୨୦୨୪ ଓସ୍କାର ପୁରସ୍କାର ଘୋଷଣା: କ୍ରିଷ୍ଟୋଫର ଶ୍ରେଷ୍ଠ ନିର୍ଦ୍ଦେଶକ

ଓ୍ବାଶିଂଟନ,୧୧ା୩: ପ୍ରତ୍ୟେକ ଷ୍ଟାର୍‌ ଓସ୍କାର ଜିତିବାର ସ୍ବପ୍ନ ଦେଖନ୍ତି। ଏକାଡେମୀ ପୁରସ୍କାର ଦୁନିଆର ସବୁଠାରୁ ଲୋକପ୍ରିୟ ପୁରସ୍କାର ସମାରୋହ ମଧ୍ୟରୁ ଅନ୍ୟତମ।  ୧୦ ମାର୍ଚ୍ଚ ୨୦୨୪ରେ ଲସ୍‌ ଏଞ୍ଜେଲ୍ସର ଡଲବି ଥିଏଟରରେ ୯୬ତମ ଏକାଡେମୀ ପୁରସ୍କାର ଅନୁଷ୍ଠିତ ହୋଇ ମାର୍ଚ୍ଚ ୧୧ ରେ ଓଟିଟି ପ୍ଲାଟଫର୍ମ ଡିଜ୍‌ନି ପ୍ଲସ ହଟ୍‌ଷ୍ଟାରରେ ଭାରତରେ ସିଧା ପ୍ରସାରଣ କରାଯାଇଛି।

ଚଳିତବର୍ଷ ପାଇଁ କ୍ରିଷ୍ଟୋଫର ନୋଲାନ ‘ଓପନହାଇମର’ ପାଇଁ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ଓସ୍କାର ପୁରସ୍କାର ଜିତିଛନ୍ତି। ବ୍ରିଟେନର ୫୩ ବର୍ଷୀୟ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତି ତାଙ୍କ କ୍ୟାରିଅରରେ ଖୁବ୍‌ ସମାଲୋଚିତ ହୋଇଥିଲେ, କିନ୍ତୁ ଏପର୍ଯ୍ୟନ୍ତ ସେ କେବେବି ଓସ୍କାର ଜିତି ନ ଥିଲେ। ସେ ୨୦୧୭ରେ ‘ଡଙ୍କିର୍କ’ ନିର୍ଦ୍ଦେଶନା ପାଇଁ ଏବଂ ୨୦୧୦ରେ ‘ଇନ୍ସପେସନ୍‌’ ଏବଂ ୨୦୦୧ରେ ‘ମେମେଣ୍ଟୋ’ ପାଇଁ ମୂଳ ସ୍କ୍ରିନ ସ୍କ୍ରିପ୍‌ ପାଇଁ ମନୋନୀତ ହୋଇଥିଲେ।

ନୋଲାନ ଜୋନାଥନ ଗ୍ଲେଜରଙ୍କ ‘ଦ ଜୋନ୍‌ ଅଫ୍‌ ଇଣ୍ଟରେଷ୍ଟ’, ୟର୍ଗୋସ ଲାଣ୍ଟିମୋସଙ୍କ ‘ପୋର୍‌ ଥିଙ୍ଗ୍‌ସ’, ମାର୍ଟିନ ସ୍କୋର୍ସେଙ୍କ ‘କିର୍ଲ୍‌ସ ଅଫ୍‌ ଦ ଫ୍ଲାଓ୍ବାର ମୁନ୍‌’ ଏବଂ ଜଷ୍ଟିନ୍‌ ଟ୍ରାଇଟ୍‌ଙ୍କ ‘ଆନାଟୋମି ଅଫ ଫଲ୍‌’କୁ ପରାସ୍ତ କରିଥିଲେ।
ତାଙ୍କ ସ୍ତ୍ରୀ ଏମା ଥୋମାସ୍‌ ନୋଲାନଙ୍କୁ ଉତ୍ସାହିତ କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri