୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି ସରକାର। ବଜେଟରେ ଚାଷୀଙ୍କୁ ଫୋକସ କରାଯାଇଛି। ସରକାର କୃଷି ପାଇଁ ୨୪ ହଜାର ୮୨୯ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ସେହିପରି କାଳିଆ ଯୋଜନା ପାଇଁ ୧ ହଜାର ୮ ଶହ କୋଟି ଟଙ୍କାର ବ୍ୟୟବରାଦ ହୋଇଛି।

ଧାନ ସଂଗ୍ରହ ପାଇଁ ୨ ହାଜର କୋଟିର ରିଭଲିଂ ଫଣ୍ଡର ବ୍ୟବସ୍ଥା କରାଯାଇଛି। ଉଦ୍ୟାନ କୃଷି ବିକାଶ କାର୍ଯ୍ୟକ୍ରମ ପାଇଁ ୩୮୧ କୋଟି ବ୍ୟବବରାଦ କରାଯାଇଥିବା ବେଳେ ଜାତୀୟ ଉଦ୍ୟାନ ମିଶନ ପାଇଁ ୧୨୧ କୋଟି, କାଳିଆ ସହାୟତା ପାଇଁ ୧୮୭୯ କୋଟିର ବ୍ୟବବରାଦ ରହିଛି। ସେହିପରି ଓୟୁଏଟି କୃଷି ଗବେଷଣା ପାଇ ୧୬୬ କୋଟ, ଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟି,ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି କୃଷି କ୍ଷେତ୍ରରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର ବୟବରାଦ ହୋଇଛି। କୃଷି କ୍ଷେତ୍ରରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୫ ବର୍ଷରେ ୩୬୬ କୋଟି ଖର୍ଚ୍ଚ କରିବାକୁ ବଜେଟରେ ବ୍ୟବସ୍ଥା କରାଯାଇଛି।

୨୦୨୩ରେ ନଦୀ ଉପରେ ୧୬ଟି ଇନ୍‌ଷ୍ଟ୍ରିମ ଷ୍ଟୋରେଜ ପାଇଁ ୮୫୪ କୋଟ ଟଙ୍କା ଆବଣ୍ଟନ କରାଯାଇଛି। ସେହିପରି ପାର୍ବତୀ ଗିରି ବୃହତ ଷ୍ଟୋରେଜ ପାଇଁ ୫୦୦ କୋଟି ଟଙ୍କା ରହିଛି। ୨୦୨୫ -୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି ବ୍ୟବବରାଦ ହୋଇଛି। ଏପରିକି ବିଜୁ କୃଷକ ବିକାଶ ଯୋଜନାରେ ୧୫ ଶହ, ଉଠାଜଳସେଚନ ପାଇଁ ୪୦୦ କୋଟି, ଅଚଳ ଉଠାଜଳସେଚନ ପ୍ରକଳ୍ପର ପୁନରଉଦ୍ଧାର ପାଇଁ ୧୯୧ କୋଟି ଟଙ୍କା ବଜଟେରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?