Posted inଜାତୀୟ

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।  ଶାହା  ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍‌’ ଏବଂ ‘ଜିହାଦ ପାଇଁ ଭୋଟ୍‌’ ମଧ୍ୟରେ ଏକ ପ୍ରତିଯୋଗିତା। ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି।

ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଯେଉଁଆଡେ ଯାଏ, କେବଳ ମୋଦି-ମୋଦିର ଇକୋ ଶୁଣିବାକୁ ପାଇଥାଏ। ତେଲେଙ୍ଗନା ‘ପଦ୍ମ’ ବାଛିବା ପାଇଁ ନିଷ୍ପତ୍ତି ନେଇଛି, ତାଙ୍କର ଭଲପାଇବା ଏବଂ ଆଶୀର୍ବାଦ ଆମକୁ ଏଥର ୪୦୦ରୁ ଅଧିକ ଆସନ ଜିତାଇବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ କଲେ ୨୦ ଟିମ୍‌

ଭୁବନେଶ୍ୱର,୧୯।୬: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ଥିବା ସ୍ବର୍ଗତ ନବ ଦାସଙ୍କ ଘରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏକାଥରକେ...

୪ ରାଜ୍ୟର ୫ ବିଧାନସଭା ଆସନ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ, ୨୩ ଜୁନରେ ଫଳାଫଳ

ନୂଆଦିଲ୍ଲୀ,୧୯।୬: ଦେଶର ଚାରୋଟି ରାଜ୍ୟରେ ବିଧାନସଭା ଉପନିର୍ବାଚନ (Assembly Bypolls 2025) ପାଇଁ ଗୁରୁବାର ଜୁନ ୧୯, ୨୦୨୫ରେ ମତଦାନ ଆରମ୍ଭ ହୋଇଛି। କେରଳର ନିଲାମ୍ବୁର,...

ଝିଅ ଜନ୍ମହେବାରୁ ମାରିଦେଲେ

ଜଳେଶ୍ୱର,୧୯।୬(ନବୀନ ସାହୁ): ଜଳେଶ୍ୱର ପୌରପାଳିକାର ଉପାଧ୍ୟକ୍ଷା ପୁଷ୍ପପ୍ରିୟା କାମିଳାଙ୍କ ପୁଅ ରିତେଶ କାମିଳା ୨୦୨୨ରେ ନିକଟସ୍ଥ ଚକବିଷ୍ଣୁ ଗ୍ରାମର ଜଳଧର ପ୍ରଧାନଙ୍କ କନ୍ୟା ନମିତା(୨୪)ଙ୍କୁ ଭଲ...

ସର୍ବବ୍ୟାପୀ ସରକାର

ଏବେ ଉଭୟ କେନ୍ଦ୍ର ଓ ରାଜ୍ୟମାନଙ୍କର ସରକାର ଯେପରି ଅତିଦୃଶ୍ୟମାନ ହେବା ପ୍ରୟାସରେ ବ୍ୟକ୍ତିର ଅନ୍ତର୍ନିହିତ ବିକାଶରେ ବାଧକ ସାଜୁଛନ୍ତି, ଜଣାପଡୁଛି ଆଉ ଅଳ୍ପ କେତେ...

ସଉଦା ବ୍ୟାଗ୍‌

ଆମ ନିତିଦିନିଆ ଜୀବନରେ ସମସ୍ତେ କିଛିନା କିଛି ସଉଦା ଆଣନ୍ତି । ଏହି ସଉଦା କେତେବେଳେ ପରିବା ହୋଇପାରେ ତ କେତେବେଳେ ତେଜରାତି ଜିନିଷ କିମ୍ବା...

ବୃକ୍ଷର ସାଂସ୍କୃତିକ ମହତ୍ତ୍ୱ

ଭାରତର ପ୍ରତ୍ୟେକ ରାଜ୍ୟର ଏକ ରାଜ୍ୟ ବୃକ୍ଷ ଅଛି। କିନ୍ତୁ ଦୁର୍ଭାଗ୍ୟ ଯେ, ଯେତେବେଳେ କୌଣସି ରାଜ୍ୟର ରାଜଧାନୀର ବିଭିନ୍ନ ରେଳ ଷ୍ଟେଶନ ଓ ବିମାନବନ୍ଦରକୁ...

ସ୍କୁଲ ଶିକ୍ଷା: ଓଡ଼ିଶାର ଉନ୍ନତ ପ୍ରଦର୍ଶନ

ନୂଆଦିଲ୍ଲୀ, ୧୯।୬ (ପି.ଟି.): ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଜାରି ହୋଇଥିବା ୨୦୨୩-୨୪ ପର୍ଫମିଂ ଗ୍ରେଡ୍‌ ଇଣ୍ଡେକ୍ସ (ପିଜିଆଇ) ଅନୁଯାୟୀ, ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଏବଂ...

ଆମେରିକାରେ ଲାରାଙ୍କ ନାଁରେ ଭିତ୍ତିହୀନ ଅଭିଯୋଗ

ଓ୍ବାଶିଂଟନ, ୧୯।୬: ଗ୍ଲୋବାଲ ପପ୍‌ ମ୍ୟୁଜିକ୍‌ ଗ୍ରୁପ୍‌ କେଟ୍ସଆଇ ସଦସ୍ୟା ତଥା ଭାରତୀୟ-ଆମେରିକୀୟ ଲାରା ରାଜଗୋପାଲନ୍‌ଙ୍କ ବିରୋଧରେ ୟୁଏସ୍‌ ଇମିଗ୍ରେଶନ୍‌ ଆଣ୍ଡ୍‌ କଷ୍ଟମ୍ସ ଏନ୍‌ଫୋର୍ସମେଣ୍ଟ (ଆଇସିଇ)ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri