ପେପର ଗାଡି ଡ୍ରାଇଭରଙ୍କୁ ମାଡ: ଅଭିଯୁକ୍ତ ଫେରାର

ଫୁଲବାଣୀ ଅଫିସ,୨୧ା୩:  ରାସ୍ତା ଉପରେ କାର ରଖି ଛିଡା ହୋଇ କଥା ହେଉଥିବା କେତେଜଣ ବ୍ୟକ୍ତିଙ୍କୁ ପେପର ଗାଡି ଚାଳକ ସାଇଡ୍‌ ମାଗିବାରୁ ସେମାନେ ମାଡ ମାରିଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଥିବାବେଳେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। କାର୍‌ ଚାଳକଙ୍କ ମାଡରେ ପେପର ଗାଡି ଚାଳକ ଅଶ୍ୱିନୀ କୁମାର ନାୟକଙ୍କ ମୁହଁରେ ଗଭୀର ଆଘାତ ଲାଗିଛି। ଅଶ୍ୱିନୀଙ୍କ କହିବା ପ୍ରକାରେ ସେ ଶନିବାର ସକାଳ ପ୍ରାୟ ୮ଟା ୪୫ରେ ଫୁଲବାଣୀ ସର୍କିଟ ହାଉସ୍‌ ପାଖରେ ପହଞ୍ଚତ୍ବାବେଳକୁ ୩ଜଣ ଯୁବକ ରାସ୍ତା ଉପରେ କାର ରଖି କଥା ହେଉଥିଲେ। ସାଇଡ ହେବାକୁ କହିବାରୁ ଗାଳିଗୁଲଜ କରିବା ସହ ହଠାତ୍‌ ଆକ୍ରମଣ କରିଥିଲେ।


All Right Reserved By Dharitri.Com

ୱାର୍ଡମେମ୍ବରଙ୍କ ସନ୍ଦେହଜନକ ମୃତ୍ୟୁ

ଚିତ୍ରଡ଼ା,୨୦ା୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଦୁର୍ଗାପୁର ପଞ୍ଚାୟତର ସାତଶଳ ଗ୍ରାମ ୪ନଂ. ୱାର୍ଡର ୱାର୍ଡମେମ୍ବର ରାମାଇ ମୁର୍ମୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଗ୍ରାମରେ...

୪୮ ଘଣ୍ଟାର ସଂଘର୍ଷ ପରେ ଜୀବନ ହାରିଲା ହାତୀ: ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ

ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଟାଙ୍ଗୀ ବନ ବିଭାଗ ରମ୍ଭାବିଲି ନିକଟ ବଘେଇପୁଟ ମୌଜାରୁ ବୁଧବାର ଅସୁସ୍ଥ ଅବସ୍ଥାରେ ଏକ ମାଈହାତୀକୁ ଉଦ୍ଧାର...

ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା କାମଚଳା :ଖାଲି ପଡ଼ିଛି ୨୧୦ ଡାକ୍ତର ପଦବୀ

ଛତ୍ରପୁର,୨୪୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ଏବେ କାମଚଳାରେ ଚାଲିଛି। ଡାକ୍ତର ଅଭାବଠାରୁ ଆରମ୍ଭ କରି ବିଭିନ୍ନ ଷ୍ଟାଫ୍‌ ପଦବୀ ଖାଲି ପଡିଛି ା ସେହିପରି ଭିତ୍ତିଭୂମି ଅଭାବ...

ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଗୁଳିକାଣ୍ଡ ଘଟଣା: ବିଜେଡି କାଉନ୍‌ସିଲରଙ୍କ ସହ ୩ ଗିରଫ

ପୁରୀ ଅଫିସ,୫।୩: ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଓରଫ ପାରା ଗୁଳିକାଣ୍ଡ ଘଟଣାରେ କୁମ୍ଭାରପଡ଼ା ପୋଲିସ ବୁଧବାର ପୂର୍ବତନ କାଉନସିଲରଙ୍କ ସମେତ ୩ଜଣଙ୍କୁ ଗିରଫ କରିଥିବା...

ବାଳକରେ ପିଟ୍‌ବୁଲ୍‌ସ, ବାଳିକାରେ ଚ୍ୟାଲେଞ୍ଜର୍ସ ଚାମ୍ପିୟନ୍‌

ବ୍ରହ୍ମପୁର ଅଫିସ୍‌,୨୬ା୪- ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଗତ ୩ ଦିନ ହେଲା ଚାଲିଥିବା ପ୍ରଥମ ବ୍ରହ୍ମପୁର ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ଲିଗ୍‌ ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ବାଳକ...

ଜୈବିକ ସାର ପ୍ରସ୍ତୁତ କରି କରନ୍ତି ଚାଷ

ବଉଳା, ୧୨। ୩(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢ଼େଙ୍କା ପଞ୍ଚାୟତର ଡେଙ୍ଗାଚୁଆ ଗ୍ରାମର ଆଦିବାସୀ ଯୁବକ ଗୋବିନ୍ଦ ମାଝୀ ଜୈବିକ ସାର ପ୍ରସ୍ତୁତ କରି ତାକୁ...

ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବାଲିଆପାଳ, ୧୭।୧୧(ସ୍ବ.ପ୍ର.)-ବାଙ୍ଗାଲୋରରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବାଲିଆପାଳର ଜଣେ ଯୁବକ ଜଗତଜ୍ୟୋତି ପଟ୍ଟନାୟକ(୨୫)ଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି ା ଏହାକୁ ନେଇ...

 ୮ ମାସ ହେଲା ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ ଅଚଳ

କଣ୍ଟାମାଳ,୨୫ା୩ (ଡି.ଏନ.ଏ.) ବୌଦ୍ଧ ଜିଲା ଘିକୁଣ୍ଡି ପଞ୍ଚାୟତର ଆମ୍ବଗହଣାରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି । ଏଠିକାର ଜଳଯୋଗାଣ ବ୍ୟବସ୍ଥା ଅଚଳ ହୋଇ ପଡିଥିଲେ...

Leave a comment

Your email address will not be published. Required fields are marked *