ସିପ୍‌ଲା ଆଣିପାରେ କରୋନା ଲାଗି ମେଡିସିନ୍‌

ମୁମ୍ବାଇ,୨୨-୩: ଦେଶର ପ୍ରମୁଖ ମେଡିସିନ ପ୍ରସ୍ତୁତକାରୀ କମ୍ପାନୀ ସିପ୍‌ଲା କରୋନା ଲାଗି ମେଡିସିନ ପ୍ରସ୍ତୁତ କରିପାରେ। ସବୁ ଠିକ୍‌ ଚାଲିଲେ ଆଗାମୀ ୬ ମାସ ମଧ୍ୟରେ ଏହା ଔଷଧ ପ୍ରସ୍ତୁତ କରିବାକୁ ସକ୍ଷମ ହେବ ବୋଲି ସିପଲା ପକ୍ଷରୁ କୁହାଯାଇଛି। କମ୍ପାନୀ ଏହା କରି ଦେଖାଇଲେ ମାରାତ୍ମକ କରୋନାର ପ୍ରତିଷେଧକ ଟିକା ଆଣିବାରେ ପ୍ରଥମ ଭାରତୀୟ କମ୍ପାନୀ ହୋଇ ପାରିବ।


All Right Reserved By Dharitri.Com

ଟଙ୍କା ଦ୍ୱାରା ବି କରୋନା ସଂକ୍ରମଣ ଆଶଙ୍କା: ଡିଜିଟାଲ କାରବାର ପରାମର୍ଶ ଦେଲା ଆରବିଆଇ

ନୂଆଦିଲ୍ଲୀ,୧୮।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ଡିଜିଟାଲ କାରବାର କରିବା ପାଇଁ ପରାମର୍ଶ ଦିଆଯାଇଛି। ଟଙ୍କା ଏବଂ କଏନ୍‌ ଦ୍ୱାରା...

ଫିନୋଲେକ୍ସ ପକ୍ଷରୁ ଫନୀ ସହାୟତା

ଭୁବନେଶ୍ୱର,୪-୬: ଭାରତର ସର୍ବବୃହତ୍‌ ପିଭିସି ପାଇପ୍ସ ଏବଂ ଫିଟିଂ ନିର୍ମାଣକାରୀ କମ୍ପାନୀ ଫିନୋଲେକ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ସହାୟତା ଯୋଗାଇ ଦିଆଯାଇଛି।...

ମେ’ରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୨-୬: ମେ’ରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଛି। ଗତ ବର୍ଷ ଏହି ସମୟରେ ଏହା ୯୪,୦୧୬ କୋଟି...

ଜନଧନ ଜମା ୧ ଲକ୍ଷ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ,୧୧-୭: ଜନଧନ ଯୋଜନାରେ ଖୋଲାଯାଇଥିବା ଆକାଉଣ୍ଟଗୁଡିକରେ ଜମା ପରିମାଣ ୧ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି ଯୋଜନା ୫ ବର୍ଷ ତଳେ ଆରମ୍ଭ କରାଯାଇଥିଲା।...

ସଂଶୋଧିତ ହେବ ଆଇବିସି ନିୟମ; ଆସନ୍ତା ବର୍ଷ ଲାଗୁ କରାଯିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୨୨-୪: ଋଣପ୍ରଦାନକାରୀ ଏବଂ ଗ୍ରହିତାଙ୍କ ମଧ୍ୟରେ ବର୍ତ୍ତମାନ ପରିଦୃଶ୍ୟରେ ମତପାର୍ଥକ୍ୟ ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି)ରେ ସଂଶୋଧନ ପ୍ରକ୍ରିୟା ଆରମ୍ଭ କରାଯାଇଛି।...

ଜାନୁୟାରୀ ୮ରେ ଧର୍ମଘଟକୁ ଓହ୍ଲାଇବେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ

ନୂଆଦିଲ୍ଲୀ,୧-୧୦: କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡିକ ଆସନ୍ତା ବର୍ଷ ଜାନୁୟାରୀ ୮ରେ ଦେଶବ୍ୟାପୀ ଧର୍ମଘଟକୁ ଓହ୍ଲାଇବେ ବୋଲି ସୋମବାର ଜଣାପଡିଛି। ଶ୍ରମିକଙ୍କ ବିଭିନ୍ନ ଦାବୀ ପୂରଣ ଲାଗି...

ନବଜାତକକୁ ସ୍ବାଗତକଲେ ଏଲନ୍‌ ମସ୍କ, ଗ୍ରୀମ୍‌ସ

ନୂଆଦିଲ୍ଲୀ,୬।୫: ଟେସ୍‌ଲା ମୁଖ୍ୟ ଏଲନ୍‌ ମସ୍କ ଏବଂ ଗର୍ଲଫ୍ରେଣ୍ଡ ଗ୍ରୀମ୍‌ସ ସେମାନଙ୍କ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ୩୨ ବର୍ଷୀୟ ଗ୍ରୀମ୍‌ସଙ୍କ ପ୍ରକୃତ ନାମ କ୍ଲେୟାର...

ସେନାରେ ଅପବ୍ୟବହାର ହେଉଛି ଦିବ୍ୟାଙ୍ଗ ପେନ୍‌ସନ୍‌ ସ୍କିମ୍‌; ଅନ୍ୟ କାରଣରୁ ଭିନ୍ନକ୍ଷମ ହେଲେ ଟିକସ ଲାଗିବ

ନୂଆଦିଲ୍ଲୀ,୮-୭: ସେନାରେ ଦିବ୍ୟାଙ୍ଗଙ୍କ ପାଇଁ ଉଦ୍ଦିଷ୍ଟ ପେନ୍‌ସନ୍‌ ସ୍କିମ୍‌ ଅପବ୍ୟବହାର ଚାଲିଛି। ବହୁ ସଂଖ୍ୟାରେ ଅଧିକାରୀ ଓ ଯବାନ ଲଢ଼େଇ ନ କରି ଅନ୍ୟ କାରଣରୁ...

Leave a comment

Your email address will not be published. Required fields are marked *