ରାଜ୍ୟରେ ନୂଆ ୨୦୬ କରୋନା ପଜିଟିଭ ଚିହ୍ନଟ: ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୭ ଲୋକାଲ କେସ୍‌ ରହିଛି।
ସେହିପରି ଶନିବାର ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୧ରେ ପହଞ୍ଚିଛି। ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ନୂଆ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ୨୭ଜଣ ରହିଥିବା ବେଳେ ବାଲେଶ୍ୱରରୁ ୨, ବରଗଡ଼ରୁ ୧୬, ଭଦ୍ରକରୁ ୨, ବଲାଙ୍ଗୀରରୁ ୨୬, ବୌଦ୍ଧରୁ ୨, କଟକରୁ ୬, ଦେଓଗଡ଼ରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୫, ଗଞ୍ଜାମରୁ ୩, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ୯, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୧୮, ମୟୂରଭଞ୍ଜରୁ ୮, ନୂଆପଡ଼ାରୁ ୬, ପୁରୀରୁ ୪, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୬, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୬, ଷ୍ଟେଟ ପୋଲରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୧୬୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୨୪ଟି ଆକ୍ଟିଭ କେସ ରହିଥିବା ବେଳେ ୩୨୭୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri