ଆଜି ରାଜ୍ୟରୁ ୨୦୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୦୯୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୮୪ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୬, ସୁନ୍ଦରଗଡ଼ରୁ ୨୫, ବାଲେଶ୍ୱର ଏବଂ ସମ୍ବଲପୁରରୁ ୧୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧୨, ବରଗଡ଼ ୨, ଭଦ୍ରକ ୨, ବଲାଙ୍ଗୀର ୨, କଟକ ୧୯, ଦେବଗଡ଼ ୨, ଗଜପତି ୬, ଗଞ୍ଜାମ ୪, ଜଗତସିଂହପୁର ୯, ଯାଜପୁର ୪, ଝାରସୁଗୁଡ଼ା ୧, କଳାହାଣ୍ଡି ୪, କନ୍ଧମାଳ ୨, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୪, କୋରାପୁଟ ୨,ମାଲକାନଗିରି ୨, ମୟୂରଭଞ୍ଜ ୮, ନବରଙ୍ଗପୁର ୧୨, ନୟାଗଡ଼ ୪, ନୂଆପଡ଼ା ୧୧, ପୁରୀ ୪, ରାୟଗଡ଼ାରୁ ୪ ଏବଂ ସୋନପୁରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୦।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୦୯୦ରେ ପହଞ୍ଚିଥିବା ବେଳେ ୧୩,୨୩,୪୩୭ ଜଣ ସୁସ୍ଥ ହୋଇଛନ୍ତି। ୧୪୦୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ସହରରୁ ଉଠିଲା ଶଟ୍‌ଡାଉନ୍‌: ରାତି ୯ରୁ ଲାଗୁ ହେବ ଲକ୍‌ଡାଉନ୍‌

ଛତ୍ରପୁର,୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ରାତି ୯ ଟାରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ହେବ। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଲକ୍‌ଡାଉନ୍‌ ପକ୍ରିୟା ଜାରି ରହିବ। ଅପରପକ୍ଷରେ...

ପରୀକ୍ଷା ଫି’ ଫେରାଇବାକୁ ବିଚାରକର

ନୂଆଦିଲ୍ଲୀ, ୧୫ା୭: କୋଭିଡ୍‌ ମହାମାରୀ ଯୋଗୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ଚଳିତ ବର୍ଷ ବାତିଲ...

୮ ଟନ୍‌ ଚୋରି ହାର୍ଡ-କୋକ୍‌ ଜବତ

ଚୌଦ୍ୱାର,୧୮ା୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳ ଅଞ୍ଚଳରୁ ଚୋରି ହୋଇଥିବା ଏକ ହାର୍ଡ-କୋକ୍‌ ଟ୍ରକ୍‌କୁ ଚୌଦ୍ୱାର ପୋଲିସ ୫୫ନମ୍ବର ଜାତୀୟ ରାଜପଥର କଜଳଖଣା...

ରାଜେନ୍ଦ୍ର ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତି

ଭୁବନେଶ୍ୱର, ୧୯।୬(ବ୍ୟୁରୋ)- ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ଭବାନିପାଟଣା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରିଛନ୍ତି ରାଜ୍ୟପାଳ। ଏନେଇ ଶୁକ୍ରବାର ରାଜଭବନ ପକ୍ଷରୁ ବିଜ୍ଞପ୍ତି...

ଓଡ଼ିଶାରେ ପହଞ୍ଚିଲା ୯ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର,୨।୭: ରାଜ୍ୟରେ ଶୁକ୍ରବାର ୯ଲକ୍ଷ ୪୩ ହଜାର ୯୩୦ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି।...

ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି

ପୁରୀ ଅଫିସ, ୨୨ା୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା।...

ସର୍ବସାଧାରଣଙ୍କ ପାଇଁ ୫ରୁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଆସନ୍ତା ୫ତାରିଖରୁ ରାଜଭବନ ଉଦ୍ୟାନ ସର୍ବସାଧାରଣ ଓ ଛାତ୍ରୀଛାତ୍ରଙ୍କ ପାଇଁ ଖୋଲିବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଅନୁମତି କ୍ରମେ ଜାନୁୟାରୀ ୫ରୁ...

ଦୁବାଇରେ ଚାକିରି ଦେବାକୁ କହି ୫ ଲକ୍ଷ ନେଇଗଲେ

ଦିଗପହଣ୍ଡି,୨୯ା୮(ଡି.ଏନ.ଏ.): ଦୁବାଇରେ ଚାକିରି ଦେବାକୁ କହି ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝରିପଦର ଗ୍ରାମର ୮ ଯୁବକଙ୍କଠାରୁ ସାଇବର୍‌ ଦଲାଲ୍‌ମାନେ ୫ ଲକ୍ଷ ଟଙ୍କା ଠକି...

Advertisement
Archives

Model This Week