Posted inଜାତୀୟ

ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୯ା୩: କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାର ସନ୍ଧ୍ୟାରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମାର୍ଚ୍ଚ ୧୯ରୁ ୩୧ ପର୍ଯ୍ୟନ୍ତ ହେବାକୁ ଥିବା ସିବିଏସ୍‌ଇ ବୋର୍ଡ ପରୀକ୍ଷା ବନ୍ଦ ରହିବ। ୩୧ ତାରିଖ ପରେ ନୂଆ ପରୀକ୍ଷା କାର୍ଯ୍ୟସୂଚୀ ସ୍ଥିର ହେବ। ସେହିପରି ଉତ୍ତରପୂର୍ବ ଦିଲ୍ଲୀରେ ପୁନର୍ବାର ହେବାକୁ ଥିବା ପରୀକ୍ଷାକୁ ମଧ୍ୟ ବନ୍ଦ ରଖାଯାଇଛି। ପରୀକ୍ଷାର ନୂଆ କାର୍ଯ୍ୟସୂଚୀ ସମ୍ପର୍କରେ ୩୧ ସୁଦ୍ଧା ଜଣାଇ ଦିଆଯିବ।


All Right Reserved By Dharitri.Com

୭ ଶହ ବର୍ଷ ଧରି ରାଜପୁତ୍‌ ପରିବାର ଦରଘାରେ କରୁଛନ୍ତି ସେବା: ମୁସଲମାନ୍‌ ଯୁବକ ଛଟ୍‌ ଘାଟ କରନ୍ତି ସଫା

ଇନ୍ଦୋର,୧୦।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ମଧ୍ୟପ୍ରଦେଶ ଇନ୍ଦୋରର ନନ୍ଦଲାଲ୍‌ପୁରା ଛକରେଥିତ୍ବା ହଜରତ୍‌ ଦୁଲ୍ଲା ସୈୟଦ୍‌ ସରକାରଙ୍କ...

ଆମେରିକାରେ ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି ନ୍ୟୁୟର୍କ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ...

ନୀତୀଶଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କର ରବିବାର ଜନ୍ମଦିନ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌ କରି...

୫୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୭ା୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨, ୩୪୦ରେ ପହଞ୍ଚିଛି। ପ୍ରାଣ ହରାଇଲେଣି ୧,୭୬୮ ଲୋକ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସ୍ଥିତି କ୍ରମଶଃ ଜଟିଳ...

ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଦିଲ୍ଲୀ ଭୋଟିଂ ତାରିଖ ମନୋଜ ତିଓ୍ବାରୀଙ୍କୁ ଥିଲା ଜଣା: ଏଏପି

ନୂଆଦିଲ୍ଲୀ,୭।୧: ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା ହୋଇଛି। ତେବେ ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଭୋଟିଂ ତାରିଖ...

ରୋହତାଙ୍ଗ୍‌ରେ ବରଫପାତ: ଅଟକି ରହିଲା ୧୫୦ ଗାଡ଼ି; ୨ଶହ ଲୋକ ଉଦ୍ଧାର

କୁଲ୍ଲୁ/ମନାଲି,୮।୧୦: ରୋହତାଙ୍ଗ୍‌ରେ ପ୍ରବଳ ବରଫପାତ ଜାରି ରହିଛି। ରାସ୍ତାରେ ଅଧଫୁଟ ବରଫ ଜମି ରହିବାରୁ ଯାନାବାହନ ଯାତାୟାତ କରିବା ସମ୍ଭବ ହୋଇ ପାରୁନାହିଁ। ସୋମବାର ରାତିରେ...

ସୁସ୍ଥ ଭବିଷ୍ୟତ ଆଡ଼କୁ ଭାରତ

ନୂଆଦିଲ୍ଲୀ,୩୦-୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ରଙ୍ଗାରଙ୍ଗ ଉତ୍ସବରେ ‘ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ’ର ଶୁଭାରମ୍ଭ କରିଛନ୍ତି। ଭାରତକୁ ସୁସ୍ଥ ଭବିଷ୍ୟତ ଆଡ଼କୁ ଆଗେଇନେବାରେ ଏହା ସମୟର...

ଆଜମ୍‌ ଖାଁଙ୍କ ବିରୋଧରେ ୨ ହଜାରରୁ ଅଧିକ ଗଛ କାଟିବା ଅଭିଯୋଗ

ଲକ୍ଷ୍ନୌ,୨୪।୮: ଉତ୍ତରପ୍ରଦେଶ ରାମପୁର ଲୋକସଭା ଆସନରୁ ସମାଜବାଦୀ ପାର୍ଟିର ଏମ୍‌ପି ଥିବା ଆଜମ୍‌ ଖାଁଙ୍କ ବିରୋଧରେ ଏବେ ଏକ ନୂଆ ବିବାଦ ମୁଣ୍ଡ ଟେକିଛି। ତାଙ୍କ...

Leave a comment

Your email address will not be published. Required fields are marked *