Posted inଜାତୀୟ

୨୦୨୪ ଲୋକସଭା ନିର୍ବାଚନରେ କର୍ନାଟକରେ ଭାଜପା-ଜେଡିଏସ ମେଣ୍ଟ ନେଇ ଚର୍ଚ୍ଚା…

ବେଙ୍ଗାଲୁରୁ,୨୩।୭ : କର୍ନାଟକରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଜେଡିଏସକୁ କଂଗ୍ରେସ ସାମ୍ନାରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ତେବେ ବର୍ତ୍ତମାନ ଉଭୟ ଦଳ ବିଧାନସଭାରେ ଏକାଠି କଂଗ୍ରେସ ବିରୋଧରେ ଲଢ଼ିବାକୁ ଘୋଷଣା କରିଛନ୍ତି। ଏହା ସହ ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନରେ ରାଜ୍ୟରେ ଦୁଇ ଦଳ ମଧ୍ୟରେ ମିଳିତ ମଞ୍ଚକୁ ନେଇ କଳ୍ପନାଜଳ୍ପନା ବୃଦ୍ଧି ପାଇବାରେ ଲାଗିଛି।

ନିକଟରେ ଏନଡିଏ ଏବଂ ଇଣ୍ଡିଆର ସମାବେଶରେ ଜେଡିଏସକୁ କାହା ସହିତ ଦେଖିବାକୂ ମିଳି ନ ଥିଲା। ତେବେ ବର୍ତ୍ତମାନ ଉଭୟ ଦଳ କର୍ନାଟକରେ ଏକଜୁଟ ହୋଇଛନ୍ତି। ଏଭଳି ପରିସ୍ଥିତିରେ ଅନେକ ପ୍ରଶ୍ନ ଉଠିଛି। ବର୍ତ୍ତମାନ କର୍ନାଟକର ରାଜନୀତିରେ କ’ଣ ଘଟିବ? ୨୦୨୪ ଲୋକସଭା ନିର୍ବାଚନ ପାଇଁ ଉଭୟ ଦଳର ପ୍ରସ୍ତୁତି କ’ଣ? ଭାଜପା-ଜେଡିଏସ ସହିତ ଏକାଠି ହେବାର କାରଣ କ’ଣ? ଏହି ମିଳିତ ମଞ୍ଚରୁ କିଏ ଉପକୃତ ହେବ?। ଏନେଇ ଉଭୟ ଦଳ ନୀରବତା ଅବଲମ୍ବନ କରୁଛନ୍ତି। ତେବେ ରାଜନୈତିକ ମହଲରୁ ଭିନ୍ନ ଭିନ୍ନ କଳ୍ପନାଜଳ୍ପନା ପ୍ରକାଶ ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

‘ମୁଁ ବାବା ବାଗେଶ୍ୱର ନୁହେଁ…’: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (IIT) ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ…

ଜିଲା ଯୋଜନା ବୋର୍ଡ ସଦସ୍ୟ ହେଲେ ମହେନ୍ଦ୍ର ରଣା: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା:୮/୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋନ ୧ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣାଙ୍କୁ ଜିଲା ଯୋଜନା ବୋର୍ଡର ସଦସ୍ୟ ଭାବେ ମନୋନୀତ କରାଯାଇଛି।…

ମୋଦିଙ୍କୁ ଭେଟି ଏତେବଡ଼ କଥା କହିଦେଲେ ରାଘବ ଚଢା, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୮।୮: ରାଜ୍ୟ ସଭା ଏମପି ରାଘବ ଚଢା ଶନିବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ, ଚଢା ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୧୯ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

‘ହେଲୋ ଅଙ୍କଲ ଅମରିନ୍ଦର…’: ରାହୁଲଙ୍କ ବୟାନ ପଞ୍ଜାବ ରାଜନୀତିକୁ କରିଛି ଉଷ୍ମ; ଜବାବ ଦେଲେ କ୍ୟାପଟେନ

ଚଣ୍ଡିଗଡ଼,୮।୮: ଦିଲ୍ଲୀରେ ଆୟୋଜିତ ‘ଜେନ-ଜେଡ ସମ୍ବାଦ’ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ତାଙ୍କ ପସନ୍ଦର ଭାଜପା ନେତାମାନଙ୍କ ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂହଙ୍କ ନାମ ନେଇ ଏକ ନୂଆ…

ସନ୍ତାନ ପାଇଁ ସ୍ବାମୀ-ସ୍ତ୍ରୀ ମୁହାଁମୁହିଁ: ଛତିଶଗଡ଼ରୁ ଧାଇଁ ଆସିଥିଲେ ମା’

ଭୁବନେଶ୍ୱର,୮।୮(ତ୍ରିନାଥ ମହାନ୍ତି):ନିଜ ଛୁଆକୁ ଖୋଜି ଖୋଜି ଛତିଶଗଡ଼ରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଧାଇଁଆସିଲେ ମା’। ତେବେ ଛୁଆକୁ ଫେରାଇନେବାକୁ ଉଦ୍ୟମ କଲାବେଳେ ବିରୋଧ କଲେ ସ୍ବାମୀ। ଉଭୟ ସ୍ବାମୀ-…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri