ପକ୍ଷାଘାତରେ ପୀଡ଼ିତ ଅଶୋକ: ଚିକିଛା ଲାଗି ଟଁକା ବାଧକ

ଖଡିଆଳ, ୨୦।୩ (ଡି.ଏନ୍‌.ଏ.)-
ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନ(୪୨)। ସେ ଆଏଜ୍‌କେ ୧୫ ଦିନ୍‌ ତଲେ ପକ୍ଷାଘାତ ରୋଗ୍‌ରେ ଆକ୍‌ରଁ। ତ ହେଇଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି କରି ଭଗବାନ ଭରସାରେ ଘରେ ପଡ଼ି ରହିଛନ୍‌।
ସୂଚନା ଅନ୍‌ସାରେ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନକଁର ପରିବାର କହେଲେ ମାଏକିନା ଝୁନିତା ଆର ପୁଓ ଅନୁଜକୁଁ ନେଇ ସଁସାର। ଅଶୋକ ଝନେ ଛୋଟ୍‌ ଚାଷୀ, କୁଲିମଜୁରି କରି ନିଜର କୁଟୁମ ପୁଷୁଥିଲେ। ସେ ଘରର ଝନେ ବଲି ରୁଜ୍‌ଗାରିଆ ଲୋକ୍‌। ହେଲେ ମାର୍ଚ୍ଚ ୨ ତାରିଖ ହଠାତ୍‌ ସେ ପକ୍ଷାଘାତ ରୋଗ୍‌ରେ ପଡ଼ଲେ। ତାକର ଡେବ୍‌ରି ଫାଲର ଗୋଡ଼ହାତ୍‌ ପଡ଼ିଯାଇଛେ। ସେ ଚାଲବୁଲ କରି ନାଇଁପାରବାର। ଏନ୍‌ତାଥି ମାଏକିନା ଝୁନିତା ଧାରଉଧାର କରି ତାହାକୁ ଆସର ପାସର ଡାକ୍‌ତରଖାନା ନେଇ ଚିକିଛା କରେଇଥିଲେ। ହେଲେ ଡାକ୍‌ତର ଅଶୋକକୁଁ ଭଲ କରବାକେ ହେଲେ ଉଚ ଚିକିଛା ଦରକାର ଆର ଲକ୍ଷାଧିକ୍‌ ଟଁକା ଖରଚ୍‌ ହେବା ବଲି କହିଥିଲେ। ଇଆଡ଼େ ଘରର ପରିସ୍ଥିତି ଏନ୍‌ତା ଯେ ଅଶୋକକଁର ଚିକିଛା ତ ଦୂରର କଥା ଦୁଇବେଲା ଦୁଇମୁଠା ଖାଏବାରଟା ଯୁଟାବାକେ ଝୁନିତା ଯୁଝୁଛନ୍‌। ଇ ଦିଗେ ଥାନୀଅ ପରଶାସନ ଦୁରୁଷ୍‌ଟି ଦେଇ ଅଶୋକକୁଁ ଚିକିଛା ସାହାଯ୍‌, ଅନ୍ତ୍ୟୋଦୟ ଯୋଜନାରେ ମାସିକ ୩୫ କେ.ଜି. ଚାଉଲ ଆର ଆବାସ ଯୋଜନାରେ ପକାଘର ଖଁଡ଼େ ଯୁଗେଇ ଦେବାକେ ମହେନ୍ଦ୍ର ଚଲାନ, ପ୍ରଦୀପ ଚଲାନ ପରମୁଖ ଗଁାବାସୀ ଦାବି କରିଛନ୍‌। ଇ ବାବ୍‌ଦେ ଖଡିଆଳ ବିଡିଓ ଉତ୍ତମ ବାଗକୁଁ ପଚ୍‌ରାଲାରୁ ସରକାରକଁର ନିୟମ ଅନ୍‌ସାରେ ଅଶୋକକୁଁ ଚିକିଛା ସୁବିଧା ସଂଗେ ଆବାସ ଯୋଜନାରେ ସାମିଲ କରାଯିବା ବଲି କଥା ଦେଇଛନ୍‌।


All Right Reserved By Dharitri.Com

ଜିଲାରୁ ୧୭୫ ବରିଷ୍ଠ ତୀର୍ଥଯାତ୍ରୀଙ୍କ ଋଷିକେଶ, ହରିଦ୍ୱାର ଯାତ୍ରା

କେନ୍ଦୁଝର,୧୨।୧୨(ସ୍ବ.ପ୍ର.) : ସରକାର ବରିଷ୍ଠ ନାଗରିକଙ୍କ ପାଇଁ କରିଥିବା ତୀର୍ଥକ୍ଷେତ୍ର ପରିଦର୍ଶନ ଯୋଜନାରେ କେନ୍ଦୁଝର ଜିଲାରୁ ୧୭୫ ଜଣ ଯାତ୍ରୀଙ୍କୁ ଚୟନ କରାଯାଇଛି। ଗୁରୁବାର ଏହି...

ତହସିଲ, ଜିଲାପାଳଙ୍କ ଅଫିସ୍‌ ଘେରିଲା କିଷାନ ସଂଘ

ବୌଦ୍ଧ,୧୧।୯(ସ୍ବ.ପ୍ର): ବୌଦ୍ଧ କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ଚାଷୀମାନେ ବିଭିନ୍ନ ସମସ୍ୟାରେ ରହିଛନ୍ତି । ପ୍ରତିବର୍ଷ ସ୍ବଳ୍ପ ବର୍ଷା, ବନ୍ୟା, ରୋଗପୋକ ଉପଦ୍ରବରେ ଚାଷୀମାନେ...

ହାତୀ ଆକ୍ରମଣରେ ମହିଳାଙ୍କ ଜୀବନଗଲା

ବେତନଟୀ,୨୭।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ମେରଦା ଜଙ୍ଗଲ ନିକଟ କୁସୁମପୁର ଗ୍ରାମର ଜଣେ ମହିଳାଙ୍କ ବୁଧବାର ସକାଳେ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି।...

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ଅନୁଧ୍ୟାନ କଲା ପ୍ରଶାସନ

ଛତ୍ରପୁର,୧ା୫(ଡି.ଏନ.ଏ)-ସମ୍ଭାବ୍ୟ ବାତ୍ୟା ‘ଫନୀ’ ମୁକାବିଲା ନେଇ ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଛତ୍ରପୁର ବ୍ଲକ ଓ ତହସିଲ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମଙ୍ଗଳବାର...

ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍‌ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ...

ଚିକିତ୍ସା ଅବହେଳାରୁ ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ପିଆର୍‌ଏମ୍‌ ମେଡିକାଲ କଲେଜରେ ଉତ୍ତେଜନା; କାର୍ଯ୍ୟାନୁଷ୍ଠାନ ଦାବିରେ ମୃତଦେହ ରଖି ଧାରଣା

ବାରିପଦା ଅଫିସ,୯।୬- ମୟୁରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଶନିବାର ବିଳମ୍ବିତ ରାତିରେ ଜଣେ ନାବଳିକାଙ୍କ ମୃତ୍ୟୁ...

ବିରଳ ପକ୍ଷୀ ଉଦ୍ଧାର

ବାଲିଗୁଡ଼ା,୧୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନର ତ୍ରିବେଦୀ ପାର୍କ ସମ୍ମୁଖରେ ଏକ ବିରଳ ପକ୍ଷୀ ବୁଲୁଥିବାର ଦେଖିବାକୁ ମିଳିଥିଲା। ଏହି ପକ୍ଷୀକୁ କୁକୁର ଗୋଡ଼ାଉ ଥିବାବେଳେ...

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ଅସୁସ୍ଥ: ଗୁଣିଆ ଡାକି ଝାଡ଼ିଲେ ଅଭିଭାବକ

ବନ୍ତଳା,୩୦।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅସୁସ୍ଥ ହୋଇପଡ଼ିଥିବା ୧୨ ଛାତ୍ରୀଛାତ୍ରଙ୍କୁ ଝଡ଼ାଫୁଙ୍କା କରିଛନ୍ତି ଗୁଣିଆ।...

Leave a comment

Your email address will not be published. Required fields are marked *