭାରେ ଏକ ପ୍ରଶ୍ନର ଉତ୍ତରରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ କହିଛନ୍ତି ଯେ, ୨୦୧୬ରେ ୧୦୫୪ ଜଣ, ୨୦୧୭ ରେ ୧୫୧୦, ୨୦୧୮ରେ ୧୩୬୫, ୨୦୧୯ରେ ୧୨୯୬ ଏବଂ ୨୦୨୦ରେ ୯୪୭ ଜଣଙ୍କର ବିଷାକ୍ତ ମଦ୍ୟପାନ କରିବା ପରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri