୬ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଭିଲଓ୍ବାଡ଼ାରେ କର୍ଫ୍ୟୁ

ଆଜମେର/ଜୟପୁର,୨୨।୩: ରାଜସ୍ଥାନର ଭିଲଓ୍ବାଡ଼ାରେ ୬ ଜଣ ସ୍ବାସ୍ଥ୍ୟକର୍ମୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସେଠାରେ ଶୁକ୍ରବାର ସନ୍ଧ୍ୟାରୁ କର୍ଫ୍ୟୁ ଜାରି ହୋଇଛି। ପ୍ରଶାସନିକ ଅଧିକାରୀମାନେ ସର୍ବସାଧାରଣ ସ୍ଥାନକୁ ଯାଇ ଲୋକମାନଙ୍କୁ ସେଠାରୁ ହଟାଇବା ସହ ବିଭିନ୍ନ ଜିଲାରୁ ଆସୁଥିବା ବସ୍‌ଗୁଡ଼ିକୁ ପ୍ରବେଶ ଅନୁମତି ଦେଇ ନ ଥିଲେ। ଭିଲଓ୍ବାଡ଼ାର ଏକ ଘରୋଇ ହସ୍ପିଟାଲର ୩ ଜଣ ଡାକ୍ତର ଓ ୩ ନର୍ସଙ୍କୁ କରୋନା ସଂକ୍ରମିତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଫଳରେ ରାଜସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭ରେ ପହଞ୍ଚତ୍ଛି। ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ସୀମା ସିଲ୍‌ କରାଯିବା ସହ ରାସ୍ତାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


All Right Reserved By Dharitri.Com

ୟୁରୋପକୁ ବ୍ୟାପୁଛି କରୋନା ଭାଇରସ୍‌

ଲଣ୍ଡନ/ବେଜିଂ/ନୂଆଦିଲ୍ଲୀ, ୨୭ା୨: ଚାଇନାରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ କ୍ରମଶଃ ୟୁରୋପୀୟ ଦେଶଗୁଡ଼ିକୁ ବ୍ୟାପିବାରେ ଲାଗିଛି। ତେବେ ଭୟ କରିବାର କିଛି ନାହିଁ ବୋଲି...

ଭାରତରେ କମୁଛି ଶାନ୍ତି : ଗୋଟିଏ ବର୍ଷରେ ୫ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୬: ଗୋଟିଏ ବର୍ଷ ମଧ୍ୟରେ ଭାରତରେ ଶାନ୍ତି କମିଛି। ବାର୍ଷିକ ଗ୍ଲୋବାଲ୍‌ ପିସ୍‌ ଇଣ୍ଡେକ୍ସ୍‌ରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ୧୬୩ ଦେଶ ମଧ୍ୟରେ...

ମାସ୍କ୍‌ କରୋନାଠୁ କେତେଦୂର ଦେଇ ପାରିବ ସୁରକ୍ଷା

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ...

ଲକ୍‌ଡାଉନରେ ଭିତରେ ଏହି ଅଭିନେତାଙ୍କ ହେଲା ନିର୍ବନ୍ଧ: ଅନ୍‌ଲାଇନ୍‌ରେ ଛୁଟିଲା ଶୁଭେଚ୍ଛାର ସୁଅ

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାଧାରଣ ଜୀବନଯାପନ ଏକପ୍ରକାର ଠପ୍‌ ହୋଇଯାଇଛି। ଏଥିଯୋଗୁ ବ୍ୟବସାୟ, ବିଭିନ୍ନ ପ୍ରକାରର କାର୍ଯ୍ୟପନ୍ଥା, ଫିଲ୍ମ ଶୁଟିଂ, ରିଲିଜ ଉପରେ ବହୁ...

ବାଲେଶ୍ୱରରୁ ଚାଲି ଚାଲି ଛତିଶଗଡ଼ ଯାଉଛନ୍ତି ୨୫ ଶ୍ରମିକ: ଅଛନ୍ତି ଛୋଟ ପିଲା, ମହିଳା

ଚୌଦ୍ୱାର,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାର ବିଭିନ୍ନ ଇଟାଭାଟିରେ କାମ କରୁଥିବା ୨୫ ଶ୍ରମିକ ଚାଲିଚାଲି ଛତିଶଗଡ଼ ଯାଉଛନ୍ତି। ପ୍ରାୟ ଏକ ସପ୍ତାହ ହେବ ସେମାନେ ବାଲେଶ୍ବରରୁ ବାହାରି...

ସିଙ୍ଗାପୁରରେ ଜୁନ୍‌ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ସିଙ୍ଗାପୁର,୨୧।୪: କରୋନା ଭାଇରସର ସଂକ୍ରମଣଙ୍କୁ ଦେଖି ବିଭିନ୍ନ ଦେଶରେ କ୍ରମାଗତ ଭାବେ ଲକ୍‌ଡାଉନ ଅବଧି ବୃଦ୍ଧି ହେବାରେ ଲାଗିଛି। ମଙ୍ଗଳବାର ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ହେସେନ...

‘ସାମାଜିକ ଦୂରତ୍ୱ କଡ଼ାକଡ଼ି ପାଳନ କର’

ନୂଆଦିଲ୍ଲୀ,୧୭।୪(ପି.ଟି.): ଲକ୍‌ଡାଉନ ବେଳେ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ବଜାୟ ରଖିବା ଆଦି ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ...

ବ୍ରିଟେନ୍‌ର ଅର୍ଥମନ୍ତ୍ରୀ ହେଲେ ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ ଋଷି ସୁନକ

ଲଣ୍ଡନ,୧୩।୨: ଇନଫୋସିସ୍‌ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ ଋଷି ସୁନକ ବ୍ରିଟେନର ଅର୍ଥମନ୍ତ୍ରୀ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ୩୯ ବର୍ଷ...

Leave a comment

Your email address will not be published. Required fields are marked *