2036 Olympics: ଓଡ଼ିଶାରେ ହେବ ହକି, ଅହମ୍ମଦାବାଦ, ମୁମ୍ବାଇକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ

ନୂଆଦିଲ୍ଲୀ,୯।୧: ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍‌ରେ ଅହମଦାବାଦକୁ ଆୟୋଜକ ସହର ଉଲ୍ଲେଖ କରାଯାଇଛି।

ଭୁବନେଶ୍ୱରରେ ଅଲିମ୍ପିକ ହକି ଆୟୋଜନ ପାଇଁ ପ୍ରସ୍ତାବ ରହିଛି। ସେହପରି ମୁମ୍ବାଇରେ କ୍ରିକେଟ, ଭୋପାଳରେ ରୋଇଂ ପୁଣେରେ କାନୋଇଂ/କାୟାକିଂ ଆୟୋଜନର ଯୋଜନା ରହିଛି। ଆୟୋଜକ ସହର ଅହମ୍ମଦାବାଦରେ ଆଥଲେଟିକ୍ସ, ବାସ୍କେଟବଲ, ଭଲିବଲ, ଆକ୍ୱାଟିକ୍‌, ଟେନିସ, ସ୍ପୋର୍ଟ କ୍ଲାଇମ୍ବିଂ, ଅର୍ବାନ ସ୍ପୋଟର୍‌ସ ଓ ଶୁଟିଂ ଆଦି ଇଭେଣ୍ଟର ଆୟୋଜନ ପାଇଁ ପ୍ରସ୍ତାବ ରହିଛି।

ତେବେ ଏନେଇ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି ଯାହା ନିଷ୍ପତ୍ତି ନେବ। ଅଲିମ୍ପିକ୍ସ ଆୟୋଜନ ନେଇ ଭାରତ ଗତ ଅକ୍ଟୋବରରେ ଏହାର ଆଗ୍ରହ ଦେଖାଇଥିଲା। ଆଇଓସିରେ ଖୁବ୍‌ ଶୀଘ୍ର ଭାରତ ଏହାର ବିଡ୍‌ ଦାଖଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri