ଜନତା କର୍ଫ୍ୟୁ : ଚାରିଆଡ଼େ ଖାଁ ଖାଁ ପରିବେଶ

କେସିଙ୍ଗା,୨୨।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତର ୧୧୦ଟି ଗ୍ରାମର ଲୋକେ ରବିବାର ସକାଳ ୭ଟାରୁ କେନ୍ଦ୍ର ସରକାରଙ୍କ ଜନତା କର୍ଫ୍ୟୁ ନିୟମ ସମ୍ପୂର୍ଣ୍ଣ ଭାବେ ମାନି ଚଳିଛନ୍ତି। ଫଳରେ ଚାରିଆଡ଼େ ଖାଁ ଖାଁ ପରିବେଶ ଦେଖିବାକୁ ମିଳିଛି। ଏପରିକି ଶନିବାରଠାରୁ ଲୋକେ ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣି ଘରେ ରଖିଥିଲେ। ଏହି ବ୍ଲକର ବାଳସି ଗ୍ରାମରେ ମଧ୍ୟ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇ ସକାଳ ୭ଟାରୁ ଘରୁ ପଦାକୁ ବାହାରି ନାହାନ୍ତି। କେସିଙ୍ଗା ଏନ୍‌ଏସିର ୧୨ଟି ଓ୍ବାର୍ଡର ଲୋକେ ପରିବାରବର୍ଗଙ୍କ ସହ ଏକାଠି ସମୟ ବିତାଉଥିବା ଜଣାପଡ଼ିଛି।


All Right Reserved By Dharitri.Com

ରାମଚଣ୍ଡୀ ନିକଟରେ ଦୁର୍ଘଟଣା, ୬ ଗୁରୁତର

ପୁରୀ ଅଫିସ,୨୧।୧୨: ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡ୍‌ ରାମଚଣ୍ଡୀ ନିକଟରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ୍‌ ଓ ଟାଭେଲ୍ସ କାର୍‌...

କରୋନା ପ୍ରତିହତ ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି

ଛତ୍ରପୁର,୭ା୪(ଡିଏନଏ )-ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ପୋଲିସ ବାରାକ, ରିଜର୍ଭ ଅଫିସ ପରିଦର୍ଶନ କରିଛନ୍ତି। କରୋନା ପ୍ରତିହତ ପାଇଁ କି ପଦକ୍ଷେପ...

ଲୋକେ ନ୍ୟାୟ ପାଇଲେ ସୁସ୍ଥ ସମାଜ ସମ୍ଭବ

ବାଲେଶ୍ୱର ଅଫିସ,୩୧।୧୦- ତଳସ୍ତରରେ ଲୋକେ ନ୍ୟାୟ ପାଇଲେ ମାନବାଧିକାର ସୁରକ୍ଷା ସମ୍ଭବ ହେବ ବୋଲି ବାଲେଶ୍ୱରରେ ଆୟୋଜିତ ଜାତୀୟ ମାନବାଧିକାର ସୁରକ୍ଷା ସଂଗଠନ (ଡବ୍ଲୁଏଚ୍‌ଆର୍‌ପିଓ)ର ରାଜ୍ୟସ୍ତରୀୟ...

ଦିବ୍ୟାଙ୍ଗ ଯୁବତୀଙ୍କୁ ସହାୟତା ପ୍ରଦାନ

ଫୁଲବାଣୀ ଅଫିସ, ୫ା୯-ଆତ୍ମନିର୍ଭରଶୀଳ ହେବା ପାଇଁ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କ ଅଦମ୍ୟ ସାହସ ଦେଖି ଜିଲାପାଳ ଡା.ବୃନ୍ଦା ଡି. ସହାୟତା ଯୋଗାଇ ଦେଇଛନ୍ତି। ଫୁଲବାଣୀ ସମନ୍ବିତ...

ଆବାସ ଯୋଜନାରେ ଅନିୟମିତତା: ଜିଆର୍‌ଏସ୍‌ ନିଲମ୍ବିତ

ତିର୍ତ୍ତୋଲ, ୧୪।୩ (ଡି.ଏନ୍‌.ଏ.):ଆବାସ ଯୋଜନାରେ ଅନିୟମିତତା ନେଇ ତିର୍ତ୍ତୋଲ ବ୍ଲକ ବିଷନପୁର ପଞ୍ଚାୟତ ଜିଆରଏସ୍‌ ତପୁ ମହାପାତ୍ରଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉକ୍ତ ପଞ୍ଚାୟତରେ କେତେଜଣ...

ଧାନର ଅଭାବୀ ବିକ୍ରି ଅଭିଯୋଗ: ଜିଲା ଯୋଗାଣ ଅଧିକାରୀଙ୍କଠାରେ ଅଭିଯୋଗ କଲେ ଚାଷୀ

ବାଲେଶ୍ୱର ଅଫିସ, ୫।୨-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସା ଅଞ୍ଚଳର କସିପଦା ସେବା ସମବାୟ ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ...

କ୍ରିଟିକାଲ ଏରିଆ’ ଘୋଷିତ ହେବାକୁ ଯାଉଛି ପାରାଦୀପ: ବନ୍ଦ ହେବ ନୂତନ ଶିଳ୍ପାୟନ ବାଟ

ପାରାଦୀପ,୨୩ା୯(ସ୍ବ.ପ୍ର.): ବେଳ ଥାଉ ଥାଉ କେହି ଦୃଷ୍ଟି ଦେଲେନି। ଏବେ ନେଡିଗୁଡ କହୁଣୀକୁ ବହିଗଲାଣି। ବନ୍ଦର ଭିତ୍ତିକ ଶିଳ୍ପ ନଗରୀ ପାରାଦୀପରେ ସୃଷ୍ଟି ହୋଇଛି ଏଭଳି...

ଧାନଗଦାରେ ନିଆଁ ଲଗାଇଦେଲେ ଯୁବକ, ବଡ଼ସାହି ଥାନାରେ ଅଭିଯୋଗ କଲେ ଚାଷୀ

ବଡ଼ସାହି,୧।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅନ୍ତର୍ଗତ ସୁହାଗପୁର ପଞ୍ଚାୟତ ଗୋଉଡ଼ମୁଣ୍ଡଳୀ ଗ୍ରାମର ଜନୈକ ଯୁବକ ଜଣେ ଚାଷୀଙ୍କ ଧାନଗଦାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ...

Leave a comment

Your email address will not be published. Required fields are marked *