Posted inଖେଳ

୨୦୨୩ ବିଶ୍ୱକପ୍‌ ଘୋଷଣା: ଏହିଦିନ ଖେଳିବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୧୦ା୫: କ୍ରିକେଟକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତବର୍ଷ ଭାରତରେ ଓଡିଆଇ ବିଶ୍ୱକପ୍‌ କ୍ରିକେଟ ଅନୁଷ୍ଠିତ ହେବାକୁ ଯାଉଛି। ଏହି ମ୍ୟାଚ୍‌ରେ ବିଶ୍ୱର ଶ୍ରେଷ୍ଠ ଦଳଗୁଡ଼ିକ ଅଂଶଗ୍ରହଣ କରିବେ। ଓଡିଆଇ ବିଶ୍ୱକପ୍‌ ୨୦୨୩ରେ ଭାରତ-ପାକିସ୍ତାନ ମ୍ୟାଚ୍‌ ଅକ୍ଟୋବର ୧୫ରେ ଅନୁଷ୍ଠିତ ହେବ।

ତେବେ ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବା ପାଇଁ ଏବେଠାରୁ ଦର୍ଶକମାନଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଲାଣି। ତାରିଖ ଘୋଷଣା ହେବା ପରେ ଦର୍ଶକଙ୍କ ମନରେ ଏକପ୍ରକାର ଆନନ୍ଦ ଭରିଯାଇଛି।

ଆଇପିଏଲର ୧୬ ତମ ସଂସ୍କରଣ ପରେ, ବିସିସିଆଇ ଖୁବ୍‌ଶୀଘ୍ର ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କରିବ। ତେବେ ଟୁର୍ନାମେଣ୍ଟ ପାଇଁ ନାଗପୁର, ବେଙ୍ଗାଲୁରୁ, ତ୍ରିବେନ୍ଦ୍ରମ, ମୁମ୍ବାଇ, ଦିଲ୍ଲୀ, ଲକ୍ଷ୍ନୌ, ଗୌହାଟୀ, ହାଇଦ୍ରାବାଦ, କୋଲକାତା, ରାଜକୋଟ, ଇନ୍ଦୋର ଏବଂ ଧର୍ମଶାଳାକୁ ଅନ୍ତର୍ଭୁକ୍ତ କରି ୧୨ଟି ସ୍ଥାନ ଶର୍ଟଲିଷ୍ଟ କରାଯାଇଛି। ତେବେ କେଉଁଠାରେ ହେବ ସେନେଇ ଅଫିସିଆଲି ସୂଚନା ମିଳିପାରିନାହିଁ।

ସୂଚନାନୁଯାୟୀ, ୨୦୧୬ ପରେ ପ୍ରଥମ ଥର ପାଇଁ ଭାରତୀୟ ମାଟିରେ ଭାରତ-ପାକିସ୍ତାନ ମଧ୍ୟରେ ଏକ ଦମ୍‌ଦାର ପ୍ରତିଯୋଗିତା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri