ଭବାନୀପାଟଣା ମ୍ୟାରେଜ ପ୍ୟାଲେସରେ ଚଢ଼ାଉ ପରେ ସିଲ୍‌ : ମାଲିକ ଅଟକ

ଭବାନୀପାଟଣା,୨୧।୩(ଡି.ଏନ୍‌.ଏ.): କରୋନା ମୁକାବିଲା ଗାଇଡଲାଇନ ଅନୁସାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ମ୍ୟାରେଜ ପ୍ୟାଲେସରେ ପୋଲିସ ଚଢ଼ାଉ କରିଛି। ମ୍ୟାରେଜ ପ୍ୟାଲେସ ମାଲିକ ପ୍ରକାଶ ଅଗ୍ରଓ୍ବାଲଙ୍କୁ ପୋଲିସ ଅଟକ ରଖିଥିବା ସହ ତାଙ୍କୁ ନୋଟିସ ଜାରି ରହିଛି। ଶନିବାର ମ୍ୟାରେଜ ପ୍ୟାଲେସକୁ ସିଲ୍‌ କରିଥିବା ଆଇଆଇସି ସତ୍ୟକୁମାର ନନ୍ଦ କହିଛନ୍ତି।
ପ୍ରକାଶ ଯେ, କରୋନା ନେଇ କଟକଣା ଜାରି ହୋଇଥିବା ବେଳେ ଶୁକ୍ରବାର ରାତିରେ ମ୍ୟାରେଜ ପ୍ୟାଲେସରେ ବିଭାଘର ଚାଲିଥିଲା। ବିଶେଷ ସୂତ୍ରରୁ ଏସ୍‌ପି ବାତୁଲା ଗଙ୍ଗାଧର ଖବର ପାଇ ଭବାନୀପାଟଣା ଟାଉନ ଆଇଆଇସି ନନ୍ଦଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶ ପରେ ଆଇଆଇସି ପୋଲିସର ଏକ ଟିମ୍‌ ନେଇ ଚଢାଉ କରିଥିଲେ।


All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ବ୍ରିଟିଶ୍‌ ଅମଳର ହାଟ: ହେଉଛି ଶୁଳ୍କ ଆଦାୟ, ହେଉନି ବିକାଶ

ଛେଣ୍ଡିପଦା,୧୧।୮ – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା ବ୍ରିଟିଶ ଅମଳର ବାଗଡ଼ିଆ ହାଟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ନିୟନ୍ତ୍ରିତ ବଜାର କମିଟି ଅଧୀନରେ...

ଜାପାନରୁ ଓଡ଼ିଶା ଫେରିଲା ଦୁଇ ଓଡ଼ିଆଙ୍କ ମୃତଦେହ

ଭୋଗରାଇ, ୯।୨(ଡି.ଏନ.ଏ):ଜାପାନ ରାଜଧାନୀ ଟୋକିଓ ନିକଟସ୍ଥ ଏକ ସହରରେ ରୋଷେୟା ଭାବେ କାର୍ଯ୍ୟରତ ଦୁଇ ଓଡ଼ିଆଙ୍କ ମୃତଦେହ ରବିବାର ଗାଁକୁ ଅଣାଯାଇଛି। ପ୍ରଥମେ ମୃତଦେହ ଦିଲ୍ଲୀରୁ...

୧୮ ଲକ୍ଷ ଟଙ୍କା ଲୁଟ୍‌ର ପର୍ଦ୍ଦାଫାଶ: ଅଭିଯୋଗକାରୀ ନିଜେ ଲୁଟେରା

ଖୁଣ୍ଟୁଣୀ, ୩୦।୧୦(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣୀ ଥାନାଠାରୁ ମାତ୍ର ୩ଶହ ମିଟର ଦୂର ୫୫ ନମ୍ବର ଜାତୀୟ ରାଜପଥର ରାଧାକିଶୋରପୁର ଓଭରବ୍ରିଜ୍‌ ଉପରୁ ଜର୍ଦ୍ଦା କାରଖାନା...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଦେଲା ଓଟିଡିସି

ଭୁବନେଶ୍ୱର, ୨୫।୩(ବ୍ୟୁରୋ): କରୋନା(କୋଭିଡ୍‌-୧୯)ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ଓଟିଡିସି ସହଯୋଗ କରିଛି। ଓଟିଡିସି ସିଏମ୍‌ଆର୍‌ଏଫ୍‌ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ...

ରାସ୍ତାରେ ଶୋଚନୀୟ ସ୍ଥିତି: ଉପଜିଲାପାଳଙ୍କ ଅଫିସ ଘେରିଲେ ମହିଳା

ଆନନ୍ଦପୁର,୧୧।୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୩ ନଂ ଓ୍ବାର୍ଡ଼ ଜଅଁରା ମଧ୍ୟ ଦେଇ ଯାଇଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଥିବାରୁ ଜଅଁରାବାସୀ ବୁଧବାର ଉପଜିଲାପାଳଙ୍କ...

୮ମ ଶ୍ରେଣୀ ସ୍କୁଲ ଛାତ୍ରଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

କୋରୁକୋଣ୍ଡା/ମାଲକାନଗିରି, ୧୩।୧୧(ଡି.ଏନ.ଏ):ମାଲକାନଗିରି ଜିଲା କୋରୁକୋଣ୍ଡାରେ ବୁଧବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ରାଗୁମ୍ପା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହଷ୍ଟେଲ ପରିସରରୁ ଜଣେ...

ଆଦିବାସୀ ସଂସ୍କୃତିର ନିଆରା ଝଲକ ‘ଚଇତି ବଡ଼ାମ ପୂଜା’

ଔପଦା, ୧୭।୩(ଡି.ଏନ.ଏ.)-ଚଇତି ବଡାମ ପୂଜା ଲାଗି ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟ୍ୟୁଷିତ ଗଡ଼ସାହି ଗ୍ରାମ ଉତ୍ସବମୁଖର ହୋଇପଡିଛି। ଏହି ଗ୍ରାମରେ ପାରମ୍ପରିକ ଭାବେ...

ବିନା ପାରିଶ୍ରମିକରେ ମାସ୍କ ତିଆରି

ବାରିପଦା ଅଫିସ, ୩୦ା୩- ବର୍ତ୍ତମାନ ସାରା ବିଶ୍ୱ କରୋନା ଭାଇରସ୍‌କୁ ନେଇ ଚିନ୍ତିତ। ଏହି ଭାଇରସ୍‌ ସଂକ୍ରମଣର ଚେନ୍‌କୁ ଭାଙ୍ଗିବା ପାଇଁ ଭାରତରେ ଆସନ୍ତା ୧୪...

Leave a comment

Your email address will not be published. Required fields are marked *