ଉପସ୍ଥାପନ ହେଲା ୨୦୨୩- ୨୪ ବଜେଟ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ।