ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି ଡାବୁଗାଁ ବିଧାୟକ

ପାପଡ଼ାହାଣ୍ଡି, ୨୦।୩(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଆଗୁଆ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଲୋକଙ୍କୁ ସଚେତନ କରିବା ସହ ମାସ୍କ ବାଣ୍ଟୁଛନ୍ତି।
ଶୁକ୍ରବାର ସେ ପାପଡ଼ାହାଣ୍ଡି ଓ ମାଝୀଗୁଡାଠାରେ ପହଞ୍ଚିି ଲୋକଙ୍କୁ ପ୍ରଥମେ କରୋନା ରୋଗର ଲକ୍ଷଣ ସମ୍ପର୍କରେ ଅବଗତ କରାଇଥିଲେ। ସମସ୍ତେ ମାସ୍କ ପିନ୍ଧିବା ସହ ହାତକୁ ଭଲ ଭାବେ ଧୋଇବା ଉଚିତ। ଥଣ୍ଡା, ଖାସ, ଜ୍ୱରର ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଲାଗି ସେ ଲୋକଙ୍କୁ ବୁଝାଇଥିଲେ। ଏ ନେଇ ଲୋକେ ତାଙ୍କୁୁ ଧନ୍ୟବାଦ ଜଣାଇଛନ୍ତି।


All Right Reserved By Dharitri.Com

ବଳକା ଧାନ କିଣୁନି ସମିତି, ଚାଷୀ ଅସନ୍ତୋଷ

ବାଲିଆପାଳ, ୩|୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଚାଷୀଙ୍କଠୁ ସିଧାସଳଖ ଧାନ କିଣିବା ପାଇଁ ସେବା ସମବାୟ ସମିତିକୁ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି ା ସରକାର...

ଡ୍ରାଇଭରଙ୍କୁ ହତ୍ୟା ଘଟଣା : ଢାବା କର୍ମଚାରୀ ଗିରଫ

ସୋନପୁର,୨୪।୮(ନି.ପ୍ର.) : ଡ୍ରାଇଭରଙ୍କୁ ହତ୍ୟା ଘଟଣାରେ ସୋନପୁର ଟାଉନ ପୋଲିସ ଅଭିଯୁକ୍ତ ସୁଶାନ୍ତ ଗୁରୁ(୨୦)ଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୁଶାନ୍ତଙ୍କ...

ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ

ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ...

ଚମ୍ପକେଶ୍ୱର ମନ୍ଦିରରୁ ବାସନ ଚୋରି ଘଟଣା: ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ

ବଡ଼ବିଲ,୨୫।୨ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣୀ ଥାନା ତଥା ବଡବିଲ ପୌରାଂଚଳ ମାଟକାମବେଡାସ୍ଥିତ ଚମ୍ପକେଶ୍ୱର ମନ୍ଦିରରୁ ବାସନକୁସନ ଚୋରି ମାମଲାର ଜେଏମ୍‌ଏଫ୍‌ସି କୋର୍ଟ ମଙ୍ଗଳବାର ଶୁଣାଣି...

ଚତୁର୍ଥଦିନରେ ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୦।୭: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ଥିବା ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା ଶନିବାର ଚତୁର୍ଥ ଦିନରେ...

ଅଲେଖ ଧର୍ମାବଲମ୍ବୀଙ୍କ ପଣାଟେକା ଉତ୍ସବ

କୋଷ୍ଠା, ୯ା୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶୂଳିଆପଦା ବ୍ଲକର ବିଭିନ୍ନ ଗ୍ରାମରେ ଦୀର୍ଘବର୍ଷ ଧରି ବସବାସ କରିଆସୁଥିବା ମହିମା ଅଲେଖ ଧର୍ମାବଲମ୍ବୀମାନେ ପିତୃପୁରୁଷଙ୍କ ସମ୍ମାନାର୍ଥେ ପ୍ରତିବର୍ଷ ଫାଲଗୁନ ପୂର୍ଣ୍ଣିମା...

ପୁରୀ ପ୍ରଶାସନ ପାଇଁ ଅଳିଆ ଅଡୁଆ: ସଫେଇ ଚାଲିଛି, ପକାଇବାକୁ ଜାଗା ନାହିଁ

ପୁରୀ ଅଫିସ, ୧୧ା୮: ଆଇକନିକ୍‌ ସହର ପୁରୀକୁ ସ୍ବଚ୍ଛ ରଖିବା ପାଇଁ ହେଉଥିବା ପ୍ରୟାସକୁ ସମସ୍ତେ ପ୍ରଶଂସା କରୁଛନ୍ତି। ଏଭଳି ମହତ ଉଦ୍ଦେଶ୍ୟରେ ପ୍ରଶାସନିକ ଅଧିକାରୀ,...

କ୍ରୋମାଇଟ ଲୋଡିଂରେ ଚାନ୍ଦା ଆଦାୟକୁ ବିରୋଧ: ଖଣି କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

କାଳିଆପାଣି,୨୨ା୧୧(ଡି.ଏନ୍‌.ଏ.): ସୁକିନ୍ଦା କ୍ରୋମାଇଟ ଖଣି ପରିବହନରେ ଶ୍ରମିକମାନେ ଟ୍ରକ୍‌ ଲୋଡିଂ କ୍ଷେତ୍ରରେ ବେଆଇନ ଚାନ୍ଦା (ମାମୁଲି) ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରୁବାର...

Leave a comment

Your email address will not be published. Required fields are marked *