ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ସହାୟତା ଲୋଡିଲା ନେପାଳ

କାଠମାଣ୍ଡୁ,୯।୬: ଏଭରେଷ୍ଟ ଗିରି ଶୃଙ୍ଗ ଆରୋହଣ ବାଟରୁ ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ନେପାଳ ଅନ୍ତର୍ଜାତୀୟସ୍ତରରେ ସହାୟତା ଲୋଡିଛି। ମୃତ ଦେହଗୁଡିକର ଚିହ୍ନଟ ଯେପରି ଶୀଘ୍ର ହୋଇପାରିବ ସେନେଇ ନେପାଳ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ନେପାଳ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ମୀରା ଆଚାର୍ଯ୍ୟ ଅଟୋପାସି ରିପୋର୍ଟ ଆଧାରରେ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ କରାଯିବ ବୋଲି ସୂଚନା ଦେଇଛନ୍ତି।


All Right Reserved By

ଏଠି ପ୍ରତିବର୍ଷ ମହିଳାଙ୍କ ପାଇଁ ଆୟୋଜିତ ହୁଏ ହର୍ସ ରେସ୍‌

ବ୍ରିଟେନରେ ଏମିତି ଏକ ହର୍ସ ରେସ୍‌ ବା ଘୋଡା ଦୌଡ ଆୟୋଜନ କରାଯାଇଥାଏ ଯେଉଁଥିରେ କେବଳ ମହିଳାମାନେ ହିଁ ଭାଗ ନେଇଥାଆନ୍ତି। ଏଥିରେ ଟେଲିଭିଜନ୍‌ ଆଙ୍କର,...

ଇଷ୍ଟର ସଣ୍ଡେ ବିସ୍ଫୋରଣର ପ୍ରତିଶୋଧ ନେଲା ଶ୍ରୀଲଙ୍କା ଆର୍ମି: ୧୫ ସନ୍ଦିଗ୍ଧଙ୍କ ଏନ୍‌କାଉଣ୍ଟର

କଲମ୍ବୋ,୨୭।୪: ଶ୍ରୀଲଙ୍କା ଆର୍ମି ଇଷ୍ଟର ସଣ୍ଡେ ବିସ୍ଫୋରଣର ପ୍ରତିଶୋଧ ନେଇଛି। ଶ୍ରୀଲଙ୍କାର ପୂର୍ବପ୍ରାନ୍ତରେ ଥିବା ସମ୍ମନତୁରଇଠାରେ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା କେତେକ ସନ୍ଦିଗ୍ଧଙ୍କ ସହିତ...

ଚାଇନାରେ ଲଗାତାର ୨ ଥର ଭୂକମ୍ପ: ୧୧ ଜଣଙ୍କ ମୃତ୍ୟୁ

ବେଜିଂ, ୧୮।୬: ଚାଇନାର ସିଚୁଆନ୍‌ ପ୍ରଦେଶରେ ଲଗାତାର ୨ଥର ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨୨ଜଣ ଲୋକ ଆହତ ହୋଇଥିବା...

ମସ୍କୋ ଥର୍ମାଲ ପାଓ୍ବାର ଷ୍ଟେଶନରେ ଭୟାବହ ଅଗ୍ନିକାଣ୍ଡ: ୫୦ ମିଟର ଉଚ୍ଚକୁ ଉଠିଲା ନିଆଁ

ମସ୍କୋ,୧୧।୭: ରୁଷ ରାଜଧାନୀ ମସ୍କୋର ମିଟିଶ୍ଚି ନିକଟରେ ଥିବା ଥର୍ମାଲ ପାଓ୍ବାର ପ୍ଲାଣ୍ଟରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଏହି ନିଆଁ ଏତେ...

କାବୁଲରେ ଶକ୍ତିଶାଳୀ ବିସ୍ଫୋରଣ:୩୪ ମୃତ, ୬୮ ଆହତ

କାବୁଲ, ୧।୭: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳୁ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି। ଏଥିରେ ୩୪ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୬୮ ଜଣ ଆହତ ହୋଇଛନ୍ତି। ଏକ...

ରଖେ ହରି ମାରେ କିଏ?: ଶ୍ରୀଲଙ୍କା ବିସ୍ଫୋରଣରେ ରକ୍ଷା ପାଇଥିବା ମୂଳ ଭାରତୀୟ ଦମ୍ପତ୍ତି ୨୬/୧୧ ମୁମ୍ବାଇ ଆକ୍ରମଣରେ ମଧ୍ୟ ଥିଲେ ସୁରକ୍ଷିତ

କଲମ୍ବୋ,୨୯।୪: କଥାରେ ଅଛି ରଖେ ହରି ମାରେ କିଏ?। ଏହା ମୂଳ ଭାରତୀୟ ଦମ୍ପତ୍ତି ଅଭିନବ ଚାରି ଏବଂ ତାଙ୍କ ସ୍ତ୍ରୀ ନବରୂପ ଚାରିଙ୍କ ପାଇଁ...

ଢାକା ବସ୍ତିରେ ଅଗ୍ନିକାଣ୍ଡ: ୧୦ ହଜାର ବାସହରା

ଢାକା,୧୯ା୮(ଏଏଫ୍‌ପି): ବାଂଲାଦେଶ ରାଜଧାନୀ ଢାକାର ଏକ ଜନଗହଳିପୂର୍ଣ୍ଣ ବସ୍ତିରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଫଳରେ ସେଠାରେ ବସବାସ କରୁଥିବା ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ...

କୋର୍ଟରୁମ୍‌ରେ ଟଳିପଡ଼ିଲେ ମୋର୍ସି

କାଏରୋ,୧୯ା୬(ଆଇଏଏନ୍‌ଏସ୍‌): ଇଜିପ୍ଟର ପୂର୍ବତନ ରାଷ୍ଟ୍ରପତି ମହମ୍ମଦ ମୋର୍ସି(୬୭) କୋର୍ଟରୁମ୍‌ରେ ଅଚାନକ ଟଳିପଡ଼ିବା ପରେ ଆଖି ବୁଜିଦେଇଛନ୍ତି। ମୋର୍ସିଙ୍କ ପୁତ୍ର ଅହମଦ୍‌ଙ୍କ ସୂଚନା ଅନୁଯାୟୀ, ପିତାଙ୍କୁ ପୂର୍ବ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *