କରୋନା ପାଇଁ ଘୁଞ୍ଚିଲା: ଏପ୍ରିଲ ୨୫ରେ ବାର୍‌ ଆସୋସିଏଶନ ନିର୍ବାଚନ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ପାଇଁ ସମସ୍ତ ବାର୍‌ ଆସୋସିଏଶନ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ମାାର୍ଚ୍ଚ ୨୮ ତାରିଖରେ ନିର୍ବାଚନ ହେବାର ରହିଥିଲା। ମାତ୍ର ଏବେ ତାହା ଘୁଞ୍ଚାଯାଇ ଏପ୍ରିଲ ୨୫କୁ ଦିନ ଧାର୍ଯ୍ୟ ହୋଇଛି। ଏ ନେଇ ଓଡ଼ିଶା ବାର୍‌ କାଉନ୍‌ସିଲ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବ୍ରିଟିଶ ଅମଳର ପୋଲ

ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ...

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇପାରିବେନି କର୍ମଚାରୀ

କଟକ ଅଫିସ୍‌,୩୦।୫: କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇବା ଏବଂ ବଦଳି ହେବାକୁ ନ ଚାହିଁବାର ଆଇନଗତ କିମ୍ବା ବୈଧାନିକ ଅଧିକାର ସରକାରୀ...

ପାଣି ସମସ୍ୟା ଦୂର ନ ହେଲେ ଭୋଟ ବର୍ଜନ

ଖୋର୍ଦ୍ଧା ଅଫିସ,୩୧ା୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ପଦକ୍ଷେପ...

CORONAVIRUS UPDATE: ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ ରେ ପହଞ୍ଚିଲା

ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି।...

CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୩: ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭...

ମୁଖ୍ୟମନ୍ତ୍ରୀଙ୍କୁ ଖୋଜି ବାହାରିଲା ଭାଜପା, ପଛରେ ବିଜେଡି; ନବୀନ ନିବାସ ଆଗରେ ସ୍ବାଗତ ପାଇଁ ଅପେକ୍ଷା

ଭୁବନେଶ୍ୱର,୧୮।୩(ବ୍ୟୁରୋ): ବିଧାନସଭାରେ ଶାସକ-ବିରୋଧୀ ଦଳ ମୁହାଁମୁହିଁ ସ୍ଥିତି ଲାଗି ରହିଥିବା ବେଳେ ଗୁରୁବାର ବାହାରେ ହାଇଡ୍ରାମା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଜିବା ପାଇଁ...

ଓଡ଼ିଶା ବଜାରରେ ‘ନ୍ୟୁ ଟିଭିଏସ୍‌ ରୋନିନ୍‌’

ଭୁବନେଶ୍ୱର,୫।୮:ଦେଶର ପ୍ରମୁଖ ଦୁଇ ଓ ତିନି ଚକିଆ ଯାନ ନିର୍ମାତା ‘ଟିଭିଏସ୍‌ ମୋଟର’ ପକ୍ଷରୁ ଓଡ଼ିଶା ବଜାରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ରେଟ୍ରୋ ମୋଟର ସାଇକେଲ...

Advertisement
Archives

Model This Week