୨୦୨୩-୨୪ ରାଜ୍ୟ ବଜେଟ: ସ୍ବାସ୍ଥ୍ୟ କ୍ଷେତ୍ରରେ ୧୬ ହଜାର କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ରାଜ୍ୟ ବଜେଟରେ ସ୍ବାସ୍ଥ୍ୟ ପାଇଁ ୧୬ ହଜାର କୋଟି ବ୍ୟୟବରାଦ ହୋଇଛି। ଗତବର୍ଷ ତୁଲନାରେ ଏହା ୨୭ ପ୍ରତିଶତ ବୃଦ୍ଧି ପାଇଛି। ମୋଟ ରାଜ୍ୟ ବଜେଟର ୧୭ ପ୍ରତିଶତ ସ୍ବାସ୍ଥ୍ୟ କ୍ଷେତ୍ରରେ ବ୍ୟୟବରାଦ କରାଯାଇଛି।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରଶାସନିକ ବ୍ୟବବରାଦ ବାବଦକୁ ୩ ହଜାର ୭୨୫ କୋଟି ଏବଂ କାର୍ଯ୍ୟକ୍ରମ ବ୍ୟୟବାବଦକୁ ୧୨ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଯାହାକି ୨୦୨୨-୨୩ ଆର୍ଥି ବର୍ଷର ବ୍ୟୟବରାଦଠାରୁ ୩୩ ପ୍ରତିଶତ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri