ଏପ୍ରିଲ-ମେ-ଜୁନରେ ନିର୍ବାଚନ: ତାତିରେ ଆଉଟୁ ପାଉଟୁ ହେବେ ନେତା ମନ୍ତ୍ରୀ ଅଧିକାରୀ

ନୂଆଦିଲ୍ଲୀ,୧୬।୩: ଭାରତରେ ସମସ୍ତ ରାଜ୍ୟରେ ମାର୍ଚ୍ଚ ମାସରୁ ଜୁଲାଇ ମଧ୍ୟରେ ଅସହ୍ୟ ଗରମ ଅନୁଭୂତ ହୋଇଥାଏ। କିନ୍ତୁ ଚଳିତ ବର୍ଷ ଏହି ଗରମ ଆହୁରି ମଜାଦାର ହେବାକୁ ଯାଉଛି। କାରଣ ଭାରତୀୟ ନିର୍ବାଚନ ଆୟୋଗ ଲୋକ ସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।

ଲୋକ ସଭା ନିର୍ବାଚନ ପାଇଁ ୧୯ ଓ ୨୬ ଏପ୍ରିଲ୍‌ ୭, ୧୩, ୨୦ ଓ ୨୫ ମେ ଏବଂ ୧ ଜୁନ୍‌ରେ ମତଦାନ ଅନୁଷ୍ଠିତ ହେବ। ଅର୍ଥାତ ସୂର୍ଯ୍ୟ ଦେବଙ୍କ ପ୍ରଚଣ୍ଡ କୋପରେ ଜଳିବେ ନେତା, ମନ୍ତ୍ରୀ ଆଉ ଅଧିକାରୀ। କାରଣ ଏହି ସମୟରେ ଦିନବେଳା ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଯାଏ ଆଉ ଲୋକମାନେ ଘରୁ ବାହାରିବାକୁ ଅନେକ ବାର ଚିନ୍ତା କରନ୍ତି। ତେବେ ନିର୍ବାଚନ ପାଇଁ ନେତା ମନ୍ତ୍ରୀମାନେ ଏଥର ପ୍ରଚଣ୍ଡ ଖରାରେ ଘର ଘର ବୁଲି ପ୍ରଚାର କରିବେ, ଆଉ ତତଲା ପବନର ମଜା ନେବେ। ନେତାମାନଙ୍କ ସାଙ୍ଗରେ ଥିବା ଦାମୀ କାର ଏସି ସେମାନଙ୍କୁ ସାମନ୍ୟ ଆସ୍ୱସ୍ଥି ଦେଇପାରେ, ହେଲେ ସେମାନଙ୍କର କାର୍ଯ୍ୟକର୍ତ୍ତା ତତଲା କଢ଼େଇରେ ଭାଜି ହେବା ଥୟ।

କେବେଳ ନେତା ମନ୍ତ୍ରୀ ଆଉ ଅଧିକାରୀ ନୁହନ୍ତି, ସାମ୍ବାଦିକ ମାନେ ମଧ୍ୟ ଖବର ଏକାଠି କରିବା ପ୍ରୟାସରେ ଝାଳ ନାଳ ହେବେ। ମୋଟା ମୋଟୀ ଭାବେ କହିବାକୁ ଗଲେ ଆସନ୍ତା ନିର୍ବାଚନ ସୂର୍ଯ୍ୟ ଦେବଙ୍କ ପ୍ରକୋପରେ ଆହୁରି ଭାରତର ରାଜନୈତିକ ପାଣିପାଗ ଆହୁରି ଗରମ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ନିଲାମ ୨୦୨୬: ୨୦ ବର୍ଷୀୟ ପ୍ରଶାନ୍ତ ବୀରଙ୍କ ହାଇ ଡିମାଣ୍ଡ, ୧୪.୨୦ କୋଟିରେ କିଣିଲା ଚେନ୍ନାଇ

ନୂଆଦିଲ୍ଲୀ,୧୬।୧୨: IPL ନିଲାମ ଇତିହାସରେ ସବୁଠାରୁ ମହଙ୍ଗା ଅନ୍‌କ୍ୟାପ୍ଡ୍ ଖେଳାଳି ଭାବେ ଉତ୍ତର ପ୍ରଦେଶର ଯୁବ ତାରକା ପ୍ରଶାନ୍ତ ବୀର ରେକର୍ଡ କରିଛନ୍ତି। ଚେନ୍ନାଇ ସୁପର...

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆଇପିଏଲ୍ ନିଲାମ: ଧୋନୀ ତିଆରି କରିଥିଲେ ଏହି ବୋଲରଙ୍କୁ, ୧୮ କୋଟି ଟଙ୍କାରେ କିଣିଲା କୋଲକାତା

ଆବୁଧାବି,୧୬।୧୨: କୋଲକାତା ନାଇଟ୍ ରାଇଡର୍ସ (KKR) ଚଳିତ IPL ମିନି ନିଲାମରେ ବଡ଼ ଧରଣର ଖର୍ଚ୍ଚ କରିଛି। ଅଷ୍ଟ୍ରେଲିଆର ଅଲରାଉଣ୍ଡର କ୍ୟାମେରନ୍ ଗ୍ରୀନ୍‌ଙ୍କୁ ୨୫.୨୦ କୋଟି...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri