Posted inଜାତୀୟ

‘ରାହୁଲ କହିଲେ ବାରାଣସୀରୁ ଲଢ଼ିବି’

ଓ୍ବାୟାନାଡ୍‌,୨୨ା୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଲେ ବାରାଣସୀ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର କହିଛନ୍ତି। ରାହୁଲ ପ୍ରାର୍ଥୀ ହୋଇଥିବା କେରଳର ଓ୍ବାୟନାଡ୍‌ରେ ପ୍ରଚାର ପାଇଁ ୨ ଦିନିଆ ଗସ୍ତରେ ଭଉଣୀ ପ୍ରିୟଙ୍କା ଯାଇଥିଲେ। ଫେରିବା ବେଳେ ପ୍ରିୟଙ୍କା ଗଣମାଧ୍ୟମକୁ କହିଛନ୍ତି, ସେ ବାରାଣସୀରେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛନ୍ତି। ତେବେ ଏଥିପାଇଁ ରାହୁଲଙ୍କ ଅନୁମତି ଆବଶ୍ୟକ। ପ୍ରକାଶ ଯେ ବାରାଣସୀ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର।


All Right Reserved By

ଦୁର୍ଘଟଣାରେ ଉନ୍ନାଓ ପୀଡ଼ିତା ଗୁରୁତର, ଜଣେ ମୃତ

ରାଏ ବରେଲି/ଉନ୍ନାଓ,୨୯ା୭(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ ଜଣେ ଆଇନଜୀବୀ କାର୍‌ରେ ଯାଉଥିବାବେଳେ ଏକ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେବାରୁ...

ଲିଭରର ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର…

ଅଶ୍ୱତ୍ଥ(ଓସ୍ତ)ପତ୍ରର ଅନେକ ଔଷଧୀୟ ଗୁଣ ରହିଛି। ଏହା ବିଭିନ୍ନ ଲିଭର ସମସ୍ୟାରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଅଶ୍ୱତ୍ଥ ପତ୍ରକୁ ଶୁଖାଇ ସେଥିରେ...

ପରିବାର ଲୋକ ଶୁଦ୍ଧିକ୍ରିୟା ସାରିବାର କିଛି ସମୟ ପୂର୍ବରୁ ଘରେ ପହଞ୍ଚିଲେ ମୃତ ଘୋଷିତ କୃଷକ

ହାସନ,୨।୭: କର୍ନାଟକ ହାସନରେ ଏକ ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଜଣେ କୃଷକ ନିଜ ପରିବାର କଳହରୁ ଅତିଷ୍ଠ ହୋଇ ଘରଛାଡ଼ି ନିଜ...

୨୭ ହଜାର ଯବାନ ହେବେ ଛଟେଇ

ନୂଆଦିଲ୍ଲୀ,୧୩।୮: ଭାରତୀୟ ସେନାର ୨୭ ହଜାର ଯବାନଙ୍କୁ ଛଟେଇ କରାଯିବ। ଏହାଦ୍ୱାରା ୧୬ ଶହ କୋଟି ଟଙ୍କା ସଞ୍ଚୟ ହେବ ବୋଲି ସେନା ପକ୍ଷରୁ ସୂଚନା...

ଅକ୍ସିଜେନ୍‌ ସିଲିଣ୍ଡର ସହ ୟୁପିଏସ୍‌ସି ପରୀକ୍ଷା ହଲ୍‌ରେ ବସିଲେ ଛାତ୍ରୀ

ନୂଆଦିଲ୍ଲୀ,୩।୬: ଗମ୍ଭୀର ହାଡ଼ ଜନିତ ସମସ୍ୟା ଓ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେଉଥିଲେ ମଧ୍ୟ ନିଜର ମନୋବଳକୁ ଦୃଢ ରଖିଛନ୍ତି କେରଳର ୨୪ ବର୍ଷୀୟା...

ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ଜମ୍ମୁ-କଶ୍ମୀରରେ ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ,୧୬।୮: ପାକିସ୍ତାନ ଆତଙ୍କବାଦୀଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରେ ଆକ୍ରମଣ ଆଶଙ୍କା କରି ଶୁକ୍ରବାର ଅପରାହ୍ନରେ ଭାରତୀୟ ବାୟୁସେନା ଓ ସ୍ଥଳ ସେନାଙ୍କୁ ସଜାଗ ରଖାଯିବା ସହ ସେଠାରେ...

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ...

ବଳାତ୍କାରୀଙ୍କ ଜିଭକୁ କାମୁଡି ଛିଣ୍ଡାଇଲେ ଯୁବତୀ

ଜୟପୁର,୨୭।୭: ରାଜସ୍ଥାନ ଜୟପୁରରୁ ଚିତ୍ରକୁଟ ଯିବାଲାଗି ଜଣେ ୨୧ ବର୍ଷୀୟା ଯୁବତୀ ଓଲା କ୍ୟାବ ବୁକ୍‌ କରିଥିଲେ। ସେ ଟ୍ୟାକ୍ସିରେ ବସିବାକୁ ଯିବା ସମୟରେ ପୁର୍ବରୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *