୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

ପୁଷ୍କରାର ଅଭିନେତ୍ରୀ ସୁପ୍ରିୟାଙ୍କୁ ୨୦୨୩ର ଶ୍ରେଷ୍ଠ ଅଭିନେତ୍ରୀ ଭାବେ ବିବେଚନା କରାଯାଇଥିବା ବେଳେ ହରିହର ମହାପାତ୍ର ୨୦୨୩ର ଶ୍ରେଷ୍ଠ ଅଭିନେତା । ଅନ୍ୟପଟେ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍ ପାଇଁ ନୈନା ଦାସ ଶ୍ରେଷ୍ଠ ଅଭିନେତ୍ରୀ । ଧୋରେ ବାବୁ ଧୋ’ ପାଇଁ ହରିହର ମହାପାତ୍ର ୨୦୨୩ର ଶ୍ରେଷ୍ଠ ଅଭିନେତା । ସେହିପରି ମୋ ବୋଉ ମୋ ଗାଁକୁ ପ୍ରାମାଣିକ ଚଳଚ୍ଚିତ୍ର ସମ୍ମାନ ନେଇ ଘୋଷଣା କରାଯାଇଛି ।’ପାବାର’ ଚଳଚ୍ଚିତ୍ର ପାଇଁ ବାବୁସାନ୍‌ ଶ୍ରେଷ୍ଠ ଅଭିନେତା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?