ଆଜି ରାଜ୍ୟରୁ ୨୦୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୪୫ ପିଲା

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୨୦୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୦୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୁନ୍ଦରଗଡ଼ରୁ ୨୨ଏବଂ କଟକରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୫,ବରଗଡ଼ ୧, ବଲାଙ୍ଗୀର ୧, ବୌଦ୍ଧ ୫, ଦେବଗଡ଼ ୧, ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୬, କଳାହାଣ୍ଡି ୩, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୨, ମୟୂରଭଞ୍ଜ ୫, ନୟାଗଡ଼ ୪, ପୁରୀ ୧, ରାୟଗଡ଼ାରୁ ୧, ସୋନପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୪।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୭,୦୦୩ରେ ପହଞ୍ଚିଥିବା ବେଳେ ୧୦,୩୬,୨୩୦ଜଣ ସୁସ୍ଥ ହୋଇଛନ୍ତି। ୨୩୨୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri