Posted inଜାତୀୟ

୩ ବର୍ଷରେ ଆତ୍ମହତ୍ୟା କରିଛନ୍ତି ୨୦୬ ସିଆରପିଏଫ ଯବାନ, କାରଣ ସମ୍ପର୍କରେ ସୂଚନା ଦେଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୧୨ : ୨୦୨୦ରୁ ୨୦୨୩ ଗତ ୩ ବର୍ଷ ମଧ୍ୟରେ ୨୦୬ ସିଆରପିଏଫ ଯବାନ ଆତ୍ମହତ୍ୟା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହି ସୂଚନା ପ୍ରଦାନ କରିଛନ୍ତି। ବିବାଦ କାରଣରୁ ସିଆରପିଏଫ ଯବାନଙ୍କ ମୃତ୍ୟୁର ଆକଳନ ସେ ଉପସ୍ଥାପନ କରିଥିଲେ। ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ରାୟ କହିଛନ୍ତି ଗତ ତିନିବର୍ଷ ମଧ୍ୟରେ ସିଆରପିଏଫ ଯବାନଙ୍କ ଆତ୍ମହତ୍ୟା ମାମଲାର ଧାରା ବୃଦ୍ଧି ପାଇନାହିଁ।

ଲୋକସଭାରେ ଏକ ଲିଖିତ ଉତ୍ତରରେ ସେ କହିଛନ୍ତି ସିଆରପିଏଫ ଯବାନଙ୍କ ମଧ୍ୟରେ ଗତ ଦୁଇ ବର୍ଷ ମଧ୍ୟରେ ପାରସ୍ପରିକ ସଂଘର୍ଷର କୌଣସି ଘଟଣା ଘଟି ନାହିଁ। ବର୍ଷ ୨୦୧୮ ରୁ ୨୦୨୩ ପର୍ଯ୍ୟନ୍ତ ସିଆରପିଏପରେ ଏହିପରି ଘଟଣା ସଂଖ୍ୟା ୧୪ ରହିଛି। ଏହି ସମୟରେ, ସମାନ ସମୟ ମଧ୍ୟରେ ଏଭଳି ମାମଲାରେ ମୃତ୍ୟୁ ସଂଖ୍ୟା ୧୭ ରହିଛି।

ବିଦେଶୀ ମୂଳ ଅପରାଧୀଙ୍କ ବିଷୟରେ ସୂଚନା ଦେଇ ସେ କହିଛନ୍ତି ନଭେମ୍ବର ୨୦୨୩ ପର୍ଯ୍ୟନ୍ତ ଜାତୀୟ ଡାଟାବେସରେ ୯୫ ହଜାରରୁ ଅଧିକ ବିଦେଶୀ ଅପରାଧୀଙ୍କ ରେକର୍ଡ ପଞ୍ଜିକୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri