ନେସ୍କୋ ଟ୍ରାନ୍ସଫର୍ମର ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ବାଲେଶ୍ୱର ଅଫିସ,୨୧।୩-ବାଲେଶ୍ୱର ବାଲିଆସ୍ଥିତ ନେସ୍କୋ ଟ୍ରାନ୍ସଫର୍ମର ଗୋଦାମରେ ଶନିବାର ଅପରାହ୍ନ ସାଢେ ୫ଟା ବେଳେ କୌଣସି କାରଣରୁ ଟ୍ରାନ୍ସଫର୍ମର ଅଏଲ୍‌ରେ ନିଆଁ ଲାଗିଯିବାରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଳ୍ପ ସମୟ ମଧ୍ୟରେ ଏହି ନିଆଁ ଚାରିଆଡକୁ ବ୍ୟାପିବା ଆରମ୍ଭ କରିଥିଲା। ଦୁଇଟି ଦମକଳ ବାହିନୀ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛି। ଖବରଲେଖା ହେବା ଯାଏ ନିଅଁାକୁ ଆୟତ୍ତ କରାଯାଇପାରିନି। ଗୋଦାମରେ ଥିବା ହଜାର ହଜାର ସଂଖ୍ୟକ ନୂଆ ଓ ପୁରୁଣା ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଏଥିରେ କୋଟି କୋଟି ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା ଜଣାପଡ଼ିଛି। ପ୍ରକୃତ କ୍ଷୟକ୍ଷତି ଆକଳନ ହୋଇପାରିନାହିଁ।


All Right Reserved By Dharitri.Com

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ସିଲ୍‌

ଭୋଗରାଇ, ୨୪।୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ସୋମବାର ସନ୍ଧ୍ୟାଠାରୁ ପଶ୍ଚିମବଙ୍ଗକୁ ଲାଗିଥିବା ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱର ସୀମାନ୍ତକୁ ସିଲ୍‌...

ଲଗାଣ ବର୍ଷା: କାନ୍ଥ ପଡ଼ି ୪ ଆହତ

ପାଟପୁର,୫।୯(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ୍‌ ଟି.ଗୋବିନ୍ଦପୁର ପଞ୍ଚାୟତ ନବକୃଷ୍ଣପୁର ଗ୍ରାମରେ ଲଗାଣ ବର୍ଷାରେ ମଙ୍ଗଳବାର ରାତିରେ କାନ୍ଥ ପଡି ଗୋଟିଏ ପରିବାରର ୪ ଜଣ ଆହାତ ହୋଇଛନ୍ତି...

ନିରାକାରପୁର-ଭୂଷଣ୍ଡପୁର ମଝି ରେଳଧାରଣାରେ ଅଘଟଣ: ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୯।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର-ଭୂଷଣ୍ଡପୁର ମଝିରାସ୍ତା ରେଳଧାରଣାରେ ଗୁରୁବାର ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ତେବେ ହରିପୁର ଗେଟ୍‌...

ସରକାରୀ ସହାଯ୍‌ ଅପେକ୍ଷାରେ ଡମ୍ବରୁଧର

ଲାଠୋର, ୧ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀ ପଡ଼ାର ଡମ୍ବରୁଧର ନାଗ(୫୮)। ତାକର ପରିବାର କହେଲେ ମାଏକିନା ଯଶୋଦା(୫୨) ଆର ପୁଷିଅଁା...

ଯନ୍ତ୍ରଣାରେ ଶିଶୁକନ୍ୟା, ଚିନ୍ତାରେ ମା’ ବାପା: ସରକାରୀ ଚିକିତ୍ସା ସହାୟତାକୁ ଅପେକ୍ଷା

ବୈଶିଙ୍ଗା,୨୨ା୯(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କେନ୍ଦୁଆ ପଞ୍ଚାୟତ ଚୁଆପଦା ଗ୍ରାମର ବର୍ଷକର ଶିଶୁକନ୍ୟା ଦୁର୍ଗା। ମୁଣ୍ଡର ଆକାର ଅସ୍ବାଭାବିକ ଭାବେ ବୃଦ୍ଧି ପାଉଛି। ମେରୁଦଣ୍ଡ...

ପୁଅକୁ ତାଲା ପକାଇ ରଖୁଥିଲେ ମା’

କଟକ ଅଫିସ,୧୮ା୧୧: ୯ ବର୍ଷର ନାବାଳକଙ୍କୁ ଘର ଭିତରେ ରଖି ବାହାର ପଟୁ ତାଲା ଦେଇ କର୍ମକ୍ଷେତ୍ରକୁ ଯାଉଥିଲେ ମା’। ସିଡିଏ ବିରେନ ମିତ୍ର ପାର୍କ...

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଦସ୍ତଖତ ଅଭିଯାନ

ଭଦ୍ରକ ଅଫିସ, ୧୮।୯ : ଭଦ୍ରକ ଜିଲା ଯାଦବ ଓ ଯୁବ ଯାଦବ ମହାସଭା ପକ୍ଷରୁ ବୁଧବାର ତୃତୀୟ ଥର ପାଇଁ ଆରଡ଼ି ଛକଠାରେ ମେଡିକାଲ...

ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା: ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ

ନୂଆପଡା ଅଫିସ,୧।୮: ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *