ଅମ୍ବାନୀ-ଆଦାନୀଙ୍କୁ ପଛରେ ପକାଇଲେ ଦେଶର ୩ ଯୁବ କୋଟିପତି, ଜାଣନ୍ତୁ ତାଙ୍କର ନେଟଓ୍ବର୍ଥ

ନୂଆଦିଲ୍ଲୀ,୧୦।୧୨: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ, ଗୌତମ ଆଦାନୀ ଭାରତର ବାସିନ୍ଦା। କିନ୍ତୁ ବର୍ତ୍ତମାନ ଏହାର ପରିଭାଷା ବଦଳିଛି। ଚଳିତ ବର୍ଷ ୨୦୨୩ରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ଅନେକେ କୋଟିପତି ହୋଇଛନ୍ତି। କିନ୍ତୁ ସେଥିମଧ୍ୟରୁ ଏହି ତିନି ଜଣ ବ୍ୟକ୍ତି ଯେଉଁମାନେ ୪୦ବର୍ଷରୁ କମ ବୟସରେ ହୋଇ ଭାରତର କୋଟିପତି ହୋଇଛନ୍ତି।
ବ୍ଲୁମବର୍ଗର ବିଲିୟନେୟାର ଇଣ୍ଡେକ୍ସ ହେଉ କିମ୍ବା ଫୋର୍ବସର ୧୦୦ଧନୀ ତାଲିକା କିମ୍ବା ହୁରୁନ ଇଣ୍ଡିଆର ’ସେଲ୍ଫ ମେଡ ବିଜିନେସ ଅଫ ଦି ଇୟର’ ତାଲିକା ହେଉ, ଦେଶର ଏହି ୩ ଯୁବକ ଏଥିରେ ନିଜ ନାମ ସ୍ଥାନିତ କରିଛନ୍ତି।

ନିଖିଲ କାମାଥ: ‘ଜେରୋଧା’ ଅନଲାଇନ ଷ୍ଟକ ଟ୍ରେଡିଙ୍ଗ ପ୍ଲାଟଫର୍ମ ପ୍ରତିଷ୍ଠାତା ହେଉଛନ୍ତି ନିଖିଲ କାମାଥ (୩୭)। ଯିଏକି ଦେଶର ସର୍ବକନିଷ୍ଠ କୋଟିପତି ତାଲିକାରେ ରହିଛନ୍ତି।
ତାଙ୍କ ଭାଇ ନିତିନ କାମାଥ (୪୪) ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ଫୋର୍ବସର ରିଚ୍‌ ଇଣ୍ଡିଆନ ଲିଷ୍ଟରେ କାମାଥ ଭାଇମାନେ ଦେଶର ସବୁଠାରୁ କନିଷ୍ଠ କୋଟିପତି ଅଟନ୍ତି। ତାଙ୍କର ନେଟଓ୍ବର୍ଥ ହେଉଛି ୫୦୫ ବିଲିୟନ ଡଲାର।

ବିନି ଏବଂ ସଚିନ ବନସାଲ: ଫ୍ଲିପକାର୍ଟ ଭଳି ପ୍ଲାଟଫର୍ମ ଆରମ୍ଭ କରିଥିବା ସଚିନ ଏବଂ ବିନି ବନସାଲଙ୍କ ବୟସ ୫୦ବର୍ଷରୁ କମ୍‌। ଉଭୟେ ୨୦୧୫ରେ ଧନୀ ଲିଷ୍ଟରେ ରହିଥିଲେ। ତାଙ୍କର ନେଟଓ୍ବର୍ଥ ହେଉଛି ୧୭୦ ବିଲିୟନ ଡଲାର।

ରବି ମୋଦି: ବିବାହ ସଜିନରେ ଖୁବ୍‌ ଭଲ ବ୍ୟବସାୟ କରୁଥିବା ମାନ୍ୟବର ଓ ମୋହେ କମ୍ପାନୀର ମାଲିକ ୪୬ବର୍ଷିୟ ରବି ମୋଦି। ତାଙ୍କର ନେଟଓ୍ବର୍ଥ ହେଉଛି ୩.୪ ବିଲିୟନ ଡଲାର।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri