Posted inଜାତୀୟ

ମିଳିଲା ସଙ୍କେତ! ଯଦି ଏମିତି ହୁଏ ଇଣ୍ଡିଆ ଗଢିବ ସରକାର, ଜାଣନ୍ତୁ କ’ଣ କହୁଛି ସମୀକରଣ

ନୂଆଦିଲ୍ଲୀ,୪।୬: ଲୋକ ସଭା ନିର୍ବାଚନରେ ୨୦୨୪ପାଇଁ ଭୋଟ ଗଣନା ଜାରି ରହିଛି। ଟ୍ରେଣ୍ଡରେ ଏନଡିଏ ନିଶ୍ଚିତ ଭାବରେ ସଂଖ୍ୟାଗରିଷ୍ଠତା ହାସଲ କରିଥିଲେ ମଧ୍ୟ ୪୦୦ ଅତିକ୍ରମ କରିପାରିନାହିଁ। ଇଣ୍ଡିଆ ସହଯୋଗୀ ଦଳ ଏନଡିଏକୁ କଡା ଟକ୍କର ଦେଉଛି। ଏନଡିଏ ପ୍ରାୟ ୩୦୦ ଟି ଆସନରେ ସୀମିତ ରହିଥିବା ଦେଖାଯାଇଛି। ଇଣ୍ଡିଆ ବି ୨୦୦ ଆସନ ଉର୍ଦ୍ଧ୍ୱରେ ରହିଛି। କେବଳ ଭାଜପା ୨୩୪ରେ ଅଗ୍ରଣୀ ରହିଥିବା ବେଳେ ୨୭୨ ମ୍ୟାଜିକ୍‌ ନମ୍ବର ଛୁଇଁପାରିନାହିଁ। ଯଦି ଭାଜପା ସଂଖ୍ୟାଗରିଷ୍ଠତା ହାସଲ ନ କରେ, ତେବେ ଏନଡିଏର ବଡ ସହଯୋଗୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁ ଏବଂ ନୀତୀଶ କୁମାରଙ୍କ ଜେଡିୟୁ ଏନଡିଏର ବଡ ଶକ୍ତି । ଯଦି ସେମାନେ ଏନଡିଏ ସହ ମେଣ୍ଟ ଭାଙ୍ଗିଦିଅନ୍ତି ଦେବେ ଏନଡିଏ ସରକାର ଗଢିବା କଷ୍ଟସାଧ୍ୟ ହୋଇଯିବ।

ଅନ୍ୟପଟେ, ଇଣ୍ଡିଆ ସରକାର ଗଢିବା ପାଇଁ କସରତ ଚଳାଇଛି। କୁହାଯାଉଛି କି, ନୀତୀଶଙ୍କୁ ଇଣ୍ଡିଆରେ ମିଶିଯିବାକୁ ଅଫର ଦିଆଯାଇଛି। ଅନ୍ୟପଟେ, ଏନସିପି ସୁପ୍ରିମୋ ଶରଦ ପାଓ୍ବାର ନୀତୀଶ ଏବଂ ଚନ୍ଦ୍ରବାବୁ ନାଇଡୁଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ଯଦି ଏହି ୨ ଏନଡିଏର ବଡ଼ ଶକ୍ତି ଇଣ୍ଡିଆ ସହିତ ମିଶିଯାନ୍ତି, ତେବେ ଇଣ୍ଡିଆ ହିଁ ସରକାର ଗଢିବ। ଏଥିରେ କୌଣସି ଦ୍ୱନ୍ଦ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri