୨୦୨୩ରେ ଚମକିବ ଏହି ୫ ରାଶି ବ୍ୟକ୍ତିଙ୍କ ଭାଗ୍ୟ; ପଦୋନ୍ନତି ସାଙ୍ଗକୁ ବଢ଼ିବ ଦରମା, ବ୍ୟବସାୟରେ ବି…

ଆଉ ଦିନ କେଇଟାରେ ବିଦାୟ ନେବ ବର୍ଷ ୨୦୨୨। ନୂତନ ବର୍ଷକୁ ନେଇ ଏବେଠାରୁ ବଢ଼ିଲାଣି ଉତ୍କଣ୍ଠା। ତେବେ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଏହି ବର୍ଷ ଅନେକ ରାଶିର ଲୋକଙ୍କ ପାଇଁ ଶୁଭଫଳ ଆଣି ଆସୁଛି। ବ୍ୟବସାୟ,ଚାକିରି ମାମଲାରେ ସେମାନେ ଉପରକୁ ଯିବେ। ଜାଣନ୍ତୁ:

-ମେଷ ରାଶି: ବର୍ଷ ୨୦୨୩ ଚାକିରି କ୍ଷେତ୍ର ଲାଗି ମେଷ ରାଶି ଜାତକଧାରୀଙ୍କ ପାଇଁ ବେଶ ଭଲ ରହିବ। ୨୦୨୩ ଏପ୍ରିଲ ୨୨ ପରେ ହଠାତ୍‌ ଭାଗ୍ୟରେ ପରିବର୍ତ୍ତନ ଆସିବ। ପାଠପଢ଼ା, କ୍ୟାରିୟର, ଚାକିରି, ବ୍ୟବସାୟ ଆଦି କ୍ଷେତ୍ରରେ ଶୁଭଫଳ ମିଳିବ। ଏହି ସମୟରେ ଭଲ ଚାକିରି ଲାଗି ଅବସର ମିଳିପାରେ।

-ସିଂହ ରାଶି: ୨୦୨୩ ଏହି ରାଶିର ଜାତକଧାରୀଙ୍କ ପାଇଁ ମଙ୍ଗଳଦାୟକ। କିଛି ଦିନରୁ କ୍ୟାରିୟରରେ ଚାଲିଥିବା ଅସୁବିଧା ଦୂର ହେବ। ସଫଳତା ମିଳିବ। ସରକାରୀ ଚାକିରି ଲାଗି ପ୍ରସ୍ତୁତ ହେଉଥିବା ଛାତ୍ରୀଛାତ୍ରମାନଙ୍କ ସ୍ବପ୍ନ ପୂରଣ ହୋଇପାରେ। ଚାକିରିରେ ପ୍ରମୋଶନ ଏବଂ ଦରମା ବୃଦ୍ଧିର ଯୋଗ ରହିଛି।

-ତୁଳା ରାଶି: ବର୍ଷ ୨୦୨୩ରେ ତୁଳା ରାଶି ଜାତକଧାରୀଙ୍କ ଭାଗ୍ୟ ଉଦୟ ହୋଇପାରେ। ସରକାରୀ ଚାକିରି ପ୍ରସ୍ତୁତି କରୁଥିଲେ ଶୁଭ ସମାଚାର ପାଇବେ। ବିଦେଶରେ ଚାକିରି ସ୍ବପ୍ନ ଦେଖୁଥିଲେ ବି ପୂରଣ ହେବ। ଧନର ଅଭାବ ରହିବ ନାହିଁ। କ୍ୟାରିୟର ଆଗକୁ ବଢ଼ିବ।

-ଧନୁ ରାଶି: ନୂଆ ବର୍ଷରେ ଧନୁ ରାଶି ବ୍ୟକ୍ତିଙ୍କର ଶନି ଦଶା ଶେଷ ହେବ। ଏହାପରେ ଚାକିରି ଏବଂ ବ୍ୟବସାୟରେ ଲଭ ମିଳିବ। ବିଦେଶରେ ବୁଲିବା ଏବଂ ଚାକିରି ଆଦି ସ୍ବପ୍ନ ପୂରଣ ହେବ। ଦରମା ବୃଦ୍ଧି ଏବଂ ପ୍ରମୋଶନର ଯୋଗ ରହିଛି। ଗୋଟିଏରୁ ଅଧିକ ସ୍ଥାନରୁ ଧନ ପ୍ରାପ୍ତି ହୋଇପାରେ। ନିଜର ବରିଷ୍ଠ ଅଧିକାରୀଙ୍କ ପୂର୍ଣ୍ଣ ସହଯୋଗ ମିଳିବ।

କୁମ୍ଭ ରାଶି: ଏହି ଜାତକଧାରୀଙ୍କ ପାଇଁ ବର୍ଷଟି ଶୁଭଫଳ ଦାୟୀ ରହିବ। ଆମଦାନୀ ବଢ଼ିବ। କାରବାର ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri