ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍‌, ଟ୍ରକ୍‌, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ ନିଷେଧ ଜାରି କରାଯାଇଛି। କରୋନାକୁ ନେଇ ପ୍ରତିଷେଧକ ପଦକ୍ଷେପ ସ୍ବରୂପ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିପାଇଁ ନିୟମିତ ଯାଞ୍ଚ କରିବାକୁ ପରିବହନ ଓ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ବିପର୍ଯ୍ୟୟ ପରିଚାଳନା ଆକ୍ଟ ୨୦୦୫, ଏମ୍‌ଭି ଆକ୍ଟ ୧୯୮୮ର ସେକ୍ସନ ୧୧୫ ଏବଂ ଓଏମ୍‌ଭି ୧୯୯୩ର ରୁଲ ୧୭୩ ଆଧାରରେ ଜିଲାପାଳ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିରେ ଖିଲାପ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିପରି ଅଟୋ, ବାଇକ୍‌ ଚାଳନା ଉପରେ ମଧ୍ୟ କେତେକ କଟକଣା ଲଗାଯାଇଛି। ଅଟୋ ଓ ଟ୍ୟାକ୍ସି ବଦଳାଇ ଚଳାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି।


All Right Reserved By Dharitri.Com

ବନ୍ଦ ହେବ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା

ଖପ୍ରାଖୋଲ, ୨୪ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ପୀଠରେ ବୈଶାଖ ମାସରେ ନୃସିଂହ ଚତୁର୍ଦ୍ଦଶୀ ମେଳା ହୋଇଥାଏ। ହେଲେ ଚଳିତ ବର୍ଷ ମହାମାରୀ କରୋନା...

ଦୋକାନରୁ ଔଷଧ କିଣାରୁ ମିଳୁଛି ତଥ୍ୟ: ୮୧ ଜଣଙ୍କଠାରେ ଶ୍ୱାସକ୍ରିୟା ସମସ୍ୟା, ଫ୍ଲୁ ଥିବା ସ୍ପଷ୍ଟ

ଛତ୍ରପୁର, ୨୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସବୁ ଘରୋଇ ଔଷଧ ଦୋକାନୀ ସେମାନଙ୍କ ଦୋକାନରୁ ଔଷଧ କିଣୁଥିବା ଲୋକଙ୍କ ତଥ୍ୟ ଦୈନିକ ଡ୍ରଗ ଇନ୍ସପେକ୍ଟରଙ୍କୁ ଦେବା ବାଧ୍ୟତାମୂଳକ...

ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଯାଜପୁରରୋଡ-ଧାମରା ରେଳପଥ ନିର୍ମାଣ ଦାବି

ଯାଜପୁର ଅଫିସ,୫ା୨: ସମ୍ପ୍ରତି ପାର୍ଲାମେଣ୍ଟରେ ୨୦୨୦-୨୧ ପାଇଁ ଆଗତ ବଜେଟରେ ଯାଜପୁରରୋଡ-ଧାମରା(ଭାୟା ଯାଜପୁର ଟାଉନ ଓ ଆରଡି) ରେଳପଥ ନିର୍ମାଣ ପାଇଁ ଘୋଷଣା କରାଯାଇ ନ...

ଥାନାରେ ହେଲା ସମାଧାନ: ସ୍ଥାନାନ୍ତର ହେବ ଶିଶୁମନ୍ଦିର

ବନ୍ତଳା,୧୧।୧(ଡି.ଏନ.ଏ.) – ବନ୍ତଳା ଥାନା ପୋକତୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଦେଖାଦେଇଥିବା ଅସନ୍ତୋଷର ସମାଧାନ ଶୁକ୍ରବାର ବନ୍ତଳା ଥାନାରେ ହୋଇଛି। ଆସନ୍ତା...

ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ : ୪ ମୃତ, ୫ ଗୁରୁତର

ବାରିପଦା ଅଫିସ,୨୮ା୬ : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଆଗରିଆ ଛକ ନିକଟରେ ଭୁବନେଶ୍ୱରରୁ ବାରିପଦା ଆସୁଥିବା କଳ୍ପନା ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ...

ଭଦ୍ରକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଗଣିବେ ୫୦୦ ତଣ୍ଡ

ଭଦ୍ରକ ଅଫିସ – ଏଣିକି ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ତଣ୍ଡ ଗଣିବେ ୫୦୦ ଟଙ୍କା। ଏନେଇ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ...

ଘରୋଇ ଯାତ୍ରୀବାହୀ ବସ୍‌କୁ ୩୦ହଜାର ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୧୨ା୩: ପରମିଟ୍‌ ନ ଥିବା ଘରୋଇ ଯାତ୍ରୀବାହୀ ବସ୍‌ ରାସ୍ତାରେ ଯାତାୟାତ କରୁଥିଲା। ସେହି ଗାଡିକୁ ଚଳାଉଥିବା ଡ୍ରାଇଭର କି ଯାତ୍ରୀଙ୍କଠାରୁ ଟିକେଟ...

Leave a comment

Your email address will not be published. Required fields are marked *