Posted inଜାତୀୟ

ମଧ୍ୟପ୍ରଦେଶରେ ଜଳ ସଙ୍କଟ: ପାଣି ଉପରେ ପହରା ଲଗାଇଲେ ସରକାର

ଭୋପାଳ,୯।୬: ମଧ୍ୟପ୍ରଦେଶର କେତେକ ଅଞ୍ଚଳରେ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ କମଳନାଥ ଜଳ ଯୋଗାଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଟ୍ୟାଙ୍କରରେ ବିଭିନ୍ନ ଅଞ୍ଚଳରେ ଲୋକଙ୍କୁ ପାଣି ଯୋଗାଇ ଦିଆଯାଇଛି। ତେବେ ପାଣିକୁ ନେଇ କେତେକ ଅଞ୍ଚଳରେ ଗଣ୍ଡଗୋଳ ହେଉଥିବାରୁ ସୁରକ୍ଷା ଦୃଷ୍ଟିରୁ ଏସବୁଠାରେ ପୋଲିସ ମୁତୟନ କରାଇବାକୁ ଗୃହମନ୍ତ୍ରୀ ବାଲା ବଚ୍ଚନ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପାଣି ଉପରେ ପହରା ନିର୍ଦ୍ଦେଶକୁ ନେଇ ରାଜ୍ୟରେ ଚର୍ଚ୍ଚା ଆରମ୍ଭ ହୋଇଛି।


All Right Reserved By Dharitri.Com

ପ୍ରଶ୍ନ କରି ଅଧୀର ହଟହଟା: ଜମ୍ମୁ-କଶ୍ମୀର କ’ଣ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ

ନୂଆଦିଲ୍ଲୀ,୭ା୮(ପି.ଟି. ) : ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ୍‌ ଲୋକ ସଭାରେ ଆଗତ ବେଳେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଅଜବ ପ୍ରଶ୍ନ ଉଠାଇ ଅଡ଼ୁଆରେ...

ଦିନକୁ ମାଗଣାରେ ୭୦ ଲିଟର ପାଣି ଯୋଗାଇଦେବେ ରାଜସ୍ଥାନ ସରକାର

ଜୟପୁର,୨୨।୮: ରାଜସ୍ଥାନର ପାଖାପାଖି ୧୩ଟି ମରୁଡି ପ୍ରବଣ ବା ଶୁଷ୍କ ଜିଲାରେ ପ୍ରତିପରିବାରକୁ ଦିନକୁ ୭୦ ଲିଟର ପାଣି ମାଗଣାରେ ଯୋଗାଇ ଦେବେ ବୋଲି ରାଜସ୍ଥାନ...

ସାଢ଼େ ୮ ଲକ୍ଷ ଟଙ୍କାର ପିଆଜ ଚୋରି

ପାଟନା,୨୪।୯: ଦିନକୁ ଦିନ ପିଆଜ ଦାମ ଆକାଶ ଛୁଆଁ ହେବାରେ ଲାଗିଛି। ଏବେ ଏହା ବଜାରରେ କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଛି। ପିଆଜ କାରବାରରେ...

ଦ୍ୱିତୀୟ ଇନିଂସ୍‌ର ପ୍ରଥମ ‘ମନ୍‌ କି ବାତ୍‌’: ଚିଠି ଦେଉଛି ପ୍ରେରଣା କହିଲେ ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ପ୍ରଥମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ନିଜ ମନର କଥା ରବିବାର ଖୋଲି କହିଛନ୍ତି। ଅଲ୍‌...

ପ୍ରଥମଥର ଭୋଟ ଦେଇ ଅନୁଭୂତି କହିଲେ ପ୍ରିୟଙ୍କାଙ୍କ ପୁଅ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ କରାଯାଇଛି। ଏଥିରେ ଅନେକ ନୂଆ ଭୋଟର ନିଜର ମତ ସାବ୍ୟସ୍ତ କରିଥିବା ବେଳେ କଂଗ୍ରେସ...

ପୁଲଓ୍ବାମାରେ ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ: ସର୍ଚ୍ଚ ଅପରେଶନ ଜାରି

ଶ୍ରୀନଗର,୨୯।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମାର ଦ୍ରବଗାମ ଅଞ୍ଚଳରେ ମଙ୍ଗଳବାର ଦ୍ୱିପହରରେ ସେନାର ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ କେହି ଆହତ ହୋଇ...

ଶୁଖୁନି ସିଏଏ କ୍ଷତ

ନୂଆଦିଲ୍ଲୀ,୨ା୩: ଠିକ୍‌ ସପ୍ତାହେ ତଳେ ଜାତୀୟ ରାଜଧାନୀର ଉତ୍ତର-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିଲା ହିଂସା। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷବାଦୀ ଓ...

ଇଭାଙ୍କାଙ୍କ ସହ ସେଲ୍‌ଫି ନେଲେ ପ୍ରଶଂସକ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା ଟ୍ରମ୍ପ ଓ ଜ୍ୱାଇଁ ଜେରେଡ ସୋମବାର ଭାରତ ଗସ୍ତରେ ଆସିଛନ୍ତି।...

Leave a comment

Your email address will not be published. Required fields are marked *