୨୦୨୬ ଆରମ୍ଭରୁ ୪ ଅଦ୍ଭୁତ ରାଜଯୋଗ: ଏସବୁ ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ସଫଳତା ସହ ଅପାର ଧନଲାଭ…

ଆଉ ଦୁଇ ସପ୍ତାହ ପରେ ଆସିବ ନୂଆବର୍ଷ ୨୦୨୬। ଏହାକୁ ନେଇ ଏବେଠାରୁ  ଉତ୍କଣ୍ଠା ବଢ଼ିବାରେ ଲାଗିଲାଣି। ଏମିିତିରେ ଜ୍ୟୋତିଷମାନେ ମଧ୍ୟ ନୂଆ ବର୍ଷ କାହାପାଇଁ କିଭଳି ଯିବ ସେନେଇ ଜଣାଇବା ଆରମ୍ଭ କରିଛନ୍ତି। ଆଜି ଆମେ ସେହି ବିଷୟରେ ଜଣାଇବୁ।
ଜ୍ୟୋତିଷଶାସ୍ତ୍ର ମୁତାବକ ୨୦୨୬ରେ ଅନେକ ଗ୍ରହ ରାଶି ପରିବର୍ତ୍ତନ କରି ଶୁଭଫଳ ପ୍ରଦାନ କରିବା ସହ ୪ ରାଜଯୋଗ ସୃଷ୍ଟି କରୁଛନ୍ତି। ଏହାର ପ୍ରଭାବ ମାନବ ଜୀବନ ଏବଂ ଦେଶ ଦୁନିଆ ଉପରେ ପଡ଼ିବ। ଏହାଦ୍ୱାରା କିଛି ରାଶିର ଗୋଲ୍ଡେନ ଟାଇମ୍‌ ଆରମ୍ଭ ହୋଇପାରେ। ନୂଆ ଚାକିରି ସହ ଅପାର ଧନଲାଭ ହୋଇପାରେ। ଆସନ୍ତୁ ଜାଣିବା ଏହି ରାଶିଗୁଡ଼ିକ କ’ଣ…
ତୁଳା ରାଶି:
ଏହି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ୪ ରାଜଯୋଗ ଲାଭପ୍ରଦ ସାବ୍ୟସ୍ତ ହୋଇପାରେ। ଏହି  ସମୟରେ ଆକସ୍ମିକ ଧନଲାଭ ହୋଇପାରେ। ଏଥିସହ ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ପୂରଣ ହେବ। ମାନସିକ ସନ୍ତୁଳନ ବୃଦ୍ଧି ପାଇବ। ସେହିଭଳି ଏହି ସମୟରେ ପୁରୁଣା ନିବେଶ ଏବଂ ଯୋଜନାର ଲାଭ ମିଳିବାର ସମ୍ଭାବନା ଅଛି। ସାମାଜିକ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଏହି ସମୟରେ ଆପଣ ଦେଶ ବିଦେଶକୁ ଯାତ୍ରା କରିପାରିବେ। ଆପଣଙ୍କ ସାହସ ଏବଂ ପରାକ୍ରମ ବୃଦ୍ଧି ପାଇବ। ଧନ ସଞ୍ଚୟ କରିବାରେ ସଫଳ ହେବେ।
ମିଥୁନ ରାଶି:
୪ ରାଜଯୋଗ ହେବା ମିଥୁନ ରାଶି ଜାତକଧାରୀଙ୍କ ପାଇଁ ଅନୁକୂଳ ସାବ୍ୟସ୍ତ ହୋଇପାରେ। ଏହି ସମୟରେ ଆପଣଙ୍କ କାମ ସହ କାରବାରରେ ଉନ୍ନତି ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କ୍ୟାରିୟରରେ ନୂତନ ଅବସର ଏବଂ ପଦୋନ୍ନତିର ଯୋଗ ସୃଷ୍ଟି ହେଉଛି। ସେହିଭଳି  ଧନଲାଭ ଯେଭଳି ସମ୍ପତ୍ତି, ଯାଗା, ପୁରୁଣା ନିବେଶରୁ ଲାଭ ପାଇବେ। ବେରୋଜଗାର ବ୍ୟକ୍ତିଙ୍କୁ ଚାକିରି ମିଳିପାରେ। ବ୍ୟବସାୟୀ ମାନଙ୍କର ପ୍ରଚୁର ଧନଲାଭ ହୋଇପାରେ।
ବୃଷ ରାଶି:
ଏହି ରାଶିର ଜାତକଧାରୀଙ୍କ ପାଇଁ ୪ ରାଜଯୋଗ ଲାଭଦାୟକ ରହିବ। ଚାକିରି ସହ ବ୍ୟବସାୟରେ ଉନ୍ନତି ଯୋଗ ରହିଛି। ସମ୍ମାନ ସହ ପ୍ରତିଷ୍ଠା ବୃଦ୍ଧି ପାଇବ। ପୁରୁଣା କରଜ ଶୁଝିବେ। ଆଧ୍ୟାତ୍ମିକ ବିଚାର ସହ ଭୌତିକ ସୁଖ ବୃଦ୍ଧି ପାଇବ। କାମ ସହ କାରୋବାର ସମ୍ବନ୍ଧରେ ଯାତ୍ରା କରିପାରିବେ ଯାହାକି ଲାଭକାରୀ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri