Posted inଜାତୀୟ

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।  ଶାହା  ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍‌’ ଏବଂ ‘ଜିହାଦ ପାଇଁ ଭୋଟ୍‌’ ମଧ୍ୟରେ ଏକ ପ୍ରତିଯୋଗିତା। ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି।

ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଯେଉଁଆଡେ ଯାଏ, କେବଳ ମୋଦି-ମୋଦିର ଇକୋ ଶୁଣିବାକୁ ପାଇଥାଏ। ତେଲେଙ୍ଗନା ‘ପଦ୍ମ’ ବାଛିବା ପାଇଁ ନିଷ୍ପତ୍ତି ନେଇଛି, ତାଙ୍କର ଭଲପାଇବା ଏବଂ ଆଶୀର୍ବାଦ ଆମକୁ ଏଥର ୪୦୦ରୁ ଅଧିକ ଆସନ ଜିତାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri