Posted inଜାତୀୟ

୧୯୬୨ ସହିତ ୨୦୨୦କୁ ତୁଳନା କରାଯାଇ ପାରିବ ନାହିଁ: ଜୟରାମ ରମେଶ…

ନୂଆଦିଲ୍ଲୀ,୩୦।୧ : ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ସୀମା ବିବାଦକୁ ନେଇ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ବିରୋଧୀ ଦଳଙ୍କୁ ଟାର୍ଗେଟ କରିଥିଲେ। ସେ କହିଥିଲେ ଯେ ଚାଇନା ଭାରତ ଜମି ଏବେ ଦଖଲ କରିନାହିଁ। ଏହା ୧୯୬୨ ମସିହାରେ ହୋଇଛି। କଂଗ୍ରେସ ନେତା ଜୟରାମ ରମେଶ ବର୍ତ୍ତମାନ ଏହାର ପାଲଟା ଜବାବ ନେଇଛନ୍ତି। କଂଗ୍ରେସ ନେତା କହିଛନ୍ତି ଯେ ୧୯୬୨ ଏବଂ ୨୦୨୦ ବର୍ଷରେ ହୋଇଥିବା ସଂଘର୍ଷ ମଧ୍ୟରେ କୌଣସି ତୁଳନା କରାଯାଇପାରିବ ନାହିଁ।

ଜୟରାମ ରମେଶ କହିଛନ୍ତି, ଲଦାଖରେ ଚାଇନା ଆକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ରଣନୀତି କେବଳ ଡିଡିଏଲଜିକୁ ଅସ୍ବୀକାର, ଧ୍ୟାନ ହଟାଇବା ପ୍ରୟାସ, ମିଥ୍ୟା, ନ୍ୟାୟ ଦୃଷ୍ଟିରୁ ଯଥାର୍ଥତା କୁହାଯାଇ ପୂରଣ ହୋଇଛି। ମୋଦି ସରକାର ଦଶନ୍ଧି ମଧ୍ୟରେ ଭାରତର ସବୁଠୁ ବଡ ଆଞ୍ଚଳିକ ସମସ୍ୟାକୁ ଲୁଚାଇବାକୁ ଚେଷ୍ଟା କରିଛନ୍ତି।

ସେ ଦାବି କରିଛନ୍ତି ଯେ ମେ’ ୨୦୨୦ରେ ଲଦାଖରେ ଥିବା ୬୫ଟି ଫରଓ୍ବାର୍ଡ ପୋଷ୍ଟ ମଧ୍ୟରୁ ୨୬ ଟି ଉପରୁ ଭାରତ ନିୟନ୍ତ୍ରଣ ହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri