ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଲେ ଲୋକେ, ଦୋକାନ ବଜାର ବନ୍ଦ

ଉଦଳା,୨୨।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସିରେ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇ ରବିବାର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଫଳରେ ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ଛି। ଉଦଳା ବ୍ଲକ ଅଧୀନରେ ଥିବା ଗ୍ରାମାଞ୍ଚଳରେ ମଧ୍ୟ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଶତପ୍ରତିଶତ ଜନସାଧାରଣ କରୋନା ସଚେତନତା ପାଇଁ ଆଜିର ଜନତା କର୍ଫ୍ୟୁ ସଚେତନ ବାର୍ତ୍ତା ପାଳନ ପାଳନ କରୁଥିବା ପରିଲକ୍ଷିତ ହୋଇଛି।


All Right Reserved By Dharitri.Com

ସୁଧୁରୁନି ସ୍ବାସ୍ଥ୍ୟସେବା

ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ...

କରୋନା ମୁକାବିଲା ଲାଗି ନୀଳଗିରି ବିଧାୟକ ଦେଲେ ୩୪ଲକ୍ଷ

ସଜନାଗଡ଼,୨୯।୪(ଡି.ଏନ.ଏ.)-ମହାମାରୀ କରୋନା ମୁକାବିଲା ଲାଗି ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ସହାୟତାର ହାତ ବଢାଇଛନ୍ତି। ବହିରାଗତଙ୍କ ଫେରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ବିଭିନ୍ନ ପଞ୍ଚାୟତ...

କାର୍ଟୁନ୍‌ ଠୁଲେଇ ପେଟ ପାଲୁଛନ୍‌ ଦୁଶମନ ସିଂ

ଭବାନୀପାଟଣା,୧୦।୬(ଡି.ଏନ.ଏ.):  ମୁନୁଷ୍‌କେ ବଁଚ୍‌ବାକେ ହେଲେ ଖାଏଦ୍‌ ପାଏନ୍‌, ଘର ଆର କପଡ଼ାଲତା ନିହାତି ଦରକାର। ସବୁ ଲୋକ୍‌ ପେଟକେ ଖାଏବାକେ ମୁଠେ, ମୁଡ଼ ରଖ୍‌ବାକେ ଘରଟେ...

ଭୁବନେଶ୍ୱରରୁ ଲୋକେ ଗାଁ ମୁହାଁ

ନୟାଗଡ଼ ଅଫିସ,୬ା୪: ରାଜ୍ୟରେ କରୋନା ରୋଗୀ ସଂଖ୍ୟା ୩୯ରେ ପହଞ୍ଚିଛି । ଏହା ମଧ୍ୟରେ କେବଳ ଭୁବନେଶ୍ୱରର ୩୨ଜଣ ଅଛନ୍ତି। ଏହା ଜାଣିବା ପରେ ଭୁବନେଶ୍ୱରରେ...

୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା: ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ, ଦଲାଲ ଗିରଫ

ବଡବିଲ, ୧୫।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ନାବାଳିକା ଚାଲାଣ ର଼୍ୟାକେଟ୍‌ କିଭଳି ସକ୍ରିୟ ରହିଛି ତାହାର ଏକ ନଜିର ପଦାକୁ ଆସିଛି। ବଲାଣୀ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ...

ନୂଆଗାଁ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ: ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ

ନୂଆଗାଁ,୨୨ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ପଞ୍ଚାୟତ ସମିତିର ନବମ ସାଧାରଣ ଅଧିବେଶନ ମଙ୍ଗଳବାର ରାଜୀବ ଗାନ୍ଧୀ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଚେୟାରମ୍ୟାନ...

ଡ୍ରେନେଜ ବ୍ୟବସ୍ଥା ଫେଲ୍‌, ସହର ଜଳମଗ୍ନ

ଭଦ୍ରକ ଅଫିସ, ୨୭।୯ – ଭଦ୍ରକ ପୌରାଞ୍ଚଳର ଖାଲୁଆ ଅଞ୍ଚଳ ଏବେ ଜଳମଗ୍ନ। ଲଗାଣ ବର୍ଷା କାରଣରୁ ସହରର ଖାଲୁଆ ଅଞ୍ଚଳ ରାସ୍ତାଘାଟରେ ପାଣି ଜମି...

ଖୋର୍ଦ୍ଧାରୋଡ଼ ଷ୍ଟେଶନରେ ମେମୁର ଗୋଟିଏ ବଗି ଲାଇନଚ୍ୟୁତ

ଜଟଣୀ,୨୬ା୧୧(ଡି.ଏନ.ଏ): ଖୋର୍ଦ୍ଧାରୋଡ଼ ରେଳ ଷ୍ଟେଶନରେ ସୋମବାର ସନ୍ଧ୍ୟାରେ ମେମୁ ଟ୍ରେନ୍‌ର ଏକ ବଗି ଲାଇନଚ୍ୟୁତ ହୋଇଥିଲା। ସନ୍ଧ୍ୟା ପ୍ରାୟ ୭ଟାରେ ଏହା ଘଟିଛି। ଷ୍ଟେଶନର ସିକ୍‌...

Leave a comment

Your email address will not be published. Required fields are marked *