2036 Olympics: ଓଡ଼ିଶାରେ ହେବ ହକି, ଅହମ୍ମଦାବାଦ, ମୁମ୍ବାଇକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ

ନୂଆଦିଲ୍ଲୀ,୯।୧: ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍‌ରେ ଅହମଦାବାଦକୁ ଆୟୋଜକ ସହର ଉଲ୍ଲେଖ କରାଯାଇଛି।

ଭୁବନେଶ୍ୱରରେ ଅଲିମ୍ପିକ ହକି ଆୟୋଜନ ପାଇଁ ପ୍ରସ୍ତାବ ରହିଛି। ସେହପରି ମୁମ୍ବାଇରେ କ୍ରିକେଟ, ଭୋପାଳରେ ରୋଇଂ ପୁଣେରେ କାନୋଇଂ/କାୟାକିଂ ଆୟୋଜନର ଯୋଜନା ରହିଛି। ଆୟୋଜକ ସହର ଅହମ୍ମଦାବାଦରେ ଆଥଲେଟିକ୍ସ, ବାସ୍କେଟବଲ, ଭଲିବଲ, ଆକ୍ୱାଟିକ୍‌, ଟେନିସ, ସ୍ପୋର୍ଟ କ୍ଲାଇମ୍ବିଂ, ଅର୍ବାନ ସ୍ପୋଟର୍‌ସ ଓ ଶୁଟିଂ ଆଦି ଇଭେଣ୍ଟର ଆୟୋଜନ ପାଇଁ ପ୍ରସ୍ତାବ ରହିଛି।

ତେବେ ଏନେଇ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି ଯାହା ନିଷ୍ପତ୍ତି ନେବ। ଅଲିମ୍ପିକ୍ସ ଆୟୋଜନ ନେଇ ଭାରତ ଗତ ଅକ୍ଟୋବରରେ ଏହାର ଆଗ୍ରହ ଦେଖାଇଥିଲା। ଆଇଓସିରେ ଖୁବ୍‌ ଶୀଘ୍ର ଭାରତ ଏହାର ବିଡ୍‌ ଦାଖଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri