ଦକ୍ଷିଣ କୋରିଆ ତିଆରି କରୁଛି କରୋନା କିଟ୍‌: ୧୦ ମିନିଟ୍‌ରେ ମିଳିବ ରିପୋର୍ଟ !

ସିଓଲ,୨୨।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ସଂକ୍ରମିତଙ୍କଠାରେ ଭୂତାଣୁ ଚିହ୍ନଟ ପାଇଁ କରାଯାଉଥିବା ପରୀକ୍ଷାରେ ଅଧିକ ସମୟ ଲାଗୁଛି। ଫଳରେ ଏହାକୁ ରୋକିବାରେ ବାଧା ସୃଷ୍ଟି ହେଉଛି। ତେବେ ଭୂତାଣୁ ଚିହ୍ନଟ କରିବା ଲାଗି ଦକ୍ଷିଣ କୋରିଆ ପକ୍ଷରୁ ୧୦ ମିନିଟ୍‌ ମଧ୍ୟରେ ଶେଷ ହେଉଥିବା ଏକ କିଟ୍‌ ପ୍ରସ୍ତୁତି ସମ୍ପର୍କରେ ଗବେଷଣା ଜାରି ରହିଛି। ଏଥିରେ ସଫଳତା ମିଳିଲେ ପ୍ରତି ସପ୍ତାହରେ ୩ ଲକ୍ଷ କିଟ୍‌ ଦକ୍ଷିଣ କୋରିଆ ଅନ୍ୟ ଦେଶକୁ ରପ୍ତାନୀ କରିବାକୁ ଲକ୍ଷ୍ୟ ରଖିଛି। ଏହା ଦ୍ୱାରା କରୋନାର ମୁକାବିଲା କରିବାରେ ସହାୟତା ମିଳିବ ବୋଲି କୁହାଯାଉଛି।


All Right Reserved By Dharitri.Com

ଘରୋଇ ହିଂସା ରୋକିବାକୁ ଜାରି ହେଲା ହେଲ୍ପଲାଇନ୍‌ ନମ୍ବର

ଭୁବନେଶ୍ୱର,୧୬ା୪ (ବ୍ୟୁରୋ): ଲକ୍‌ଡାଉନ୍‌ ବେଳେ ମହିଳାଙ୍କ ଉପରେ ଘରୋଇ ହିଂସା ବଢୁଥିବା ତଥ୍ୟ ସମ୍ନାକୁ ଆସିବା ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ଗ୍ରହଣ...

ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗାଁ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ...

ଓଡ଼ଗାଁ ଏନ୍‌ଏସି, ପୋଲିସର ମିଳିତ ଚଢ଼ାଉ: ମାସ୍କ ନ ପିନ୍ଧି ଗଣିଲେ ଜରିମାନା

ଓଡ଼ଗାଁ,୧୯ା୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ କରୋନା ପାଇଁ କଟକଣା ଲାଗି ରହିଥିବା ବେଳେ ପ୍ରତିକାର ନିମନ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି। ଏପରିସ୍ଥଳେ ନୟାଗଡ଼ ଜିଲା ଓଡ଼ଗାଁ...

ପାକିସ୍ତାନକୁ ଝିଣ୍ଟିକା ଦାଉରୁ ରକ୍ଷା କରିବାକୁ ଚାଇନା ପଠାଇବ ବତକ

ଇସ୍‌ଲାମାବାଦ,୨୮।୨: ଏବେ ପାକିସ୍ତାନରେ ଝିଣ୍ଟିକା ବା ପଙ୍ଗପାଳଙ୍କ ଉପଦ୍ରବ ବହୁ ମାତ୍ରାରେ ବଢିଯାଇଛି। ଏମାନଙ୍କ ଉପଦ୍ରବ ଯୋଗଁ ବହୁ ପରିମାଣରେ ଫସଲ ହାନୀ ଘଟୁଛି। ଧିରେ...

ପ୍ରତିଦିନ ବ୍ରଶ୍‌ରେ ସଫା ହେଉଛନ୍ତି ଏହି ପ୍ରଜାତିର କୁମ୍ଭୀର

କୁମ୍ଭୀର ସମସ୍ତେ ଦେଖିଥିବେ ହେଲେ ଧଳା ରଙ୍ଗର କୁମ୍ଭୀରକୁ କେବେ ଦେଖିଛନ୍ତି। ଏହି ପ୍ରଜାତିର କୁମ୍ଭୀର ବହୁ ବିରଳ। ତାଙ୍କୁ ସବୁଠି ଦେଖିବାକୁ ମିଳେନାହିଁ। ଆମେରିକାର...

୧୦ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୮ ସୁରଟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରବିବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୦ ନୂତନ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର।...

ହସ୍ପିଟାଲ ଆଇସୋଲେଶନରେ ୨୮

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଭାଇରସ୍‌ (କୋଭିଡ୍‌-୧୯) ସଂକ୍ରମଣ ଉପରେ ସରକାର କଡ଼ା ନଜର ରଖିଛନ୍ତି। ରବିବାର ସୁଦ୍ଧା ଓଡ଼ିଶାରେ ୭୬ ନମୁନା ପରୀକ୍ଷା ପାଇଁ...

ବିମାନ, ରେଳ ଟିକେଟ ବୁକିଂ ଆରମ୍ଭ

ଭୁବନେଶ୍ୱର,୨୩ା୫ (ବ୍ୟୁରୋ): ବିମାନରେ ଘରୋଇ ଉଡ଼ାଣ ସହ ରେଳରେ ଯାତାୟତ କରିବା ପାଇଁ ଟିକେଟ ବୁକିଂ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପୂର୍ବାହ୍ନ ୮ଟାରୁ ପୂର୍ବତଟ ରେଳପଥ...

Leave a comment

Your email address will not be published. Required fields are marked *