କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୨୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୨୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୨୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୧ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୦ ଏବଂ ବଲାଙ୍ଗୀରରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୫, ବରଗଡ଼ ୧୧, ଭଦ୍ରକ ୩, ବୌଦ୍ଧ ୧, କଟକ ୧୦, ଦେବଗଡ଼ ୪, ଗଜପତି ୩, ଯାଜପୁର ୭, ଝାରସୁଗୁଡ଼ା ୨, କଳାହାଣ୍ଡି ୪, କନ୍ଧମାଳ ୪, କେନ୍ଦ୍ରାପଡ଼ା ୨, କୋରାପୁଟ ୧, ମୟୂରଭଞ୍ଜ ୯, ନବରଙ୍ଗପୁର ୮, ନୟାଗଡ଼ ୭, ନୂଆପଡ଼ା ୧୦, ପୁରୀ ୯, ରାୟଗଡ଼ା୪, ସମ୍ବଲପୁରରୁ ୮ ଏବଂ ସୋନପୁରର ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୨୬୪ରେ ପହଞ୍ଚିଥିବା ବେଳେ ୧୩,୧୩,୬୭୯ ଜଣ ସୁସ୍ଥ ହୋଇଛନ୍ତି। ୫୭୯୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?