Posted inଫୁରସତ

ଖୋଲିଲା ଦେଶର ପ୍ରଥମ ଡାଏନୋସର ପାର୍କ

ଗୁଜରାଟର ଖେଡ଼ା ଜିଲାରେ ପ୍ରଥମଥର ପାଇଁ ଖୋଲାଯାଇଛି ଦେଶର ପ୍ରଥମ ତଥା ବିଶ୍ୱର ତୃତୀୟ ଡାଏନୋସର ପାର୍କ। ରୟାଲି ଗାଁରେ ଥିବା ଏହି ପାର୍କଟି ୧୨୮ ଏକର ପରିମିତ ଜାଗାରେ ତିଆରି କରାଯାଇଛି। ଏହି ପାର୍କ ଶନିବାର ଖୋଲାଯାଇଛି।

ଏଠାରେ ଡାଏନୋସରର ୬.୮କୋଟି ବର୍ଷର ଇତିହାସକୁ ନେଇ ଏକ ମ୍ୟୁଜିୟମ ମଧ୍ୟ ତିଆରି କରାଯାଇଛି। ଏଥିରେ ୧୦ଟି ଆଧୁନିକ ଗ୍ୟାଲେରୀ କରାଯାଇଛି। ଯେଉଁଠି ଡାଏନୋସରର ରହିବା, ଖାଇବା ଏବଂ ତା’ର ଜୀବନ ସହିତ ଯୋଡ଼ା ସମସ୍ତ ବିଷୟରେ ଜାଣିହେବ। ଏଠାରୁ ୩୬ ବର୍ଷ ତଳେ ଡାଏନୋସରର ଜୀବାଶ୍ମ ମିଳିଥିଲା। ୧୦ ହଜାର ଡଏନୋସର ଅଣ୍ଡାର ଅବଶେଷାଂଶ ମିଳିଥିଲା ଯାହା ଆଜିପର୍ଯ୍ୟନ୍ତ କେଉଁଠି ଦେଖିବାକୁ ମିଳିନାହିଁ। ଏହା ବିଶ୍ୱର ସବୁଠୁ ସୁରକ୍ଷିତ ସ୍ଥାନ।


All Right Reserved By

ଜାତୀୟ ସଙ୍ଗୀତରୁ ଏଠାରେ ଆରମ୍ଭ ହୁଏ ଦିନ

ଛତିଶଗଡ଼ର ଗାରିଆବନ୍ଦ ଜିଲା ଶ୍ୟାମ ନଗର ଗାଁରେ ଦେଶପ୍ରେମର ଏକ ନିଆରା ଛବି ଦେଖିବାକୁ ମିଳେ। ନିୟମ ଅନୁଯାୟୀ, ଏଠାରେ ସକାଳ ଠିକ୍‌ ୮ଟା ୫୯ରେ...

ବର୍ଷା ପାଇଁ ମହିଳା ରାତିରେ କରନ୍ତି ହଳ….

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପାଳିତ ହୋଇଥାଏ। ଉତ୍ତରପ୍ରଦେଶ କାନପୁରରେ ଇନ୍ଦ୍ରବେଦଙ୍କୁ ଖୁସି କରିବା ପାଇଁ ସ୍ଥାନୀୟ ଦୋଲପୁରରେ ରାତିରେ ମହିଳାମାନେ ହଳ...

ଡାକ୍ତରଙ୍କ ପ୍ରେସ୍‌କ୍ରିପ୍‌ଶନ ସମସ୍ତେ ପଢ଼ିପାରନ୍ତିନି, ଜାଣନ୍ତୁ କାହିଁକି…

ଡାକ୍ତରଙ୍କ ହସ୍ତାକ୍ଷର ସବୁଠାରୁ ନିଆରା। ସେମାନଙ୍କ ଦ୍ୱାରା ଲେଖାଯାଉଥିବା ପ୍ରେସ୍‌କ୍ରିପ୍‌ଶନ ପଢ଼ିବା ଏବଂ ବୁଝିବା କଷ୍ଟକର। ଡାକ୍ତରମାନେ ଖୁବ୍‌ କମ୍‌ ସମୟ ମଧ୍ୟରେ ଅନେକ ମେଡିସିନର...

ମହିଳାଙ୍କୁ ସୁରକ୍ଷା ଦେବ ସ୍ମାର୍ଟ ଚୁଡ଼ି

ଆଜିକାଲି ମହିଳା ନିଖୋଜ, ଅପହରଣ, ବଳାତ୍କାର ପରି ଘଟଣା ଦ୍ରୁତ ଗତିରେ ବଢ଼ିଚାଲିଛି। ଏହାକୁ ରୋକିବା ତଥା ମହିଳାଙ୍କ ସୁରକ୍ଷା ପାଇଁ ହାଇଦ୍ରାବାଦର ଗଡି ହରିଶ...

କେବଳ ମଙ୍ଗଳବାର ଚୋରି କରିଥାନ୍ତି ଏହି ଯୁବକ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଅନେକ ସମୟରେ ଶୁଣିଥିବେ କୌଣସି କାମ ଆରମ୍ଭ ପୂର୍ବରୁ ଶୁଭଦିନର ଚୟନ କରାଯାଏ। କାରଣ...

ଏପରି ସହର ଯେଉଁଠି ଘଣ୍ଟାରେ ନାହିଁ ୧୨ ସଂଖ୍ୟା…

ପୃଥିବୀର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ସୁଇରଜରଲାଣ୍ଡର ସୋଲୋର୍ଥନ ସହରରେ ଲୋକେ ୧୧ ସଂଖ୍ୟାକୁ ଶୁଭ ବୋଲି ମନେ କରିଥାନ୍ତି। ଏହି ସଂଖ୍ୟା...

ପ୍ରେମୀ ଯୁଗଳଙ୍କୁ ସୁରକ୍ଷା ଦିଏ ଏହି ମନ୍ଦିର…

ପ୍ରେମ ବାଧା ବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି କରିଥାନ୍ତି ବିବାହ।...

ଏଠି ବିଲୁପ୍ତପ୍ରାୟ ପକ୍ଷୀଙ୍କ ପାଇଁ ରହିଛି ରେଷ୍ଟୁରାଣ୍ଟ

ମଣିଷ ଭଳି ଶ୍ରେଷ୍ଠ ଜୀବଙ୍କ ପାଇଁ ରହିଛି ରେଷ୍ଟୁରାଣ୍ଟ ବ୍ୟବସ୍ଥା। ହେଲେ ବିଲୁପ୍ତପ୍ରାୟ ପକ୍ଷୀ ଶାଗୁଣ ଓ ଚିଲଙ୍କ ପାଇଁ ରହିଥିବା ରେଷ୍ଟୁରାଣ୍ଟ କଥା ଶୁଣିଲେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *